E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ
4:52 pmJune 4, 2021

ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍‌ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍‌ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ ହେବା ପରେ ସୁବୋଧ ଆକ୍ସନ ମୁଡରେ ଆସିଯାଇଛନ୍ତି। ବର୍ତ୍ତମାନ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ସେ ଏକ ପ୍ରୋଟୋକଲ୍‌ ପ୍ରସ୍ତୁତ କରିଛନ୍ତି। ଏହି ପ୍ରୋଟୋକଲ ଅନୁସାରେ ଏଣିକି କର୍ମଚାରୀମାନେ ଜିନ୍ସ, ଟି-ଶାର୍ଟ ଓ ସ୍ପୋଟର୍‌ସ ଜୋତା ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେ ନାହିଁ। ତେବେ ଏହି ନିୟମ କେବଳ ଦିଲ୍ଲୀ ମୁଖ୍ୟ କାର୍ଯ୍ୟାଳୟରେ ନୁହେଁ ବରଂ ଦେଶର ସମସ୍ତ ଶାଖାରେ ଲାଗୁ ହେବ ବୋଲି ନିର୍ଦ୍ଦେଶକ ସୁବୋଧ କୁମାର କହିଛନ୍ତି। ସେହିପରି ପୁରୁଷ କର୍ମଚାରୀଙ୍କ ସହ ମହିଳା କର୍ମଚାରୀଙ୍କ ପାଇିଁ ମଧ୍ୟ ନିର୍ଦ୍ଦେଶ ଜାରି କରାଯାଇଛି। ମହିଳାମାନେ କେବଳ ଶାଢ଼ୀ, ସାଲଓ୍ବାର ସୁଟ କିମ୍ବା ଫର୍ମାଲ ଶାର୍ଟ ପିନ୍ଧିପାରିବେ। ସୂଚନା ମୁତାବକ ଗତ କିଛି ବର୍ଷ ହେବ ସିବିଆଇ କର୍ମଚାରୀମାନେ ଜିନ୍ସ ଓ ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସୁଥିଲେ। ଯାହାକୁ ନେଇ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସଂକ୍ରମଣ ପୁଣି ବଢ଼ିବା ଆଶଙ୍କା

ନୂଆଦିଲ୍ଲୀ, ୨ା୬: କୋଭିଡ୍‌ ମୁକାବିଲା ପାଇଁ ବିଭିନ୍ନ ରାଜ୍ୟ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସୁଫଳ ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ଦେଶରେ ୧,୨୭,୫୧୦ ଜଣ କରୋନା...

ନୂଆ ଆକ୍ରାନ୍ତ ସଂଖ୍ୟା ୫୦ ହଜାରରୁ କମ୍‌…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଦେଶରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୫୦...

ଉପ ରାଷ୍ଟ୍ରପତିଙ୍କ ଆକାଉଣ୍ଟ୍‌ରୁ ବ୍ଲୁ ଟିକ୍‌ ହଟାଇଲା ଟୁଇଟର୍‌…

ନୂଆଦିଲ୍ଲୀ,୫।୬: ଟୁଇଟର୍‌ ଏବେ ବିବାଦରେ ଘେରରେ ପଡ଼ିଛି। ପୂର୍ବରୁ ଭାରତ ସରକାରଙ୍କ ଦ୍ୱାରା ପ୍ରଣୟନ କରାଯାଇଥିବା ନିୟମ ପାଳନ କରିବା ନେଇ ଟୁଇଟୁର ବିବାଦରେ ରହିଥିବାବେଳେ...

ପୁଅ ନ ହେବାରୁ ମା’ ଝିଅଙ୍କୁ ଦେଢ଼ ବର୍ଷ ବନ୍ଦୀ କରି ରଖିଥିଲେ ସ୍ବାମୀ

ମୁମ୍ବାଇ, ୩।୬: ୪୧ ବର୍ଷୀୟା ସ୍ତ୍ରୀଙ୍କୁ ଯୌନ ନିର୍ଯାତନା ଦେବା ସହ ୩ ଝିଅଙ୍କ ସହ ଘରେ ବନ୍ଦୀ କରି ରଖିଥିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ...

ସ୍ବିସ୍‌ ବ୍ୟାଙ୍କରେ ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟିରୁ ଅଧିକ: ଖଣ୍ଡନ କଲେ କେନ୍ଦ୍ର ସରକାର…

ନୂଆଦିଲ୍ଲୀ,୧୯।୬: ସ୍ବିସ୍‌ ବ୍ୟାଙ୍କରେ ଜମା ହୋଇଥିବା ଭାରତୀୟଙ୍କ କଳାଧନ ପରିମାଣ ସାଢ଼େ ୨୦ ହଜାର କୋଟି ଟଙ୍କାରୁ ଅଧିକ ବୋଲି ସ୍ବିଜରଲାଣ୍ଡ୍‌ର ସେଣ୍ଟ୍ରାଲ୍‌ ବ୍ୟାଙ୍କ ପକ୍ଷରୁ...

ରାଜ୍ୟପାଳଙ୍କୁ ‘ଅଙ୍କଲ ଜୀ’ କହିଲେ ଟିଏମ୍‌ସି ଏମ୍‌ପି

ନୂଆଦିଲ୍ଲୀ,୬।୬ : ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହୋଇଥିବା ଟୁଇଟ୍‌ କରି ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ସରକାରଙ୍କୁ ସମାଲୋଚନା କରିଥିଲେ ରାଜ୍ୟପାଳ ଜଗଦୀପ ଧାଙ୍କର।...

‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’

ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲା...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
Next Post Next post:
ଅମ୍ବାଳିଅଠା ନିକଟରେ ସିରିଜ୍‌ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts