E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ
9:25 amJune 15, 2021

ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍‌ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ନିକଟରେ କାନ୍ତ ପ୍ରସାଦଙ୍କ ଏକ ଭିଡିଓ ମାଧ୍ୟମରେ ବ୍ଲଗର୍‌ ଗୌରବ ଓ୍ବାସାନଙ୍କୁ କ୍ଷମା ମାଗିଥିଲେ। ଭିଡିଓରେ, ହାତ ଯୋଡି ସେ କହଥିଲେି ଯେ, ସେ କେବେ ବି ଗୌରବଙ୍କୁ ଚୋର ବୋଲି କହି ନ ଥିଲେ। ସେ ସ୍ବୀକାର କରିଛନ୍ତି ଯେ, ସେ କିଛି ଭୁଲ କରିଛନ୍ତି ଏବଂ ଏଥିପାଇଁ ସେ ଲଜ୍ଜିତ ଓ କ୍ଷମା ପ୍ରାର୍ଥନା କରିଛନ୍ତି।
କାନ୍ତ ପ୍ରସାଦଙ୍କ କାହାଣୀ ଏକ ଚଳଚ୍ଚିତ୍ରଠାରୁ କମ ନୁହେଁ। ପ୍ରଥମ ଲକଡାଉନ ସମୟରେ ଯେତେବେଳେ ସୋସିଆଲ ମିଡିଆରେ ତାଙ୍କ ଆର୍ଥିକ ଅବସ୍ଥା ବିଷୟରେ ଚର୍ଚ୍ଚା ଆରମ୍ଭ ହେଲା, ସେତେବେଳେ ତାଙ୍କ ପାଇଁ ଅନେକ ସହାୟତାର ହାତ ବଢିଥିଲା। ଏସବୁ ଗୌରବଙ୍କ ଯୋଗୁ ସମ୍ଭବ ହୋଇଥିଲା। ଗୌରବ ହଁି ତାଙ୍କୁ ନିଜ ୟୁଟ୍ୟୁବ ମାଧ୍ୟମରେ ଲୋକଲୋଚନକୁ ଆଣିଥିଲେ। ଖୁବଶୀଘ୍ର, କାନ୍ତ ପ୍ରସାଦଙ୍କ ଦିନ ବଦଳିଗଲା ଏବଂ ସେ ସିଧାସଳଖ ଢାବାରୁ ରେଷ୍ଟୁରାଣ୍ଟ ଖୋଲିଥିଲେ। କିନ୍ତୁ ପରେ କାନ୍ତ ପ୍ରସାଦ ଗୌରବଙ୍କୁ ଚୋର ବୋଲି କହି ତାଙ୍କ ଟଙ୍କା ଚୋରି କରିଥିବା ଅଭିଯୋଗ କରିଥିଲେ। କରୋନାର ଦ୍ୱିତୀୟ ଲହରରେ ଲକ୍‌ଡାଉନ୍‌ ହେବାରୁ କାନ୍ତା ପ୍ରସାଦଙ୍କ ଆୟ ଅପେକ୍ଷା ଅଧିକ ବ୍ୟୟ ହେବାକୁ ଲାଗିଲା। ଏଭଳି ପରିସ୍ଥିତିରେ ସେ ନିଜ ପୁରୁଣା ଦୋକାନକୁ ଫେରିଲେ। କାନ୍ତ ପ୍ରସାଦ ଢାବା ଚଳାଇବା ଆରମ୍ଭ କରିସାରିଥିବାରୁ ସେ ଗୌରବଙ୍କୁ କ୍ଷମା ମାଗିଛନ୍ତି। ଏହି ଘଟଣାରେ ପରେ ଗୌରବ ବୁଦ୍ଧ ଦମ୍ପତିଙ୍କ ସହ ଏକ ଫଟୋ ଶେୟାର କରି କହିଛନ୍ତ, ଅନ୍ତ ଭଲ ତ, ସବୁ ଭଲ; ଭୁଲ କରିବା ଅପେକ୍ଷା, କ୍ଷମାକାରୀ ବଡ ଅଟେ।

 


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସୋପୋରେ ଆତଙ୍କବାଦୀ ଆକ୍ରମଣ: ୨ସୁରକ୍ଷାକର୍ମୀ ଶହୀଦ

ସୋପୋରେ,୧୨।୬: ଜମ୍ମୁ-କଶ୍ମୀର ସୋପୋରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏହି ଘଟଣାରେ ସୁରକ୍ଷାକର୍ମୀ ଶହୀଦ ହୋଇଥିବା ବେଳେ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ ଶନିବାର...

ସିବିଏସ୍‌ଇ ପରେ ଏହି ରାଜ୍ୟ ବାତିଲ କଲା ଦ୍ୱାଦଶ ପରୀକ୍ଷା

ଭୋପାଳ,୨।୬: କରୋନା ମହାମାରୀ ଯୋଗୁ ସିବିଏସ୍‌ଇ ଓ ଆଇସିଏସ୍‌ଇ ଦ୍ୱାଦଶ ପରୀକ୍ଷାକୁ ବାତିଲ କରାଯାଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ...

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର...

ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା

ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ କାର୍ଯ୍ୟ କରିଥିଲି: ଆଲାପନ୍‌

କୋଲକାତା, ୪ା୬: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟ ଶାସନ ସଚିବ ଆଲାପନ ବନ୍ଦୋପାଧ୍ୟାୟ ଗୁରୁବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଛନ୍ତି।...

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ...

ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର

ଚଣ୍ଡିଗଡ଼,୧୧।୬ : ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ହରିୟାଣାର ଏକ ସ୍କୁଲରେ ଜଣେ ବ୍ୟକ୍ତି ଓ ୮ ନାବାଳକ ଗଣବଳାତ୍କାର କରିଛନ୍ତି। ଘଟଣାର ଭିଡିଓ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୭ବର୍ଷର ଭଉଣୀ କାନ୍ଧରେ ଦେଢ଼ମାସର ଭାଇ
Next Post Next post:
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts