ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର ଖେଳ ଶେଷରେ ଟିମ ଇଣ୍ଡିଆର ସ୍କୋର ତିନି ଉଇକେଟ ହରାଇ ୧୪୬ ରନ ଥିଲା। ଦ୍ରୁତ ବୋଲର କେଏଲ ଜେମସନଙ୍କ ନେତୃତ୍ୱରେ କିୱି ବୋଲରମାନେ କେବଳ ଟିମ ଇଣ୍ଡିଆକୁ ଅସୁବିଧାରେ ପକାଇ ନାହାଁନ୍ତି, ବରଂ ସେମାନଙ୍କୁ ବ୍ୟାକଫୁଟରେ ମଧ୍ୟ ଠେଲି ଦେଇଛନ୍ତି।
ଟିମ ଇଣ୍ଡିଆ ଦିନର ୧୮ ତମ ବଲରେ ପ୍ରଥମ ଝଟକା ପାଇଥିଲା। କାଇଲ ଜେମସନ ବିରାଟ କୋହଲିଙ୍କୁ (୪୪) ଆଉଟ୍ କରିଥିଲେ। ତୃତୀୟ ଦିନରେ ବିରାଟ କୋହଲି ଗୋଟିଏ ରନ ସ୍କୋର ମଧ୍ୟ କରିପାରି ନ ଥିଲେ। ଏହା ପରେ ରିଷଭ ପନ୍ତ (୪) ମଧ୍ୟ ଏକ ବଡ଼ ଇନିଂସ ଖେଳିପାରି ନ ଥିଲେ। ତାଙ୍କୁ ଜେମସନ ମଧ୍ୟ ଆଉଟ୍ କରିଥିଲେ। ଅଜିଙ୍କେ ରାହାନେ (୪୯) ଭଲ ଖେଳୁଥବଲେ ମଧ୍ୟ ତାଙ୍କୁ ନିଲ ୱାଗନର୍ ଆଉଟ୍ କରିଥିଲେ। ଟିମ ଇଣ୍ଡିଆର ସ୍କୋର ୬ ଉଇକେଟରେ ୧୮୨ ରନ ହୋଇଥିଲା। ଅର୍ଥାତ୍ ୮୪ଟି ବଲରେ ୩୬ ରନ ପାଇଁ ଦଳ ତିନୋଟି ବଡ ଉଇକେଟ ହରାଇଥିଲା।
କୋପା ଆମେରିକା ଫୁଟ୍ବଲ: ଆର୍ଜେଣ୍ଟିନା- ଚିଲି ମ୍ୟାଚ୍ ଡ୍ର
ରିଓ ଡି ଜାନେଇରୋ,୧୬।୬(ଏପି): ଦକ୍ଷିଣ ଆମେରିକାର ସର୍ବବୃହତ୍ ଫୁଟ୍ବଲ ଟୁର୍ନାମେଣ୍ଟ କୋପା ଆମେରିକାରେ ଲିଓନେଲ ମେସିଙ୍କ ଆର୍ଜେଣ୍ଟିନା ଡ୍ର’ରୁ ଅଭିଯାନ ଆରମ୍ଭ କରିଛି। ମେସିଙ୍କ ଜବରଦସ୍ତ...
ୟୁରୋକପ୍ ଫୁଟ୍ବଲ: ଚେକ୍ ଗଣରାଜ୍ୟକୁ ହରାଇଲା ଇଂଲଣ୍ଡ
ଲଣ୍ଡନ,୨୪।୬: ୟୁରୋକପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ ଏକ ଗୁରୁତ୍ୱପୂର୍ଣ୍ଣ ବିଜୟ ହାସଲ କରିଛି। ମଙ୍ଗଳବାର ଗ୍ରୁପ୍ ଡି’ରେ ଇଂଲଣ୍ଡ ୧-୦ ଗୋଲରେ ଚେକ୍ ଗଣରାଜ୍ୟକୁ ପରାସ୍ତ...
ଜାପାନରୁ ଫେରିଲେନି ମ୍ୟାନ୍ମାର ଫୁଟ୍ବଲର
ଟୋକିଓ, ୧୮ା୬ (ଏପି)- ଜାପାନରେ ୨୦୨୨ ବିଶ୍ୱକପ୍ କ୍ୱାଲିଫାୟର୍ସ ଖେଳିବା ଲାଗି ଆସିଥିବା ମ୍ୟାନ୍ମାର ଜାତୀୟ ଫୁଟ୍ବଲ ଦଳର ଜଣେ ଖେଳାଳି ସ୍ବଦେଶ ଫେରିବା ଲାଗି...
୨୮ ବଲ୍ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍
କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?
ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଲୋକପ୍ରିୟ ଟେଲିଭିଜନ ଉଦ୍ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...
ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…
ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ।...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ...
ଆଇପିଏଲର ବଳକା ମ୍ୟାଚ୍ରେ ନ ଖେଳିପାରନ୍ତି ବହୁ ଅନ୍ତର୍ଜାତୀୟ ତାରକା
ନୂଆଦିଲ୍ଲୀ, ୧।୬: ଆଇପିଏଲ-୧୪’ର ବଳକା ୩୧ ମ୍ୟାଚ୍ ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଏଇଠାରେ ଖେଳାଯିବ। କିନ୍ତୁ ଏହି ମ୍ୟାଚ୍ଗୁଡ଼ିକରେ ବହୁ ଅନ୍ତର୍ଜାତୀୟ ତାରକା...


