E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

୮୪ ବଲ୍‌ରେ ଫାଇନାଲ୍‌ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
9:56 amJune 21, 2021

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର ଖେଳ ଶେଷରେ ଟିମ ଇଣ୍ଡିଆର ସ୍କୋର ତିନି ଉଇକେଟ ହରାଇ ୧୪୬ ରନ ଥିଲା। ଦ୍ରୁତ ବୋଲର କେଏଲ ଜେମସନଙ୍କ ନେତୃତ୍ୱରେ କିୱି ବୋଲରମାନେ କେବଳ ଟିମ ଇଣ୍ଡିଆକୁ ଅସୁବିଧାରେ ପକାଇ ନାହାଁନ୍ତି, ବରଂ ସେମାନଙ୍କୁ ବ୍ୟାକଫୁଟରେ ମଧ୍ୟ ଠେଲି ଦେଇଛନ୍ତି।
ଟିମ ଇଣ୍ଡିଆ ଦିନର ୧୮ ତମ ବଲରେ ପ୍ରଥମ ଝଟକା ପାଇଥିଲା। କାଇଲ ଜେମସନ ବିରାଟ କୋହଲିଙ୍କୁ (୪୪) ଆଉଟ୍‌ କରିଥିଲେ। ତୃତୀୟ ଦିନରେ ବିରାଟ କୋହଲି ଗୋଟିଏ ରନ ସ୍କୋର ମଧ୍ୟ କରିପାରି ନ ଥିଲେ। ଏହା ପରେ ରିଷଭ ପନ୍ତ (୪) ମଧ୍ୟ ଏକ ବଡ଼ ଇନିଂସ ଖେଳିପାରି ନ ଥିଲେ। ତାଙ୍କୁ ଜେମସନ ମଧ୍ୟ ଆଉଟ୍‌ କରିଥିଲେ। ଅଜିଙ୍କେ ରାହାନେ (୪୯) ଭଲ ଖେଳୁଥବଲେ ମଧ୍ୟ ତାଙ୍କୁ ନିଲ ୱାଗନର୍‌ ଆଉଟ୍‌ କରିଥିଲେ। ଟିମ ଇଣ୍ଡିଆର ସ୍କୋର ୬ ଉଇକେଟରେ ୧୮୨ ରନ ହୋଇଥିଲା। ଅର୍ଥାତ୍‌ ୮୪ଟି ବଲରେ ୩୬ ରନ ପାଇଁ ଦଳ ତିନୋଟି ବଡ ଉଇକେଟ ହରାଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଏଫ୍‌ସି ବେୟର୍ନ ବିଶ୍ୱ ଦଳରେ ଶୁଭୋ ପଲ୍‌

ନୂଆଦିଲ୍ଲୀ, ୧୨ା୬ (ପି.ଟି.)- ଦିଲ୍ଲୀଭିତ୍ତିକ ସୁଦେଭା ଏଫ୍‌ସି ଆଇ-ଲିଗ୍‌ ଦଳର ଅଧିନାୟକ ଶୁଭୋ ପଲ୍‌ ପ୍ରସିଦ୍ଧ ଜର୍ମାନ ଫୁଟ୍‌ବଲ କ୍ଲବ ଏଫ୍‌ସି ବେୟର୍ନର ୧୯ ବର୍ଷରୁ...

ରାଣୀ ଅଧିନାୟିକା, ଦୀପ୍‌ଗ୍ରେସ୍‌ ଓ ସବିତା ଉପଅଧିନାୟିକା

ନୂଆଦିଲ୍ଲୀ, ୨୨ା୬ (ପି.ଟି.)-ଜୁଲାଇ ୨୩ରୁ ଅଗଷ୍ଟ ୮ ପର୍ଯ୍ୟନ୍ତ ହେବାକୁଥିବା ଟୋକିଓ ଅଲିମ୍ପିକ୍ସ ପାଇଁ ସୋମବାର ଷ୍ଟ୍ରାଇକର ହରିୟାଣାର ରାଣୀ ରାମପାଲ ଅଧିନାୟିକା ଏବଂ ଓଡ଼ିଶାର...

କୋହଲିଙ୍କ ସବୁଠାରୁ ଭଲ ଗୁଣ କ’ଣ ଜାଣନ୍ତି: ପ୍ରଶଂସାରେ ଶତମୁଖ ହୋଇ ଏଭଳି କହିଲେ କୋଚ୍‌…

ନୂଆଦିଲ୍ଲୀ,୫।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ମୁକାବିଲା ହେବ। ଜୁନ୍‌ ୧୮ରୁ ଡବ୍ଲୁଟିସି ଫାଇନାଲ ଇଂଲଣ୍ଡରେ ଖେଳାଯିବ। ଏହି ମହାମୁକାବିଲା ପୂର୍ବରୁ ଭାରତୀୟ...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

ଆଇପିଏଲ ପାଇଁ ଖୁସି ଖବର

ଜାମାଇକା,୧୮ା୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅନୁରୋଧ କ୍ରମେ କାରିବିୟନ ପ୍ରିମିୟର ଲିଗ୍‌ (ସିପିଏଲ)ର କାର୍ଯ୍ୟସୂଚୀରେ ପରିବର୍ତ୍ତନ କରିଛି କ୍ରିକେଟ ଓ୍ବେଷ୍ଟଇଣ୍ଡିଜ (ସିଡବ୍ଲ୍ୟୁଆଇ)। ୟୁଏଇରେ...

କୌଣସି ଚଳଚ୍ଚିତ୍ରଠାରୁ କମ୍‌ ନୁହେଁ ଏହି କ୍ରିକେଟର୍‌ଙ୍କ ପ୍ରେମ କାହାଣୀ: ଅତିଥି ଭାବେ ଯାଇଥିବାବେଳେ ପଡିଯାଇଥିଲେ ପ୍ରେମରେ

ଭାରତୀୟ ଦ୍ରୁତ ବୋଲର ଇଶାନ୍ତ ଶର୍ମା ଟିମ ଇଣ୍ଡିଆର ଟେଷ୍ଟ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଏବଂ ଇଂଲଣ୍ଡ ବିପକ୍ଷ...

ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ: ସଜନ, ଶ୍ରୀହରିଙ୍କୁ ସ୍ବର୍ଣ୍ଣ ପଦକ

ବେଲ୍‌ଗ୍ରେଡ, ୨୧ା୬ (ପି.ଟି.)-ବେଲ୍‌ଗ୍ରେଡ ଟ୍ରଫି ସୁଇମିଂ ପ୍ରତିଯୋଗିତାରେ ଅଲିମ୍ପିକ ଆଶାୟୀ ସଜନ ପ୍ରକାଶ ଓ ଶ୍ରୀହରି ନଟରାଜ ସେମାନଙ୍କ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି।...

ଡବ୍ଲ୍ୟୁଟିସି ଫାଇନାଲରେ କୋହଲି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ

ସାଉଥାମ୍ପଟନ,୧୯।୬: ଏଜେସ ବାଉଲଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲରେ ଟିମ୍‌ ଇଣ୍ଡିଆର ଅଧିନାୟକ ଭାବେ ବିରାଟ କୋହଲି ଟସ୍‌ ପକାଇଥିଲେ। ଅବଶ୍ୟ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ
Next Post Next post:
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts