E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଡବ୍ଲୁଟିସି ଫାଇନାଲ ପୂର୍ବରୁ ଇତିହାସ ରଚିଲା ନ୍ୟୁଜିଲାଣ୍ଡ: ୨୨ ବର୍ଷ ପରେ କଲା ଏମିତି କାରନାମା
5:10 pmJune 13, 2021

ଏଜବେଷ୍ଟନ,୧୩।୬: ଆୟୋଜକ ଇଂଲଣ୍ଡ ବିପକ୍ଷରେ ନ୍ୟୁଜିଲାଣ୍ଡ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୦ରେ ଜିତିଛି। ଦଳ ଦ୍ୱିତୀୟ ଟେଷ୍ଟରେ ୮ ଉଇକେଟ ଜିତିଛି। ପ୍ରଥମ ମ୍ୟାଚ ଡ୍ର ଥିଲା। ଦ୍ୱିତୀୟ ଟେଷ୍ଟ ଚାରି ଦିନ ମଧ୍ୟରେ ମ୍ୟାଚ ଶେଷ ହୋଇଥିଲା। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ ଦଳ ଟେଷ୍ଟ ମାନ୍ୟତାର ଶୀର୍ଷରେ ପହଞ୍ଚିଛି। ୨୨ ବର୍ଷ ପରେ ନ୍ୟୁଜିଲାଣ୍ଡ ଇଂଲଣ୍ଡରେ ଟେଷ୍ଟ ସିରିଜ ଜିତିଛି। ୧୯୯୯ ମସିହାରେ ଶେଷ ଥର ପାଇଁ ଷ୍ଟିଫେନ ଫ୍ଲେମିଙ୍ଗଙ୍କ ଅଧିନାୟକତ୍ୱରେ ଥିବା କିୱି ଦଳ ନିଜ ମାଟିରେ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ଇଂଲଣ୍ଡ ଦଳକୁ ୨-୧ରେ ପରାସ୍ତ କରିଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ଭାରତ ପାଇଁ ଏହା ସତର୍କ ଘଣ୍ଟି ହୋଇପାରେ। ଫାଇନାଲ ମ୍ୟାଚ ୧୮ ରୁ ୨୨ ଜୁନ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଭାରତୀୟ ଟି୨୦ ଟିମ୍‌ରୁ କାହିଁକି ବାହାର ହୋଇଥିଲେ ଦିନେଶ କାର୍ତ୍ତିକ; କାରଣ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୫।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ପୂର୍ବରୁ ଉଇକେଟକିପର ବ୍ୟାଟ୍ସମ୍ୟାନ ଦିନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିଲେ। ହେଲେ...

ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍‌କା

ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ...

ଆଇସିୟୁରେ ଭର୍ତ୍ତି ହେଲେ ମିଲ୍‌ଖା ସିଂ: ଶୀଘ୍ର ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୬: ଭାରତର ମହାନ ଧାବକ ମିଲ୍‌ଖା ସିଂଙ୍କୁ ଆଇସିୟୁ ଭର୍ତ୍ତି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ସହ ଫୋନରେ କଥା ହୋଇ ସ୍ବାସ୍ଥ୍ୟ...

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ...

କୋପା ଆମେରିକା ମ୍ୟାଚ୍‌ ପରିଚାଳନା କରିବେ ସ୍ପାନିଶ୍‌ ରେଫରି

କୁଇଆବା(ବ୍ରାଜିଲ),୧୭।୬: ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଏକ ସ୍ପାନିଶ୍‌ ରେଫରିଂ କ୍ରିୟୁ ମ୍ୟାଚ୍‌ ପରିଚାଳନା କରିବେ। ଏ ନେଇ ୟୁରୋପ ଓ ଦକ୍ଷିଣ ଆମେରିକା...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

ଏହି ୫ କାରଣରୁ ଫାଇନାଲରେ ହାରିଲା ଭାରତୀୟ ଦଳ

ସାଉଥାମ୍ପଟନ୍‌,୨୪।୫: ଗତ ଦୁଇ ବର୍ଷ ଧରି ଟିମ ଇଣ୍ଡିଆର କଠିନ ପରିଶ୍ରମ ସାଉଥାମ୍ପଟନ ଗ୍ରାଉଣ୍ଡରେ ବ୍ୟର୍ଥ ହୋଇଥିଲା। ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ...

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ

ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ
Next Post Next post:
ପ୍ରେମିକ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିବାରୁ ପ୍ରେମିକା କଲେ ଏମିତି ହୃଦୟଥରା କାମ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts