ସାଉଥାମ୍ପଟନ,୧୩।୬: ଆସନ୍ତା ୧୮ ତାରିଖରୁ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲ୍ୟୁଟିସି)ର ଫାଇନାଲ ପୂର୍ବରୁ ଟିମ୍ ଇଣ୍ଡିଆକୁ ଲାଗିଛି ଶକ୍ତ ଧକ୍କା। ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ହାତରୁ ଚାଲି ଯାଇଛି ନମ୍ବର ଓ୍ବାନ ଟେଷ୍ଟ ଦଳର ମାନ୍ୟତା। ୨ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ରେ ଇଂଲଣ୍ଡକୁ ୧-୦ ବ୍ୟବଧାନରେ ହରାଇ ନ୍ୟୁଜିଲାଣ୍ଡ ରବିବାର ଶୀର୍ଷ ସ୍ଥାନ ଅଧିକାର କରିଛି।
ଆଇସିସି ଦଳଗତ ଟେଷ୍ଟ ର଼୍ୟାଙ୍କିଙ୍ଗ୍ରେ ସର୍ବାଧିକ ୧୨୩ ପଏଣ୍ଟ ସହ ନ୍ୟୁଜିଲାଣ୍ଡ ଶୀର୍ଷକୁ ଉଠିଥିବାବେଳେ ଦ୍ୱିତୀୟ ସ୍ଥାନକୁ ଖସିଥିବା ଭାରତ ନିକଟରେ ରହିଛି ୧୨୧ ପଏଣ୍ଟ। ୧୦୮ ପଏଣ୍ଟ ସହ ଅଷ୍ଟ୍ରେଲିଆ ତାଲିକାର ତୃତୀୟ ସ୍ଥାନରେ ରହିଛି। ତା’ ପଛକୁ ରହିଛି ଇଂଲଣ୍ଡ (୧୦୭)। ତେବେ ଟେଷ୍ଟ ଭଳି ଦିନିକିଆ ଦଳଗତ ର଼୍ୟାଙ୍କିଙ୍ଗରେ ମଧ୍ୟ ନମ୍ବର ଓ୍ବାନ ପୋଜିଶନରେ ରହିଛି ନ୍ୟୁଜିଲାଣ୍ଡ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.