ଲଣ୍ଡନ,୯।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ ଖେଳୁଛି। ପ୍ରଥମ ଟେଷ୍ଟ ଡ୍ର ଥିଲା ଏବଂ ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୂର୍ବରୁ ନ୍ୟୁଜିଲାଣ୍ଡର ଦଳ ଏକ ବଡ଼ ଧରଣର ବ୍ୟାଟିଂ କରିଥିଲା। ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଏବଂ ବାମହାତୀ ସ୍ପିନର ମିଚେଲ ସାଣ୍ଟନର୍ ଆହତ ହୋଇଛନ୍ତି। ଫଳରେ ନ୍ୟୁଜିଲାଣ୍ଡକୁ ଝଟ୍କା ଲାଗିଛି। ସୂଚନାଯୋଗ୍ୟ, ଜୁନ୍ ୧୮ରୁ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଲାଯିବ। ଭାରତୀୟ ଦଳ ଜୁନ୍ ୩ରୁ ଇଂଲଣ୍ଡରେ ପହଞ୍ଚି ଅଭ୍ୟାସ ଆରମ୍ଭ କରିଛି।
ଫର୍ମରେ ଥାଇ ମଧ୍ୟ ଡବ୍ଲୁଟିସି ଫାଇନାଲରୁ ବାଦ୍ ପଡିଲେ ଏହି ୫ ଖେଳାଳି
ଲଣ୍ଡନ,୧୬।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲ ପାଇଁ ଭାରତ ୧୫ ଜଣିଆ ଦଳ ଘୋଷଣା କରିଛି। ଦଳରେ ଇଂଲଣ୍ଡ ଗସ୍ତରେ ଯାଇଥିବା ୨୦ ଖେଳାଳିଙ୍କ ମଧ୍ୟରୁ...
ଭାରତୀୟ କ୍ରିକେଟର ସ୍ବର୍ଣ୍ଣିମ ଦିନ
ନୂଆଦିଲ୍ଲୀ,୨୩।୬: ଠିକ୍ ୮ ବର୍ଷ ତଳେ ଅର୍ଥାତ ୨୦୧୩ ଜୁନ ୨୩ ତାରିଖରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଟିମ୍ ଇଣ୍ଡିଆ ହାତେଇଥିଲା ଆଇସିସି ଚାମ୍ପିୟନ୍ସ...
ପୃଥ୍ବୀ ଶ’ଙ୍କ ବେଡ୍ରୁ ମିଳିଲା ଏମିତି ଜିନିଷ: ପ୍ରଶଂସକ କଲେ ଟ୍ରୋଲ
ମୁମ୍ବାଇ,୧୮।୬:ଆଇପିଏଲ ୨୦୨୧ ଏବଂ ବିଜୟ ହଜାରେ ଟ୍ରଫିରେ ଚମତ୍କାର ପ୍ରଦର୍ଶନ କରିଥିବା ପୃଥ୍ବୀ ଶ’ ଖୁବ ଶୀଘ୍ର ଟିମ ଇଣ୍ଡିଆର ଜର୍ସିରେ ନଜର ଆସିବେ। ଶ୍ରୀଲଙ୍କା...
ଲେକ୍ରେକ୍ଙ୍କୁ ପୋଲ୍ ପୋଜିଶନ
ବାକୁ, ୬ା୬ (ଏପି)-ଆଜରବୈଜାନ ଫର୍ମୁଲାଓ୍ବାନ ଗ୍ରାଁ ପ୍ରି ପାଇଁ ଶନିବାର ଅନୁଷ୍ଠିତ କ୍ୱାଲିଫାଇଂ ରେସ୍ରେ ଫେରାରିର ଚାଲର୍ସ ଲେକ୍ରେକ୍ ପୋଲ୍ ପୋଜିଶନ ହାସଲ କରିଛନ୍ତି। ଫଳରେ...
ପନ୍ତଙ୍କୁ ସମାଲୋଚନା କଲେ ପୂର୍ବତନ ଖେଳାଳି
ନୂଆଦିଲ୍ଲୀ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ରିଜର୍ଭ ଡେ’ରେ ସେଟ୍ ହୋଇସାରିଥିବା ରିଷଭ ପନ୍ତ ନ୍ୟୁଜିଲାଣ୍ଡ ପେସର ଟ୍ରେଣ୍ଟ ବୋଲ୍ଟଙ୍କୁ ଷ୍ଟେପ ଆଉଟ୍ କରି ବଡ଼...
ଲଜ୍ଜାଜନକ ରେକର୍ଡ: ୪୨ ରନ୍ରେ ଅଲ୍ଆଉଟ୍ ହୋଇଯାଇଥିଲା ଭାରତୀୟ ଦଳ
୪୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନ ଲର୍ଡସରେ ଭାରତୀୟ କ୍ରିକେଟ ଦଳ ଏକ ଲଜ୍ଜାଜନକ ରେକର୍ଡ ହାସଲ କରିଥିଲା। ୧୯୭୪ ମସିହାରେ ଅଜିତ ୱାଡେକରଙ୍କ...
ୟୁରୋ କପ୍ ଫୁଟ୍ବଲ: ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଡ୍ର
ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍ ଫୁଟ୍ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍ର ଟପ୍ ସ୍କୋରର ହାରି କେନ୍ ଏଠାରେ ଇଂଲଣ୍ଡ...
ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ
ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ମ୍ୟାଚ୍ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ।...


