E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍‌କା
3:38 pmJune 10, 2021

ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍‌ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମ୍ସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଏବେ ନ୍ୟୁଜିଲାଣ୍ଡ ଉଇକେଟ କିପର-ବ୍ୟାଟ୍ସମ୍ୟାନ ବିଜେ ୱାଟଲିଂ ମଧ୍ୟ ଆହତ କାରଣରୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ୱାଟଲିଂଙ୍କ ସ୍ଥାନରେ ଟମ ବ୍ଲେଣ୍ଡାଲ ଉଇକେଟ କିପିଂ ଦାୟିତ୍ୱ ନେବେ। ୱାଟଲିଂ ଏବଂ କେନ ୱିଲିୟମସନଙ୍କ ବ୍ୟତୀତ ମିଚେଲ ସାଣ୍ଟନର୍‌ ମଧ୍ୟ ଆହତ ହୋଇଛନ୍ତି ଏବଂ ଦ୍ୱିତୀୟ ଟେଷ୍ଟରେ ଅଂଶଗ୍ରହଣ କରିବେ ନାହିଁ। ଲର୍ଡସରେ ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟରେ ସାଣ୍ଟନରଙ୍କ ଆଙ୍ଗୁଠିରେ ଆଘାତ ଲାଗିଥିଲା।
ଏଥି ସହିତ, ବାମହାତୀ ବ୍ୟାଟ୍ସମ୍ୟାନ ଟମ ଲାଥାମ ଜୁନ ୧୦ରୁ ଆରମ୍ଭ ହେଉଥିବା ଟେଷ୍ଟରେ ୱିଲିୟମସନଙ୍କ ସ୍ଥାନରେ ଅଧିନାୟକ ହେବେ। ଜୁନ ୧୮ ଠାରୁ ସାଉଥମ୍ପଟନରେ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ଖେଳାଯିବ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଉଗାଣ୍ଡା ଅଲିମ୍ପିକ ଟିମ୍‌ର ଜଣେ ସଦସ୍ୟଙ୍କୁ କରୋନା

ଟୋକିଓ, ୨୧ା୬ (ଏପି)-ଉଗାଣ୍ଡା ଅଲିମ୍ପିକ ଟିମ୍‌ରେ ଜଣେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଉ ୫ସପ୍ତାହ ପରେ ଟୋକିଓ ଗେମ୍ସ ଆରମ୍ଭ ହେବ। ଏଥିରେ ଭାଗ...

ବିରାଟ କୋହଲିଙ୍କ ଏହି କାମ ଦେଖି ଅନୁଷ୍କାଙ୍କ ଆଖିରେ ଆସିଯାଇଥିଲା ଲୁହ

ଲଣ୍ଡନ,୧୬।୬: ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ପାଇଁ ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଚାରି ମାସର...

ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

କ୍ରିକେଟର୍‌ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍‌ କ୍ୟାରିୟର୍‌ରେ ସେ...

କ୍ୟାରିୟରରେ ଗୋଟିଏ ବି ନୋ ବଲ୍‌ ପକାଇନାହାନ୍ତି ଏହି ୫ ବୋଲର୍‌: ତାଲିକାରେ କପିଲ-ଇମ୍ରାନଙ୍କ ସହ…

ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ...

ମିରାନଚୁକ୍‌ଙ୍କ ଗୋଲରେ ଜିତିଲା ରୁଷିଆ

ସେଣ୍ଟ ପିଟର୍ସବର୍ଗ, ୧୭।୬- ଆଲେକ୍ସି ମିରାନଚୁକ୍‌ଙ୍କ ଗୋଲ ବଳରେ ରୁଷିଆ ଚଳିତ ୟୁରୋ ଫୁଟ୍‌ବଲ ଚାମ୍ପିୟନଶିପ୍‌ରେ ବିଜୟ ସ୍ବାଦ ଚାଖିଛି। ବୁଧବାର ଅନୁଷ୍ଠିତ ମ୍ୟାଚରେ ରୁଷିଆ...

ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ

ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’...

ଟୋକିଓ ଅଲିମ୍ପିକ୍ସ: କିମ୍ସ ପ୍ରଫେସର ସୁଦୀପ ଭାରତୀୟ ପୁରୁଷ ହକି ଦଳର ଡାକ୍ତର

ଭୁବନେଶ୍ୱର, ୨୦।୬(କ୍ରୀଡ଼ା ପ୍ରତିନିଧି)- କିମ୍ସ ପ୍ରଫେସର ଡକ୍ଟର ସୁଦୀପ ଶତପଥୀ (ଫିଜିଓଲୋଜି ଆଣ୍ଡ ସ୍ପୋଟର୍‌ସ ମେଡିସିନ୍‌) ଟୋକିଓ ଅଲିମ୍ପିକ୍ସ ପାଇଁ ଭାରତୀୟ ପୁରୁଷ ହକି ଦଳର...

ମ୍ୟାଚ୍‌ର ପ୍ରଥମ ବଲ୍‌ ସାମ୍ନା କରିବାକୁ ଭୟ କରୁଛନ୍ତି ଶୁଭମନ୍‌: ଜାଣନ୍ତୁ କାହିଁକି

ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଐତିହାସିକ ଫାଇନାଲ ମ୍ୟାଚ ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଶୁକ୍ରବାର, ଜୁନ୍‌ ୧୧ ତାରିଖ – Daily Horoscope
Next Post Next post:
‘ୟାସ୍‌’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts