E-Paper
  • logo
  • Wednesday 1st April 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଶୁଟିଂ ସମୟରେ ନିଆ ଶର୍ମାଙ୍କୁ ପ୍ରପୋଜ କରିଥିଲେ କୋ-ଷ୍ଟାର, ଆଉ ତା ପରେ ଘଟିଥିଲା…
4:28 pmJune 11, 2021

ଛୋଟ ପରଦାର ପ୍ରସିଦ୍ଧ ଅଭିନେତ୍ରୀ ନିଆ ଶର୍ମା ଷ୍ଟାଇଲିଷ୍ଟ ସହ ଫ୍ୟାଶନ ଆଇକନ ମଧ୍ୟ। ନିୟାଙ୍କ ସିରିଏଲ୍‌ ‘ଏକ ହଜାରୋଁ ମେ ମେରି ବେହନା ହୈ’ର ଫଟୋ ଏବଂ ନୃତ୍ୟ ଭିଡିଓ ସୋସିଆଲ ମିଡିଆରେ ପ୍ରତିଦିନ ଭାଇରାଲ ହେବାରେ ଲାଗିଛି। ନିଆ ତାଙ୍କ ସୌନ୍ଦର୍ଯ୍ୟରେ କେବଳ ଦର୍ଶକକୁ ନୁହନ୍ତି ବଂର କୋ-ଷ୍ଟାରଙ୍କୁ ପାଗଳ କରିଦେଇଛନ୍ତି। ଏକଦା କୋ ଷ୍ଟାର ଶୁଟିଂ ସମୟରେ ସମସ୍ତଙ୍କ ସାମ୍ନାରେ ତାଙ୍କୁ ପ୍ରପୋଜ କରିଥିଲେ। ଏଥିରେ ନିଆ ଆଶ୍ଚର୍ଯ୍ୟ ହୋଇଗଲେ। ନିଆ ଏକ ନୂଆ ମ୍ୟୁଜିକ ଭିଡିଓରେ କାମ କରୁଛନ୍ତି। ଏଥିରେ ଅଭିନେତା କମଲ କୁମାର ତାଙ୍କ ସହ ଅଛନ୍ତି। ଏକ ସାକ୍ଷାତକାରରେ କମଲ ଏହି କଥା କହିଥିଲେ। କମଲ କହିଛନ୍ତି ଯେ, ଶୁଟିଂ ପାଇଁ ପ୍ରସ୍ତୁତି ଚାଲିଥିଲା। ସେଟ୍‌ରେ ସଦସ୍ୟମାନେ କାର୍ଯ୍ୟରେ ବ୍ୟସ୍ତ ଥିଲେ। ସେତେବେଳେ ମୁଁ ହଠାତ ଆଣ୍ଠୁମାଡି ନିଆଙ୍କୁ ପ୍ରପୋଜ କଲି ତାଙ୍କ ସମେତ ସମସ୍ତେ ଆଶ୍ଚର୍ଯ୍ୟ ହୋଇଗଲେ। ତା’ପରେ ମୁଁ ଏବଂ ନିଆ ହସିବାକୁ ଲାଗିଲୁ। କାରଣ ଏହା ସେଭଳି ସିରିୟସ୍‌ ନଥିଲା । କିନ୍ତୁ ନିଆ ଏତେ ସୁନ୍ଦର ତାଙ୍କୁ ପ୍ରପୋଜ କରିବାକୁ କିଏ ଚାହିଁବ ନାହିଁ। ମୁଁ ମଜା କରିବା ପାଇଁ ଏହା କରିଥିଲି, ନିଆ ମଧ୍ୟ ଏଥିରେ ମୋତେ ସମର୍ଥନ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

ପ୍ରଥମ ସ୍ବାମୀଙ୍କୁ ଛାଡ଼ପତ୍ର ଦେବା ପରେ ଭାଙ୍ଗିପଡ଼ିଥିଲେ ଅଭିନେତ୍ରୀ; କିଛି ଏଭଳି ପଡ଼ିଥିଲେ ଶୋଏବଙ୍କ ପ୍ରେମରେ…

ବମ୍ବେ: ଟେଲି ପରଦାର ରୋମାଣ୍ଟିକ୍‌ ଯୋଡ଼ିମାନଙ୍କ ମଧ୍ୟରୁ ଅଭିନେତା ଶୋଏବ ଇବ୍ରାହିମ ଏବଂ ସ୍ତ୍ରୀ ଦୀପିକା କକ୍କଡଙ୍କ ଯୋଡ଼ି ଅନ୍ୟତମ। ସାଙ୍ଗ ହୋଇ କାମ କରୁକରୁ...

ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା

କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ...

ଆଇଶାଙ୍କ ବିରୋଧରେ ଦେଶଦ୍ରୋହ

କୋଚି, ୧୨।୬: ଅଭିନେତ୍ରୀ ତଥା ମଡେଲ୍‌ ଆଇଶା ସୁଲତାନା ଏକ ଟିଭି ବିତର୍କରେ ଭାଗନେଇ ଲାକ୍ଷାଦ୍ୱୀପରେ କୋଭିଡ୍‌-୧୯ ସଂକ୍ରମଣ ନେଇ ମିଛ ଖବର ପ୍ରସାର କରିଥିବା...

ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…

ମୁମ୍ବାଇ,୨୨।୬: ବଲିଉଡ୍‌ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଆକ୍ଟିଭ୍‌ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ...

ମୋ ଭାଇ ମୃତ୍ୟୁର ଫାଇଦା ନ ଉଠାଯାଉ

ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଆଜି ବି ରହସ୍ୟ ଘେରରେ। ଦୀର୍ଘ ଦିନ ଧରି ଅନୁସନ୍ଧାନ ଏବଂ ତଦନ୍ତ ସତ୍ତ୍ୱେ ମୃତ୍ୟୁ ସହ ଜଡିତ...

ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍‌; ରୋମାଣ୍ଟିକ୍‌ ଚାଟ୍‌ ଭାଇରାଲ

ବମ୍ବେ: ନିକଟରେ ଅଭିନେତା କରନ୍‌ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ...

ସଞ୍ଜୟ ସବୁବେଳେ ନିଜ ରୁମ୍‌ରେ ରହୁଥିବାରୁ, ନର୍ଗିସ କହିଥିଲେ ଏଭଳି

ମୁମ୍ବାଇ: ହିନ୍ଦି ସିନେମା ଚଳଚ୍ଚିତ୍ର ଜଗତରେ ଅଭିନେତ୍ରୀ ନର୍ଗିସ ଦତ୍ତ ହେଉଛନ୍ତି ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଅନ୍ୟତମ। ଖୁବ୍‌ କମ୍‌ ବୟସରେ ସେ ଶିଶୁ କଳାକାର...

ଏହି କାରଣ ପାଇଁ ଅଭିନେତ୍ରୀ ହେବାକୁ ଚାହୁଁ ନ ଥିଲେ ସୋନମ କପୁର, ପ୍ରଥମ ଫିଲ୍ମ ପାଇଁ ରାଜିହେବାକୁ ଲାଗିଥିଲା ଦେଢ଼ ବର୍ଷ

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ୨୦୦୭ ମସିହାରେ ସଞ୍ଜୟ ଲିଲା ଭଁସାଲୀଙ୍କ ଫିଲ୍ମ ସାୱରିୟାରୁ କ୍ୟାରିୟର ଆରମ୍ଭ କରିଥିଲେ । ଏହି ଫିଲ୍ମରେ ତାଙ୍କ ସହ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ରାଶିଫଳ: ଶନିବାର, ଜୁନ୍‌ ୧୨ ତାରିଖ – Daily Horoscope
Next Post Next post:
ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts