ଭୁବନେଶ୍ୱର,୨୩ା୬(ବ୍ୟୁରୋ): କରୋନା ମହାମାରୀ ଯୋଗୁ ଚଳିତବର୍ଷ ବି ନବମ,ଦଶମ ଶ୍ରେଣୀର ସିଲାବସ୍ କମିବ। ନବମ ଓ ଦଶମ ଶ୍ରେଣୀର ୩୦% ସିଲାବସ ହ୍ରାସ କରାଯିବ। ସିଲାବସ୍ ହ୍ରାସ ହେବା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସ୍କୁଲ ଖୋଲିବା ନିଷ୍ପତ୍ତି ଏ ଯାଏ ହୋଇନି। ଅନଲାଇନ୍ରେ ସ୍କୁଲ ପିଲାଙ୍କୁ ପାଠ ପଢ଼ାଯାଉଛି। ଅନ୍ଲାଇନ ପାଠ୍ୟକ୍ରମ ସବୁ ପିଲାଙ୍କ ପାଖରେ ପହଞ୍ଚିବା ସମ୍ଭବ ନୁହେଁ। ତେଣୁ ଚଳିତ ବର୍ଷ ସିଲାବସ୍ କମାଇବା ନିଷ୍ପତ୍ତି ହୋଇଛି ବୋଲି ସେ କହିଛନ୍ତି।
ବଜାର ବନ୍ଦ, ସରକାର ନେଉନାହାନ୍ତି
ଭୁବନେଶ୍ୱର, ୮।୬(ବ୍ୟୁରୋ): କରୋନା ସଂକ୍ରମଣ କେବଳ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ଅବସ୍ଥାକୁ ମଧ୍ୟ ଦୋହଲାଇ ଦେଇଛି। ଉଭୟ କ୍ଷେତ୍ରରୁ ଜୀବନ ଧାରଣ ପ୍ରତି ଭୟଙ୍କର ସଙ୍କଟ...
‘ବିଜୁ ଏକ୍ସପ୍ରେସ୍ ଓ୍ବେ’କୁ ୪୪୮ କୋଟି
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଶିଳ୍ପ ଅଭିବୃଦ୍ଧି ସହ ଅର୍ଥନୈତିକ ବିକାଶ ପାଇଁ ରାଜ୍ୟ ସରକାର ବିଜୁ ଏକ୍ସପ୍ରେସ ଓ୍ବେ ନିର୍ମାଣ କରୁଛନ୍ତି।...
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ...
ଭଉଁରି ଯାତ୍ରାରେ ନିୟୋଜିତ ହେବେ ୫ ପ୍ଲାଟୁନ ଫୋର୍ସ
ପୁରୀ ଅଫିସ, ୩।୬: ଅକ୍ଷୟତୃତୀୟାଠାରୁ ମହାପ୍ରଭୁଙ୍କ ଆରମ୍ଭ ହୋଇଥିବା ବାହାର ଚନ୍ଦନ ଯାତ୍ରାର ବିଂଶତମ ଦିବସକୁ ଭଉଁରି ଯାତ୍ରା କୁହାଯାଏ। ଶ୍ରୀମନ୍ଦିର ସ୍ବତ୍ୱଲିପି ଏବଂ ରଥସଂହିତା...
ଜଳବନ୍ଦୀରେ ନଦୀକୂଳିଆ ଗାଁ
ପଦ୍ମପୁର, ୧।୬ (ଡି.ଏନ.ଏ.)-ବାତ୍ୟା ‘ୟାସ୍’ ପ୍ରଭାବରେ ପ୍ରବଳ ବର୍ଷା ଯୋଗୁ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଦେଇ ପ୍ରବାହିତ ମନ୍ତେଈ, କଞ୍ଚୁଡ଼ି ଓ ଧଳା ନଦୀରେ...
ଓଡ଼ିଶାରେ ନକଲି ଔଷଧ କାରବାର ପୁରୁଣା
ଭୁବନେଶ୍ୱର,୧୫।୬(ବ୍ୟୁରୋ): କୋଭିଡ୍-୧୯ ସଂକ୍ରମଣକୁ ନେଇ ଜୀବନ ଜୀବିକା ସହ ଲଢ଼େଇ ଚାଲିଥିବା ବେଳେ ନକଲି ଔଷଧ କାରବାର ରାଜ୍ୟର ଜନସାଧାରଣଙ୍କୁ ବିପଦ ମୁହଁକୁ ଠେଲି ଦେଇଛି।...
୮ ଦିନର ବିବାହରେ ଏମିତି କ’ଣ ହେଲା
ଚମ୍ପୁଆ,୧୯।୬: ମାତ୍ର ୮ଦିନ ତଳେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ବାମୀ ସ୍ତ୍ରୀ ଟ୍ରାକ୍ଟରରେ ଦିନ ମଜୁରିଆ ଭାବେ କାମ କରି ଚଳୁଥିଲେ। ଶୁକ୍ରବାର...
ନିରଞ୍ଜନ ସେଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗର ନୂଆ ନିର୍ଦ୍ଦେଶକ
ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ...


