ଭୁବନେଶ୍ୱର,୧।୬(ବ୍ୟୁରୋ): ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଏହାପରେ ତାଙ୍କ ସ୍ଥାନରେ ଏବେ ନୀରଞ୍ଜନ ସେଠୀ ନୂଆ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଇବେ। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, କୃପାସିନ୍ଧୁ ଦୀର୍ଘ ସାଢ଼େ ୧ବର୍ଷରୁ ଊର୍ଦ୍ଧ୍ୱ ହେବ ସେ ଏହି ବିଭାଗର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଆଜି ଅବସର ନେଇଛନ୍ତି। ଏହି ଅବସରରେ ଲୋକ ସମ୍ପର୍କ ଭବନଠାରେ ବିଭାଗ ପକ୍ଷରୁ ତାଙ୍କୁ ବିଦାୟୀକାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା। କୃପାସିନ୍ଧୁଙ୍କୁ ନିରଞ୍ଜନ ସେଠୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ତେବେ କାର୍ଯ୍ୟକାଳ ସମୟରେ କୋଭିଡ ସୁପରିଚାଳନାରେ କୃପାସିନ୍ଧୁଙ୍କ ଉଲ୍ଲେଖନୀୟ ଅବଦାନ ରହିଛି। ଏହାପୂର୍ବରୁ ସେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟ କରିସାରିଛନ୍ତି।
କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ
ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ...
ଲଘୁଚାପ: ଗୁରୁବାରଠାରୁୁ ବର୍ଷିବ
ଭୁବନେଶ୍ୱର, ୯।୬(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଆସନ୍ତା ୧୧ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହ...
ଗୋଧୂଳି ଲଗ୍ନରେ ଦେବଦମ୍ପତିଙ୍କ ମନ୍ଦିର ପ୍ରବେଶ
ସମ୍ବଲପୁର,୧୭ା୬(ବ୍ୟୁରୋ): ସାତଦିନ ଧରି ଚାଲିଥିବା ପ୍ରସିଦ୍ଧ ସମ୍ବଲପୁର ଶୀତଳଷଷ୍ଠୀ ଯାତ୍ରା ଗୁରୁବାର ଶେଷ ହୋଇଛି। ନବବିବାହିତ ଶିବପାର୍ବତୀଙ୍କୁ ପଣ୍ଡିତମାନେ ମହାଆଳତି କରିଥିଲେ। ଘଣ୍ଟ, ଶଙ୍ଖ, ହରିବୋଳ...
୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ...
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
ଯାଜପୁର ଅଫିସ,୧୭ା୬: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବେଦାନ୍ତ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଓସ୍ତପାଳ କ୍ରୋମାଇଟ ଖଣି ଅସୁରକ୍ଷିତ ରହିଛି। ଏନେଇ ହୋଇଥିବା ଅଭିଯୋଗ ଉପରେ...
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର...
ଦୋକାନୀଙ୍କୁ କୋଭିଡ୍ ପରୀକ୍ଷା ବାଧ୍ୟତାମୂଳକ
ଜି.ଉଦୟଗିରି,୧୧ା୬: କରୋନା ସଂକ୍ରମଣ ରୋକିବା ପାଇଁ କନ୍ଧମାଳ ଜିଲା ଜି.ଉଦୟଗିର ପ୍ରଶାସନ ପକ୍ଷରୁ ଗତ ସପ୍ତାହରେ ବ୍ୟବସାୟୀମାନଙ୍କୁ କୋଭିଡ୍ ପରୀକ୍ଷା କରିବାକୁ ବାରମ୍ବାର କୁହାଯାଇଛି। ହେଲେ...
‘ଆମ ପାଇଁ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ’
ଭୁବନେଶ୍ୱର,୨୩।୬(ବ୍ୟୁରୋ): କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ଏବେ ‘ଡେଲ୍ଟା ପ୍ଲସ୍’ ଭାରିଆଣ୍ଟକୁ ନେଇ ଚିନ୍ତା ବଢ଼ିଲାଣି। ଓଡ଼ିଶାରେ ଏ ପର୍ଯ୍ୟନ୍ତ କୌଣସି ଡେଲ୍ଟା ପ୍ଳସ୍...


