ଛତ୍ରପୁର,୧୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନାଜନିତ ମୃତ୍ୟୁରେ ବ୍ରେକ୍ ଲାଗୁନି। ପୁଣି ଜିଲାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ୩୭, ୪୩ ଓ ୩୧ ବର୍ଷ ବୟସର ବ୍ୟକ୍ତି ଅଛନ୍ତି। ଏହାକୁ ମିଶାଇ କରୋନାର ଦ୍ୱିତୀୟ ଲହରରେ ଗଞ୍ଜାମ ଜିଲାରୁ ୫୧ ଜଣଙ୍କ ଜୀବନ ଗଲାଣି। ମିଳିଥିବା ସୂଚନା ଅନୁସାରେ, କରୋନାର ପ୍ରଥମ ଓ ଦ୍ୱିତୀୟ ଲହରରେ ଏଯାବତ୍ ୨୯୯ ଜଣଙ୍କ ମୃତ୍ୟୁ ଘଟିଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ଭୟଭୀତ କରାଉଛି କରୋନା: ରେଡ ଜୋନ୍ରେ ୧୬ଗାଁ, ୬ଓ୍ବାର୍ଡ
ଛତ୍ରପୁର,୧୫।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ହେଡକ୍ୱାର୍ଟର ଛତ୍ରପୁରରେ କରୋନା ସଂକ୍ରମଣ ହ୍ରାସ ହେବାର ନା ନେଉନି। ଜିଲାର ବ୍ରହ୍ମପୁର ସହର ବ୍ୟତୀତ ଅନ୍ୟ ସ୍ଥାନରେ କରୋନା ସଂକ୍ରମିତଙ୍କ...
ଟ୍ୟାଙ୍କର ଧକ୍କାରେ ବାଇକ୍ ଚାଳକଙ୍କ ଜୀବନ ଗଲା
ଝାରସୁଗୁଡ଼ା ଅଫିସ,୧୪ା୬: ଝାରସୁଗୁଡ଼ା ଜିଲା କୋଲାବିରା ଥାନା ଅନ୍ତର୍ଗତ ୪୯ନଂ. ଜାତୀୟ ରାଜପଥ ସନ୍ୟାସୀପାଲି ଛକରେ ସୋମବାର ଏକ ଟ୍ୟାଙ୍କର ଧକ୍କାରେ ଜଣେ ବାଇକ୍ ଚାଳକଙ୍କ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...
୮ଘଣ୍ଟା ପରେ ଉଦ୍ଧାର ହେଲା ଭାଲୁ
ଝରିଗାଁ, ୧୧।୬: ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ରତାଖଣ୍ଡିଗୁଡା ପଞ୍ଚାୟତ ଅଧୀନ ରାଣୀଚଚରା ଗ୍ରାମକୁ ପଶି ଆସିଥିଲା ଶୁକ୍ରବାର ଏକ ଭାଲୁ। ଗ୍ରାମବାସୀ ଭାଲୁକୁ ଦେଖି...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ...
ଗ୍ରାମରାସ୍ତାକୁ କେନ୍ଦ୍ର କରି ଘର ପୋଡ଼ିଦେଲେ
ବାଲେଶ୍ୱର ଅଫିସ,୬ା୬ ବାଲେଶ୍ୱର ଜିଲାର ବାଲିଆପାଳ ଥାନା ଶ୍ରୀରାମପୁର ପଞ୍ଚାୟତର ଗୋକୁଳାନନ୍ଦପୁର ଗ୍ରାମ ରାସ୍ତାକୁ କେନ୍ଦ୍ର କରି ସଂଘବଦ୍ଧ ଭାବେ ବଂଶୀଧର ଜେନାଙ୍କ ଦୁଇବଖରା ପୋଡ଼ି...
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା...


