E-Paper
  • logo
  • Friday 27th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ

କେହି ଶୁଣିଲେନି, କରୋନା ମୃତକଙ୍କୁ କାନ୍ଧ ଦେଲେ ବିଡିଓ, ସରପଞ୍ଚ
8:54 pmJune 17, 2021

ଭଦ୍ରକ ଅଫିସ,୧୭।୬: କରୋନା ଭୟରେ ମୃତଦେହ ପାଖ ମାଡ଼ିଲେନି ସାହି ଭାଇ କିମ୍ବା ସମ୍ପର୍କୀୟ। ଫଳରେ ସ୍ଥାନୀୟ ସରପଞ୍ଚ ଓ ବିଡିଓ ଆଗେଇ ଆସି ମୃତକଙ୍କୁ କାନ୍ଧ ଦେଇଛନ୍ତି। ଗୁରୁବାର ଏଭଳି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ନଦୀଗାଁ ପଞ୍ଚାୟତ ବଡ଼ତିରଣ ଗାଁରେ। ଗ୍ରାମର ବର୍ଷୀୟାନ କଳାକାର ବାସୁଦେବ ମିଶ୍ର କରୋନାରେ ଆକ୍ରାନ୍ତ ହୋଇ ଗୃହ ସଙ୍ଗରୋଧରେ ଥିବା ବେଳେ ଗୁରୁବାର ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ପୁଅ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଭଦ୍ରକ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହୋଇ ଘରକୁ ଫେରିଛନ୍ତି। ପରିବାରର ସମସ୍ତ ସଦସ୍ୟ ଜ୍ୱର ଥଣ୍ଡାରେ ଆକ୍ରାନ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ବାସୁଦେବଙ୍କ ମୃତ୍ୟୁ ଘଟିଥିବା ବେଳେ ଭୟରେ ଗାଁ ଲୋକ ମୃତଦେହ ଛୁଇଁ ନ ଥିଲେ। ଏ ସମ୍ପର୍କରେ ଖବର ପାଇ ଧାମନଗର ବିଡିଓ ଦୁର୍ଗାଚରଣ ମୁର୍ମୁ ଓ ନଦୀଗାଁ ସରପଞ୍ଚ ମନୋଜ ରାୟ ମହାପାତ୍ରଙ୍କ ସହ ସ୍ବାସ୍ଥ୍ୟକର୍ମୀ ପହଞ୍ଚି ପିପିଇ କିଟ୍‌ ପିନ୍ଧି ମୃତଦେହକୁ କାନ୍ଧ ଦେଇଥିଲେ। ଗ୍ରାମ ନିକଟ ଶ୍ମଶାନରେ ଶେଷକୃତ୍ୟ କରାଯାଇଥିଲା


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ, ରାଜ୍ୟ View All

ତପୁ ମିଶ୍ର ଗୁରୁତର: ଭଗବାନଙ୍କୁ ପ୍ରାର୍ଥନା କରିବାକୁ ନିବେଦନ କଲେ ବୁଦ୍ଧାଦିତ୍ୟ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ଓଲିଉଡର ଲୋକପ୍ରିୟ ଗାୟିକା ତପୁ ମିଶ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଗୁରୁତର ହେବାରେ ଲାଗିଛି। ସେ ଏବେ ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷାଫଳ: ପାସ ହାର ରହିଛି ୯୭.୮୯%; ଜାଣନ୍ତୁ କେଉଁଠି ଆଉ କେତେବେଳେ ଦେଖିପାରିବେ ମାର୍କ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ପ୍ରକାଶ ପାଇଛି ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ। କରୋନା ଯୋଗୁ ପରୀକ୍ଷା ହୋଇପାରି ନ ଥିବା ବେଳେ ବିକଳ୍ପ ବ୍ୟବସ୍ଥା ଯୋଗେ ପିଲାଙ୍କ...

ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ...

୭ରୁ କଟକଣାରେ ଚାଲିବ ହାଇକୋର୍ଟ

କଟକ ଅଫିସ୍‌,୫।୬: ମହାମାରୀ କୋଭିଡ୍‌ ଏବଂ ରାଜ୍ୟରେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ଆସନ୍ତା ୭ ତାରିଖରୁ କେତେକ କଟକଣା ମଧ୍ୟରେ ଚାଲିବ ହାଇକୋର୍ଟ...

ରାଜ୍ୟରେ ୬ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ କିଛି ଦିନ ହେଲା ୭ହଜାରରୁ କମ୍‌ ରହୁଛି ନୂଆ ଆକ୍ରାନ୍ତଙ୍କ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ଚାଷୀ ନ ଥାଇ ଧାନ କିଣା

ଯାଜପୁର ଅଫିସ,୨୩ା୬:୨୦୨୦-୨୧ରେ ଧାନ ସଂଗ୍ରହରେ ଘୋର ଅନିୟମିତତା ହୋଇଛି। ଏଥିରେ ଯାଜପୁର, ବରଗଡ଼, ଭଦ୍ରକ, ଗଞ୍ଜାମ, ନୂଆପଡ଼ା, ସମ୍ବଲପୁର ଓ ସୁବର୍ଣ୍ଣପୁର ଜିଲାର ୩୩ ମହିଳା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’
Next Post Next post:
ଟିମ୍‌ ଇଣ୍ଡିଆକୁ ଏମିତି ପରାମର୍ଶ ଦେଲେ ଗାଙ୍ଗୁଲି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts