E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

କେହି କାହାର ଚିର ଶତ୍ରୁ ନୁହନ୍ତି କି ମିତ୍ର ନୁହନ୍ତି: ବାଇଡେନ
4:22 pmJune 16, 2021

ଓ୍ବାଶିଂଟନ,୧୬ା୬: ଅନ୍ତର୍ଜାତୀୟ ରାଜନୀତିରେ ସମ୍ପର୍କକୁ ନେଇ ଏକ ପ୍ରବାଦ ଅଛି ଯେ ‘କେହି କାହାର ସ୍ଥାୟୀ ବନ୍ଧୁ ନୁହନ୍ତି କିମ୍ବା ସ୍ଥାୟୀ ଶତ୍ରୁ ନୁହନ୍ତି’। ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ ଏହି କଥା କହିଛନ୍ତି। ଆମେରିକାର ରାଷ୍ଟ୍ରପତି ନିର୍ବାଚନ ସମୟରେ ବାଇଡେନ ରୁଷିଆର ରାଷ୍ଟ୍ରପତି ପୁଟିନଙ୍କୁ ନିର୍ବାଚନରେ ହସ୍ତକ୍ଷେପ ବିଷୟରେ ଚେତାବନୀ ଦେଇଥିଲେ। କେବଳ ଏତିକି ନୁହେଁ ଗତ ମାର୍ଚ୍ଚରେ ସେ ପୁଟିନଙ୍କୁ ହତ୍ୟାକାରୀ ବୋଲି ମଧ୍ୟ କହିଥିଲେ। ଜେନେଭାରେ ପୁଟିନଙ୍କୁ ଭେଟିବା ପୂର୍ବରୁ ଯେତେବେଳେ ବାଇଡେନଙ୍କୁ ହତ୍ୟାକାରୀ ବିଷୟରେ ପଚରାଯାଇଥିଲା, ସେତେବେଳେ ସେ ଏହି ଉତ୍ତରଟି ଅତି ଚତୁରତାର ସହ ଦେଇଥିଲେ।

ନିକଟରେ ବାଇଡେନ ଏକ ସାକ୍ଷାତକାରରେ କହିଛନ୍ତି ଯେ, ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ପୁଟିନଙ୍କୁ ତାଙ୍କ ହସ୍ତକ୍ଷେପ ପାଇଁ ମୂଲ୍ୟ ଦେବାକୁ ପଡ଼ିବ। ପୁଟିନ ଗତ ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ହସ୍ତକ୍ଷେପ ଅଭିଯାନ ମାଧ୍ୟମରେ ନିର୍ବାଚନକୁ ଟାମ୍ପରିଂ କରିବାକୁ ଚେଷ୍ଟା କରିଥିଲେ। ଏହି ରିପୋର୍ଟରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସପକ୍ଷରେ ନିର୍ବାଚନ ଫଳାଫଳକୁ ନେବା ପାଇଁ ଚେଷ୍ଟା କରାଯାଇଥିବା ବାଇଡେନ ଅଭିଯୋଗ କରିଥିଲେ।

ତେବେ ଗତ ସୋମବାର ବେଲଜିୟମରେ ଏକ ଖବରଦାତା ସମ୍ମିଳନୀରେ ଯେତେବେଳେ ବାଇଡେନଙ୍କୁ ପଚରାଯାଇଥିଲା ଯେ, ସେ ପୁଟିନଙ୍କୁ ହତ୍ୟାକାରୀ ବୋଲି ଭାବୁଛନ୍ତି କି, ସେ ଏହି ପ୍ରଶ୍ନ ଶୁଣି ହସିଥିଲେ। କହିଥିଲେ କେହି କାହାର ଚିର ଶତ୍ରୁ କି ମିତ୍ର ନୁହନ୍ତି। ଅନେକ କ୍ଷେତ୍ରରେ ଆମେ ସହଯୋଗୀ ଏବଂ ଅନେକ କ୍ଷେତ୍ରରେ ଆମେ ଶତ୍ରୁ ବି ଅଟୁ। ସେ କହିଛନ୍ତି ଯେ, ଯେତିକି ଶବ୍ଦର ବ୍ୟବହାର ହେଉଛି, ମୁଁ ଭାବୁଛି ଏହା ଆମେରିକାର ସଂସ୍କୃତିର ଏକ ଅଂଶ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଆଇଜାକ୍‌ ହର୍‌ଜୋଗ୍‌ ଇସ୍ରାଏଲ ରାଷ୍ଟ୍ରପତି

ଜେରୁଜେଲମ, ୩ା୬: ଇସ୍ରାଏଲରେ ବୁଧବାର ଅନୁଷ୍ଠିତ ରାଷ୍ଟ୍ରପତି ନିର୍ବାଚନରେ ଅଭିଜ୍ଞ ରାଜନେତା ଆଇଜାକ୍‌ ହର୍‌ଜୋଗ୍‌ ବିଜୟୀ ହୋଇଛନ୍ତି। ଇସ୍ରାଏଲ ପାର୍ଲାମେଣ୍ଟ ‘ନେସେଟ୍‌’ରେ ୧୨୦ ଜଣ ସଦସ୍ୟ...

ଏଲିଅନ୍‌ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…

ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍‌ ପୃଥିବୀ ଉପରେ ଟେଲିସ୍କୋପ୍‌ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ...

୧୬୦ ବର୍ଷ ପରେ ଦ୍ୱୀପ ଫେରିପାଇଲେ

ଓ୍ବାଶିଂଟନ୍‌, ୬ା୬: ୟୁରୋପୀୟମାନଙ୍କ ସହିତ ପ୍ରଥମେ ଯୋଗାଯୋଗ ସ୍ଥାପନ କରିବାରେ ଆମେରିକୀୟ ଗୋଷ୍ଠୀଙ୍କ ମଧ୍ୟରୁ ଅନ୍ୟତମ ପାସାମାକୋଡି ଉପନିବେଶବାଦୀଙ୍କ ଚକ୍ରାନ୍ତର ଶିକାର ହୋଇଥିଲେ। ଧୀରେ ଧୀରେ...

ବ୍ରିଟେନରେ ଡେଲ୍ଟା ଭାରିଆଣ୍ଟ ଭୟ

ଲଣ୍ଡନ, ୧୬ା୬: ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା କରୋନା ଭୂତାଣୁ ଡେଲ୍ଟା ଭାରିଆଣ୍ଟ ଏବେ ଡେଲ୍ଟା ପ୍ଲସ୍‌ର ରୂପ ନେଇଛି। ଏହି ଷ୍ଟ୍ରେନ୍‌ ବ୍ରିଟେନରେ ଆତଙ୍କ...

ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ

ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍‌ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର...

ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ

ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍‌ରେ ପୋଷ୍ଟ କରିଥିବା ଚାଇନିଜ୍‌ ବ୍ଲଗର...

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ।...

ଉହାନ୍‌ ଲ୍ୟାବ୍‌ର ପର୍ଦ୍ଦାଫାଶ୍‌: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍‌ ବଦଳା ଯାଇଛି…

ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍‌କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍‌ ଗଣମାଧ୍ୟମ ପ୍ରତିନିଧି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଘାଟିରେ ଓଲଟିଲା ଅଟୋ, ଜଣେ ଶ୍ରମିକଙ୍କ ଜୀବନ ଗଲା; ୧୨ ଗୁରୁତର
Next Post Next post:
ରାଶିଫଳ: ଗୁରୁବାର, ଜୁନ୍‌ ୧୭ ତାରିଖ – Daily Horoscope

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts