E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ

ମୁଖ୍ୟମନ୍ତ୍ରୀଙ୍କ ପର୍ଯ୍ୟନ୍ତ ଗଲାଣି କଥା, ତଥାପି ସେଲୁନ ଖୋଲିବାକୁ ମିଳୁନି ଅନୁମତି
11:14 pmJune 24, 2021

ବରଗଡ଼ ଅଫିସ୍‌,୨୪।୬: କରୋନାର ଦ୍ୱିତୀୟ ସଂକ୍ରମଣ ଆରମ୍ଭ ପରେ ରାଜ୍ୟ ସରକାର ସେଲୁନ, ବିୟୁଟି ପାର୍ଲର ଖୋଲିବା ଉପରେ କଟକଣା ଜାରି କରିଥିଲେ। ଏହି କଟକଣା ଯୋଗୁ ବର୍ତ୍ତମାନ ସେଲୁନ, ବିୟୁଟି ପାର୍ଲର କର୍ମଚାରୀଙ୍କ ଜୀବନ ଦୁର୍ବିସହ ହୋଇପଡିଲାଣି। ବାରିକଙ୍କୁ କୌଣସି କୋଭିଡ୍‌ ସହାୟତା ମିଳିନି। ତେଣୁ ସେଲୁନ ଖୋଲିବାକୁ ଅନୁମତି ଦେବା ପାଇଁ ବରଗଡ଼ ଜିଲା ବାରିକ ସମାଜ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରୀ କରିଛି । ଏହି କ୍ରମରେ ବାରିକ ସମାଜର ଏକ ପ୍ରତିନିଧି ଦଳ ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଭେଟି ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି । ବାରିକ ସମାଜର ଜିଲା ସଭାପତି ଦୁର୍ଗା ପ୍ରସାଦ ବାରିକ, ସମ୍ପାଦକ ଘନଶ୍ୟାମ ବାରିକ, ଉପଦେଷ୍ଟା ଅଶୋକ କୁମାର ପଶାୟତ, ଲାଭ ବାରିକ, ରୋହିତ ବାରିକଙ୍କ ସମେତ ଜିଲାର ୧୨ଟି ବ୍ଲକର ପ୍ରତିନିଧି ସ୍ମାରକପତ୍ର ପ୍ରଦାନ ସମୟରେ ଉପସ୍ଥିତ ଥିଲେ ।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ବରଗଡ଼, ରାଜ୍ୟ View All

ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ...

‘ସଫଳତାରେ ଶ୍ରେୟ ନେଉଛ, ବିଫଳତାର ବି ନିଅ’

ଭୁବନେଶ୍ୱର, ୨୪।୬(ବ୍ୟୁରୋ): କରୋନା ମହାମାରୀ ବିରୋଧରେ ଏକାଠି ହୋଇ ଲଢ଼ିବା ବଦଳରେ ଫଟୋକୁ ନେଇ ବିଜେଡି-ଭାଜପା ମଧ୍ୟରେ ଲଢ଼େଇ ଚାଲିଛି। ଉଭୟ ସରକାର ସଫଳତାର ଶ୍ରେୟ...

୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ...

ରାଜ୍ୟରେ ୮ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩।୬(ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ଗତ ୨ଦିନ ହେଲା ରାଜ୍ୟରେ ୮ହଜାର ରହିଛି ଆକ୍ରାନ୍ତଙ୍କ ସଂଖ୍ୟା ବୁଧବାର...

ସୁରକ୍ଷାକର୍ମୀଙ୍କୁ ମାଡ଼ ମାରି ସୋରୁମରୁ ୨ ବାଇକ ଚୋରି: ୨ ଗିରଫ

ଛତ୍ରପୁର,୨୫।୬(ଡି.ଏନ୍‌.ଏ.): ଗଞ୍ଜମ ଜିଲା ଛତ୍ରପୁର ଥାନା ଅଧୀନ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଗାଡ଼ି ଶୋରୁମରୁ ଏପ୍ରିଲ ୨ ତାରିଖ ମଧ୍ୟରାତ୍ରରେ ଚୋରି ହୋଇଥିଲା।...

ଓ୍ବେବ୍‌ସାଇଟରେ ପ୍ରଭାବ ଏବଂ ପଇସା

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ...

କୃଷି ଆଇନ ପ୍ରତ୍ୟାହାର ଦାବି ନେଇ ସିଟୁର ପ୍ରତିବାଦ

କେନ୍ଦୁଝର,୨୬ା୬(ସ୍ବ.ପ୍ର.): ଅଖିଳ ଭାରତ କୃଷକ ସଂଘର୍ଷ ସମନ୍ବୟ ସମିତିର ଆହ୍ବାନ କ୍ରମେ ସ୍ଥାନୀୟ ଢାଙ୍ଗରପଡ଼ା ଏନ୍‌ଏଚ ୪୯ କଡ଼ରେ ଏକ ପ୍ରତିବାଦ ସଭା ଆୟୋଜିତ ହୋଇଯାଇଛି।...

ଅନିର୍ଦ୍ଦିଷ୍ଟ କାଳ ଯାଏ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୩।୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହରରେ ଯାତ୍ରୀ ପରିବହନ ସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ବିଶେଷକରି ଯାତ୍ରୀବାହୀ ବସ୍‌ଗୁଡ଼ିକ ବହୁମାତ୍ରାରେ କ୍ଷତିଗ୍ରସ୍ତ ହୋଇଛନ୍ତି। ଲକ୍‌ଡାଉନ,...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ୟୁପିରେ ଲଗାଣ ବର୍ଷା ସାମ୍ନାକୁ ଆଣିଲା ଆଉ ଏକ କବରସ୍ଥାନ
Next Post Next post:
ମୋଦିଙ୍କୁ ମମତାଙ୍କ ଚିଠି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts