ନୂଆଦିଲ୍ଲୀ,୬।୬: ଉତ୍ତରପ୍ରଦେଶ ଭାଜପା ପ୍ରଭାରୀ ରାଧାମୋହନ ସିଂ ରବିବାର ରାଜ୍ୟପାଳ ଆନନ୍ଦୀ ବେନ୍ ପଟେଲଙ୍କୁ ଭେଟିବା ପରେ ଯୋଗୀ ଆଦିତ୍ୟନାଥଙ୍କ କ୍ୟାବିନେଟରେ ଅଦଳବଦଳ ହେବା କଳ୍ପନାଜଳ୍ପନାକୁ ଖଣ୍ଡନ କରିଛନ୍ତି। ମନ୍ତ୍ରିମଣ୍ଡଳର କେତେକ ପଦବୀ ଉପଯୁକ୍ତ ସମୟରେ ପୂରଣ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇପାରନ୍ତି ବୋଲି ରାଧାମୋହନ କହିଛନ୍ତି। ମନ୍ତ୍ରିମଣ୍ଡଳରେ କେତେକ ଆସନ ଖାଲି ପଡ଼ିଥିଲେ ମଧ୍ୟ ତାହା ବିଶେଷ ବଡ଼ ଆସନ ନୁହେଁ ବୋଲି ଭାଜପା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ରାଧାମୋହନ କହିଛନ୍ତି। ରାଜ୍ୟପାଳଙ୍କ ସହ ତାଙ୍କର ସାକ୍ଷାତ ବ୍ୟକ୍ତିଗତ ବୋଲି ଭାଜପା ପ୍ରଭାରୀ ସୂଚନା ଦେଇଛନ୍ତି।
ଦଶମ-ଏକାଦଶ ମାର୍କ ଆଧାରରେ ପ୍ରକାଶ ପାଇବ ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସିବିଏସ୍ଇ ଦ୍ୱାଦଶ ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା। ତେବେ ଏହାର ଭାଲ୍ୟୁଏଶନ କିପରି କରାଯିବ ସେ ନେଇ ବିବାଦ ଦେଖାଦେଇଥିଲା।...
ମିଛ ଟିକାକରଣ ଅଭିଯାନ: ଟିକା ନେଇଥିବା ୩୯୦ ଲୋକଙ୍କଠାରେ ନାହିଁ କୌଣସି ଲକ୍ଷଣ…
ମୁମ୍ବାଇ,୧୬।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି।...
ରାଜସ୍ଥାନରୁ ପ୍ରଥମ ଡେଲ୍ଟା ପ୍ଲସ୍ ଭାରାଆଣ୍ଟ ରୋଗୀ ଚିହ୍ନଟ
ଜୟପୁର,୨୬।୬: କରୋନା ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ଆଶଙ୍କା ମଧ୍ୟରେ ଦେଶର ଅନେକ ରାଜ୍ୟରେ ଏବେ କରୋନାର ଡେଲ୍ଟା ପ୍ଲସ୍ ଭାରିଆଣ୍ଟ ମାମଲା ସାମ୍ନାକୁ ଆସୁଛି।...
‘ଜୟ ଶ୍ରୀ ରାମ’ ନ କହିବାରୁ ମାଡ଼ ଘଟଣା, ମିଛ କହୁଛି ୟୁପି ପୋଲିସ
ନୂଆଦିଲ୍ଲୀ,୧୬।୬: ‘ଜୟଶ୍ରୀ ରାମ’ ନ କହିବାରୁ ମୁସଲିମ ବୃଦ୍ଧଙ୍କୁ ମାଡ଼ ମରାଯିବା ଘଟଣା ବୁଧବାର ନୂଆ ମୋଡ଼ ନେଇଛି। ଟୁଇଟର ଓ ଜର୍ନାଲିଷ୍ଟ, କଂଗ୍ରେସ ନେତାଙ୍କ...
ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...
ପୁଣି ରାଜ୍ୟ ହେବ ଜମ୍ମୁ-କଶ୍ମୀର
ନୂଆଦିଲ୍ଲୀ,୨୪।୬: ଜମ୍ମୁ-କଶ୍ମୀର ପୁଣି ଥରେ ରାଜ୍ୟ ଭାବେ ପରିଗଣିତ ହେବ। ଏ ନେଇ ଉଚିତ ସମୟକୁ ଅପେକ୍ଷା କରିବାକୁ ପଡ଼ିବ। ବର୍ତ୍ତମାନ ଦୁଇ କେନ୍ଦ୍ର ଶାସିତ...
ବ୍ଲାକ୍ ଫଙ୍ଗସ୍ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍ ହାର ୧ପ୍ରତିଶତରୁ କମ୍...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩...


