E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

‘ ଭାଜପାରେ କେହି ରହିବେ ନାହିଁ ’
6:05 pmJune 11, 2021

ନୂଆଦିଲ୍ଲୀ,୧୧।୬ : ବର୍ତ୍ତମାନ ଭାଜପାରେ ଯେଉଁଭଳି ସ୍ଥିତି କେହି ରହିବାକୁ ଚାହୁଁନାହାନ୍ତି। ଭାଜପାରୁ ବାହାରିବା ପରେ ଚିହ୍ନା ଚେହେରା ଦେଖି ଭଲ ଲାଗୁଛି। ଦୀର୍ଘ ୪ ବର୍ଷର ବ୍ୟବଧାନ ପରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଥିବା ପଶ୍ଚିମବଙ୍ଗ ରାଜନୀତିର ଟାଣୁଆ ନେତା ମୁକୁଲ ରୟ ଏଭଳି ମନ୍ତବ୍ୟ ଦେଇଛନ୍ତି।

ଗୁରୁବାର ଟିଏମ୍‌ସି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳକୁ ଫେରିଛନ୍ତି ମୁକୁଲ। ମୁଖ୍ୟମନ୍ତ୍ରୀଙ୍କ ସହ ଦଳର ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ, ପାର୍ଥ ଚାଟାର୍ଜୀ, ସୁବ୍ରତ ମୁଖାର୍ଜୀ ଓ ସୁବ୍ରତ ବକ୍‌ଶିଙ୍କ ଭଳି ବରିଷ୍ଠ ନେତା ଉପସ୍ଥିତି ଥିଲେ।

ମୁକୁଲଙ୍କ ଲେଉଟାଣି ସମ୍ପର୍କରେ ଟିଏମ୍‌ସି ସୁପ୍ରିମୋ ମମତା କହିଛନ୍ତି, ମୁକୁଲ ଦଳ ଛାଡ଼ି ଭାଜପା ପାଇଁ ପ୍ରଚାର କରିଥିଲେ। କିନ୍ତୁ ସେ କଦାପି ଦଳକୁ ନିନ୍ଦା କରି ନ ଥିଲେ। କେନ୍ଦ୍ରୀୟ ସଂସ୍ଥାର କାର୍ଯ୍ୟାନୁଷ୍ଠାନର ଧମକ ଦେଇ ତାଙ୍କୁ ଭାଜପାରେ ସାମିଲ କରାଯାଇଥିଲା। କିନ୍ତୁ ଟଙ୍କା ଲୋଭରେ ନିର୍ବାଚନ ପୂର୍ବରୁ ଦଳକୁ ନିନ୍ଦା କରିଥିବା ନେତାଙ୍କ ପାଇଁ ଆଉ ଟିଏମ୍‌ସିରେ ଯାଗା ନାହିଁ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା...

ଭାଜପାକୁ ଭାଙ୍ଗିବାକୁ ପ୍ରୟାସ:ଟିଏମ୍‌ସିରେ ସାମିଲ ହେଲେ ଅନେକ ନେତା

କୋଲକାତା,୨୧।୬: ପଶ୍ଚିମବଙ୍ଗରେ ଭାଜପାକୁ ଆଉ ଏକ ଝଟ୍‌କା ଲାଗିଛି। ଅଲିପୁରଦ୍ୱାରରୁ ଦଳର ଜିଲାଧ୍ୟକ୍ଷ ଗଙ୍ଗା ପ୍ରସାଦ ଶର୍ମା ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ହାତ ଧରିଛନ୍ତି। ସୋମବାର ଦ୍ୱିପ୍ରହରରେ...

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା...

ଦିବାଲୋକରେ ଭାଜପା ନେତ୍ରୀଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ

ବେଙ୍ଗାଲୁରୁ,୨୪।୬: କର୍ନାଟକରେ ଶାସନ କରୁଥିବା ଭାଜପାର ନେତ୍ରୀ ତଥା ଦୁଇ ଥର ବୃହତ୍‌ ବେଙ୍ଗାଲୁରୁ ମହାନଗର ପାଳିକା (ବିବିଏମ୍‌ପି) କର୍ପୋରେଟର ରେଖା କାଦିରେଶଙ୍କୁ ହତ୍ୟା କରାଯାଇଛି।...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

ଖଣ୍ଡେ ମାଛ ପାଇଁ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌…

ଗୋପାଳଗଞ୍ଜ,୧୨।୬: ଖାଇବାକୁ ନେଇ ବରଯାତ୍ରୀଙ୍କ ମଧ୍ୟରେ ମାରପିଟ୍‌ ଯୋଗୁ ୧୧ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି ଘଟଣା...

ଭାକ୍ସିନ୍‌ ନେଲେ ମିଳୁଛି ଫ୍ରିଜ୍‌ ସହିତ ଅନ୍ୟ ଦାମିକା ଉପହାର…

ଇନ୍ଦୋର,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶର ସ୍ବଚ୍ଛ ସହର ତାଲିକାରେ ଶୀର୍ଷରେ...

ବିଶ୍ୱର ଅନେକ ବଡ଼ ବଡ଼ ଓ୍ବେବ୍‌ସାଇଟ୍‌ ଠପ୍‌

ନୂଆଦିଲ୍ଲୀ,୮।୬: ସାରା ବିଶ୍ୱରେ ଅନେକ ବଡ ବଡ ଓ୍ବେବସାଇଟ୍‌ ଡାଉନ୍‌ ହୋଇଯାଇଛି। ଏଥିରେ ରେଡିଟ୍‌, ଟ୍ବିଚ୍‌ ଏବଂ ସିଏନଏନ ଭଳି ବଡ ଅନ୍ତର୍ଜାତୀୟ ଚ୍ୟାନେଲ୍‌ର ଓ୍ବେବ୍‌ସାଇଟ୍‌...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ
Next Post Next post:
ଏନ୍‌ସିପି ମୁଖ୍ୟଙ୍କୁ ଭେଟିଲେ ପ୍ରଶାନ୍ତ କିଶୋର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts