ନୂଆଦିଲ୍ଲୀ,୪।୬: ତୃତୀୟ ଲହର ଶିଶୁମାନଙ୍କ ପ୍ରତି ଅଧିକ ବିପଦ ଥିବା ନେଇ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏଭଳି ସ୍ଥତିରେ ଦେଶରେ ଶିଶୁମାନଙ୍କ ପାଇଁ କୋଭିଡ ଟିକା ନ ଥିବା ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢାଇଦେଇଛି। ହେଲେ ଆମେରିକାରେ ପ୍ରସ୍ତୁତ ଫାଇଜର ଟିକାକୁ ଭାରତରେ ଶିଶୁମାନଙ୍କୁ ଦିଆଯିବ ବୋଲି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ ଡାକ୍ତର ରଣଦୀପ ଗୁଲେରିଆ ଶୁକ୍ରବାର ପ୍ରକାଶ କରିଛନ୍ତି। ଅନ୍ୟପକ୍ଷେ କେନ୍ଦ୍ର ସରକାର ଖୁବଶୀଘ୍ର ଭାରତରେ ମଡର୍ନା ଏବଂ ଫାଇଜର ଟିକାକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେବେ।
ଆମେରିକାର ଫାର୍ମା କମ୍ପାନୀ ଫାଇଜରର ଦାବି ମୁତାବକ, ଭାରତରେ ଦେଖାଦେଇଥିବା କରୋନା ଭୂତାଣୁର ଭାରିଏଣ୍ଟ ବିରୋଧରେ ଫାଇଜର ଟିକା ବେଶ ପ୍ରଭାବଶାଳୀ ହେବ । ଜୁଲାଇ ଶେଷ ସୁଦ୍ଧା ଭାରତକୁ ୫ କୋଟି ଡୋଜ ଟିକା ଯୋଗାଇ ଦେବାକୁ କମ୍ପାନୀ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.