E-Paper
  • logo
  • Saturday 25th July 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅନ୍ତର୍ଜାତୀୟ

ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
6:55 pmJune 14, 2021

ଓ୍ବାଶିଂଟନ୍‌,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ଅସ୍ତ୍ରୀ ବୋଲି କୁହାଯାଉଛି। ଏସବୁ ଭିତରେ ଆମେରିକାର ଟିକା ନିର୍ମାତା କମ୍ପାନୀ ନୋଭାଭାକ୍ସ ସୋମବାର ଦାବି କରିଛି ଯେ, କମ୍ପାନୀ ଦ୍ୱାରା ପ୍ରସ୍ତୁତ ଟିକା କରୋନା ବିରୁଦ୍ଧରେ ଅତ୍ୟନ୍ତ ପ୍ରଭାବଶାଳୀ। ଆମେରିକା ଏବଂ ମେକ୍ସିକୋରେ କରାଯାଇଥିବା ଏକ ବୃହତ ତଥା ଅନ୍ତିମ ପର୍ଯ୍ୟାୟ ଅଧ୍ୟୟନରେ ଏହା ସାମ୍ନାକୁ ଆସିଛି। କମ୍ପାନୀ କହିଛି ଯେ, ଏହି ଟିକା ସାମଗ୍ରିକ ଭାବେ ୯୦ ପ୍ରତିଶତ ପ୍ରଭାବଶାଳୀ ଅଟେ। ପ୍ରାଥମିକ ତଥ୍ୟରୁ ଏହା ସୁରକ୍ଷିତ ବୋଲି ବୋଲି ଜଣାପଡିଛି। ନୋଭାଭାକ୍ସ ଟିକା ଷ୍ଟାଣ୍ଡାର୍ଡ ରେଫ୍ରିଜରେଟର ତାପମାତ୍ରାରେ ଗଚ୍ଛିତ ହୋଇପାରିବ ଏବଂ ବିତରଣ କରିବା ସହଜ। ବିକାଶଶୀଳ ଦେଶମାନଙ୍କୁ ଏହି ଟିକା ଯୋଗାଣକୁ ବିସ୍ତାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ଆଶା କରାଯାଉଛି।
କମ୍ପାନୀ କହିଛି ଯେ ସେପ୍ଟେମ୍ବର ଶେଷ ସୁଦ୍ଧା ଆମେରିକା, ୟୁରୋପ ଏବଂ ଅନ୍ୟାନ୍ୟ ସ୍ଥାନରେ ବ୍ୟବହାର ପାଇଁ ଏହି ଟିକା ପାଇଁ ଅନୁମୋଦନ ଲୋଡିଛି ଏବଂ ସେତେବେଳକୁ ଏହା ମାସକୁ ୧୦୦ ନିୟୁତ ଡୋଜ ଉତ୍ପାଦନ କରିବାରେ ସକ୍ଷମ ହେବ। ନୋଭାଭାକ୍ସର ମୁଖ୍ୟ କାର୍ଯ୍ୟନିର୍ବାହୀ ଷ୍ଟାନଲି ଏର୍କ କହିଛନ୍ତି ଯେ ଆମର ଅନେକ ପ୍ରାରମ୍ଭିକ ମାତ୍ରା ସ୍ବଳ୍ପ ଏବଂ ମଧ୍ୟମ ଆୟକାରୀ ଦେଶକୁ ଯିବ। ନୋଭାଭକ୍ସର ଅଧ୍ୟୟନରେ ଆମେରିକା ଏବଂ ମେକ୍ସିକୋରେ ୧୮ ବର୍ଷରୁ ଅଧିକ ବୟସ୍କ ପ୍ରାୟ ୩୦,୦୦୦ ଲୋକ ସାମିଲ ହୋଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଅନ୍ତର୍ଜାତୀୟ View All

ଚତୁର୍ଥୀ ରାତିରେ ଚାଲିଗଲା କନ୍ୟାଙ୍କ ଜୀବନ, ଜାଣିଲେ…

ବ୍ରାସିଲିଆ,୧୬ା୬: ବିବାହ ପରେ ବରକନ୍ୟାଙ୍କ ଜୀବନରେ ପ୍ରଥମ ରାତିକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ମାତ୍ର ବ୍ରାଜିଲରେ ଏକ ନବଦମ୍ପତିଙ୍କ ସହ ଏମିତି ଘଟିଛି ଯାହା...

ଭିନ୍ନ ହେବେ ‘ସ୍ପେସ୍‌ ବେବି’

ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି...

ଆୟକର ଫାଙ୍କିଛନ୍ତି ବେଜୋସ୍‌, ମସ୍କ

ଓ୍ବାଶିଂଟନ,୧୦ା୬ : ବିଶ୍ୱର ଆର୍ଥିକ ଢାଞ୍ଚା ଏପରି ହୋଇଯାଇଛି ଯେ, ପ୍ରତିବର୍ଷ ଗରିବ ଓ ଧନୀଙ୍କ ମଧ୍ୟରେ ବ୍ୟବଧାନ ବଢ଼ିବାରେ ଲାଗିଛି। ଏହା ଦୀର୍ଘ ବର୍ଷ...

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...

ଚାଇନା ବ୍ଲଗରଙ୍କୁ ୮ ମାସ ଜେଲ

ବେଜିଂ, ୨ା୬: ଗଲଓ୍ବାନ ଘାଟିରେ ଗତବର୍ଷ ଜୁନ୍‌ରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷକୁ ନେଇ ନିଜ ବ୍ଲଗ୍‌ରେ ପୋଷ୍ଟ କରିଥିବା ଚାଇନିଜ୍‌ ବ୍ଲଗର...

ଅନିରୁଦ୍ଧ ଜଗନ୍ନାଥଙ୍କ ପରଲୋକ, ଭାରତରେ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୫ା୬: ମରିସସ୍‌ ପ୍ରଧାନମନ୍ତ୍ରୀ ପ୍ରବିନ୍ଦ ଜଗନ୍ନାଥଙ୍କ ବାପା ତଥା ପୂର୍ବତନ ରାଷ୍ଟ୍ରପତି ଅନିରୁଦ୍ଧ ଜଗନ୍ନାଥ(୯୧)ଙ୍କ ଗୁରୁବାର ପରଲୋକ ହୋଇଯାଇଛି। ତାଙ୍କ ସମ୍ମାନରେ ଭାରତରେ ଶନିବାର ଦିନିକିଆ...

କ୍ୟାମେରା ଆଗରେ ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଚାପୁଡ଼ା

ପ୍ୟାରିସ୍‌,୮ା୬: ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକରନଙ୍କୁ ଭିଡ଼ ଭିତରେ ଜଣେ ଚାପୁଡ଼ା ମାଡ଼ ହୋଇଛି। ଏହି ଘଟଣାରେ ପୋଲିସ ଦୁଇଜଣଙ୍କୁ ଗିରଫ କରିବା ସହ ରାଷ୍ଟ୍ରପତିଙ୍କ...

୩ ଦେଶରେ ଟିକାକରଣର ୬୦%

ଜାତିସଂଘ,୬।୬(ପି.ଟି.): ସାରା ବିଶ୍ୱରେ ଏପର୍ଯ୍ୟନ୍ତ କୋଭିଡ୍‌-୧୯ ଟିକାର ୨୦୦ କୋଟି ଡୋଜ୍‌ ଆବଣ୍ଟନ ହୋଇଛି। ଏହାର ୬୦ ପ୍ରତିଶତ ଭାରତ, ଆମେରିକା ଓ ଚାଇନାରେ ଦିଆଯାଇଥିବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଡବ୍ଲ୍ୟୁଟିସି ଚାମ୍ପିୟନ ଦଳକୁ ମିଳିବ କ’ଣ
Next Post Next post:
ଓଜେଇଇ ପରୀକ୍ଷା ସ୍ଥଗିତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts