E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଅପରାଧ, ଜାତୀୟ

ସିନ୍ଥିରେ ସିନ୍ଦୁର ଦେଇ କହିଲେ ଏବେ ତୁମେ ମୋ’ ସ୍ତ୍ରୀ, ପରେ ନେଲେ ଏମିତି ପ୍ରତିଶୋଧ
12:41 pmJune 23, 2021June 27, 2021

ଭୋପାଳ,୨୩ା୬: ଜଣେ ଯୁବତୀ ଜଣେ ଯୁବକଙ୍କୁ ପୂରା ବିଶ୍ୱାସ କରିନେଇଥିଲେ। ଯୁବତୀ ଭାବିଲେ ୟାଙ୍କୁ ହିଁ ବିବାହ କରିବି। ୩ ବର୍ଷ ପର୍ଯ୍ୟନ୍ତ ଶାରୀରିକ ସମ୍ପର୍କ ବି ରଖିଲେ ଯୁବକ ଜଣକ। ମାତ୍ର ଯେତେବେଳେ ବିବାହ କଥା ଆସିଲା ସେତେବେଳେ ଯୁବକ ମନା କଲେ। ପରେ ଯାହା ଘଟିଲା ଜାଣନ୍ତୁ ସେ ସମ୍ପର୍କରେ…

ଏପରି ଏକ ଘଟଣା ଘଟିଛି ମଧ୍ୟପ୍ରଦେଶର ଜବଲପୁରରେ। ଜଣେ ଯୁବକ ଯୁବତୀଙ୍କୁ ପ୍ରେମ ଜାଲରେ ଫସାଇବା ପରେ ଶାରୀରିକ ଶୋଷଣ କରୁଥିଲେ। ଖାଲି ଏତିକି ନୁହେଁ, ଯୁବତୀଙ୍କ ବିଶ୍ୱାସ ଜନ୍ମାଇବା ପାଇଁ ତାଙ୍କ ସିନ୍ଥିରେ ସିନ୍ଦୁର ଦେଇ ତୁମେ ଆଜିଠୁ ମୋ’ ସ୍ତ୍ରୀ ବୋଲି ମଧ୍ୟ କହିଥିଲେ। ଏହା ପରେ ୩ ବର୍ଷ ପର୍ଯ୍ୟନ୍ତ ଦୁହେଁ ଏକାଠି ରହିଥିଲେ। ଯେତେବେଳେ ଯୁବତୀ ଜଣକ ଏମିତି କେତେଦିନ ଲୁଚି ଲୁଚି ବିବାହ କରି ରହିବା ସତରେ ମୋତେ ବିବାହ କରିନିଅ କହିବାରୁ ଯୁବକ ଜଣକ ମନା କରିଥିଲେ।

୨୩ ବର୍ଷୀୟା ଯୁବତୀ ଜଣକ କହିଛନ୍ତି, ୩ ବର୍ଷ ପୂର୍ବରୁ ଶୁଭାଙ୍କ ନାମକ ଜଣେ ଯୁବକଙ୍କ ସହ ତାଙ୍କର ପ୍ରେମ ହୋଇଥିଲା। ଶୁଭାଙ୍କ ତାଙ୍କ ସିନ୍ଥିରେ ସିନ୍ଦୁର ମଧ୍ୟ ଦେଇଥିଲେ। ଯେତେବେଳେ ମୋତେ ତୁମ ଘରକୁ ନିଅ ବୋଲି କହିଥିଲେ ଏଥିରେ ଶୁଭାଙ୍କ ରାଜି ହୋଇ ନ ଥିଲେ। ବିବାହ କଥା କହିବାରୁ ଯୁବତୀଙ୍କୁ ଛାଡ଼ି ଶୁଭାଙ୍କ କେଉଁଆଡ଼େ ଫେରାର ହୋଇଯାଇଛନ୍ତି। ଶେଷରେ ଯୁବତୀ ଜଣଙ୍କ ଥାନାର ଆଶ୍ରୟ ନେଇଥିଲେ। ବହରହାଲ ମହିଳା ଥାନା ପୋଲିସ ଶୁଭାଙ୍କଙ୍କ ନାମରେ ବଳାତ୍କାର ମାମଲା ରୁଜୁ କରିବା ସହ ତାଙ୍କୁ ଗିରଫ କରିବା ପାଇଁ ବିଭିନ୍ନ ସ୍ଥାନରେ ଖୋଜୁଛି।


[mc4wp_form id="252536"] All Right Reserved By Dharitri.Com

Posted inଅପରାଧ, ଜାତୀୟ View All

ଶେଷ ହେଲା ମହାରାଷ୍ଟ୍ର-କର୍ନାଟକ ଜଳ ବିବାଦ

ବେଙ୍ଗାଲୁରୁ,୧୯।୬: ଆପୋଷ ବୁଝାମଣାରେ ମରୁଡି ପ୍ରବଣ ଅଞ୍ଚଳକୁ ଜଳ ଯୋଗାଣ ଓ ବନ୍ୟା ପରିଚାଳନା ପାଇଁ ଉଭୟ ମହାରାଷ୍ଟ୍ର ଓ କର୍ନାଟକ ସରକାର ନିଷ୍ପତ୍ତି ନେଇଛନ୍ତି।...

ମୋଦିଙ୍କୁ ମମତାଙ୍କ ଚିଠି

କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍‌ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...

ପ୍ରଦର୍ଶନ କରିବା ଆତଙ୍କବାଦ ନୁହେଁ: ଦିଲ୍ଲୀ ହାଇକୋର୍ଟ…

ନୂଆଦିଲ୍ଲୀ,୧୫।୬: ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରଦର୍ଶନ କରିବାକୁ ଆତଙ୍କବାଦ ଭାବେ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଏହା ସହିତ ଦିଲ୍ଲୀ...

ଟିକା ନୁହେଁ, ସରକାର ବ୍ଲୁ-ଟିକ୍‌ ପାଇଁ ଲଢୁଛନ୍ତି: ରାହୁଲ

ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ...

ଇନ୍‌ଷ୍ଟାଗ୍ରାମର ବଡ଼ ତ୍ରୁଟି ବାହାର କରିଥିବା ଛାତ୍ରଙ୍କୁ ଫେସ୍‌ବୁକ ଦେଲା ପୁରସ୍କାର

ମୁମ୍ବାଇ,୧୬।୬: ଭାରତୀୟ ହ୍ୟାକରଙ୍କୁ ଫେସ୍‌ବୁକ ଦେଲା ୨୨ଲକ୍ଷ ଟଙ୍କା ପୁରସ୍କାର ରାଶି। ପୁରସ୍କାର ରାଶି ପଛରେ ଥିବା କାରଣ ଜାଣିଲେ ସମସ୍ତେ ଆଶ୍ଚର୍ଯ୍ୟ ହୋଇଯିବେ। ସୂଚନା...

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ...

ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…

ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ...

ସାବଧାନ ! ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ରେ ମୋବାଇଲ୍‌ରେ ଭାଇରସ୍‌ ପ୍ରବେଶ ଆଶଙ୍କା…

ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍‌ଆପ୍‌ ମେସେଜ୍‌ ମୋବାଇଲ୍‌ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିଲ୍ଲୀରୁ ଆସିଲା ଖୁସି ଖବର, ମୃତ୍ୟୁ ରୋକିବାରେ ଭାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ୯୫ ପ୍ରତିଶତ ପ୍ରଭାବଶାଳୀ…
Next Post Next post:
ମାଲ୍ୟା-ନୀରବ-ଚୋକ୍‌ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts