E-Paper
  • logo
  • Wednesday 17th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ନୂଆ ଆକ୍ରାନ୍ତ ସଂଖ୍ୟା ବଢ଼ିଲା, ମୃତକଙ୍କ ସଂଖ୍ୟା କମିଲା…
9:27 amJune 3, 2021

ନୂଆଦିଲ୍ଲୀ,୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୨ ହଜାର ୭୮୮ ଥିବାବେଳେ ମୃତକଙ୍କ ସଂଖ୍ୟା ୩,୨୦୭ ଥିଲା । ତେବେ ଗୁରୁବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାବେଳେ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୪ ହଜାର ୧୫୪ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୮୮୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୨ ଲକ୍ଷ ୧୧ ହଜାର ୪୯୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୧୭ ଲକ୍ଷ ୧୩ ହଜାର ୪୧୩ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୨ କୋଟି ୧୦ ଲକ୍ଷ ୪୩ ହଜାର ୬୯୩ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୫ କୋଟି ୩୭ ଲକ୍ଷ ୮୨ ହଜାର ୬୪୮ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଡୋଭାଲଙ୍କ ଟାର୍ଗେଟରେ ପାକିସ୍ତାନର ୨ ଆତଙ୍କବାଦୀ ସଂଗଠନ

ନୂଆଦିଲ୍ଲୀ,୨୪।୬: ପାକିସ୍ତାନୀ ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଇବା ଏବଂ ଜୈଶ-ଇ-ମହମ୍ମଦ(ଜେଇଏମ୍‌) ଉପରେ କାର୍ଯ୍ୟାନୁଷ୍ଠାନ ଲାଗି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଯୋଜନା ପ୍ରସ୍ତୁତ କରିବାକୁ ଭାରତର ଜାତୀୟ...

ଶୋପିଆନରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୫।୬: ଜମ୍ମୁ-କଶ୍ମୀର ଶୋପିଆନର ହାଜିପୁରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶୁକ୍ରବାର ହୋଇଥିବା ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି।...

ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍‌ : ସାକ୍ଷୀ କଲେ ଭିଡ଼ିଓ ଶେୟାର…

ରାଞ୍ଚି,୧୩।୬: ଆପିଏଲ୍‌ ସ୍ଥଗିତ ହେବା ପରେ ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍‌.ଏସ୍‌. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍‌ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ...

ଛାତ୍ରଙ୍କ ସହ ଫେରାର୍‌ ହେଲେ ଟ୍ୟୁସନ୍‌ ଦିଦି

ପାନିପତ୍‌,୧।୬: ହରିୟାଣାର ପାନିପତ୍‌ରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଏକାଦଶ ଶ୍ରେଣୀରେ ପଢୁଥିବା ଜଣେ ୧୭ ବର୍ଷର ଛାତ୍ରଙ୍କ ସହ ଫେରାର ହୋଇଯାଇଛନ୍ତି ଟ୍ୟୁସନ୍‌...

ଭାଇର ଜନ୍ମ ଦିନରେ ଚିତାବାଘ ଆକ୍ରମଣରେ ଗଲା କୁନି ଭଉଣୀର ଜୀବନ

ଶ୍ରୀନଗର,୬।୬ : ଭାଇର ଜନ୍ମଦିନରେ ୫ ବର୍ଷୀୟା ମିର ଆଦା ପିନ୍ଧିଥିଲେ ବାର୍ବି ଡ୍ରେସ। ତା’ ସାଙ୍ଗକୁ ମୁକୁଟ। ଘର ବାହାରେ ଲନ ଛିଡ଼ା ହୋଇଥିବାବେଳେ...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ଏଲ୍‌ଜେପିରେ ଫାଟ ପରେ ଚିରାଗଙ୍କୁ ଆରଜେଡି-କଂଗ୍ରେସର ଅଫର

ପାଟନା,୧୫।୬: ବିହାର ରାଜନୈତିକ ଏବେ ସରଗରମ ରହିଛି। ଲୋକ ଜନଶକ୍ତି ପାଟି(ଏଲ୍‌ଜେପି)ରେ ଫାଟ ପରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା ଏମ୍‌ପି ଚିରାଗ ପାଶଓ୍ବାନ ଏବେ ଏକୁଟିଆ...

ବାସ୍ତବତାକୁ ଦୃଷ୍ଟି ଦିଅ

ନୂଆଦିଲ୍ଲୀ, ୧ା୬: କରୋନା ସଂକ୍ରମଣରୁ ବର୍ତ୍ତିବା ଲାଗି ଜନସାଧାରଣ ଟିକା ଉପରେ ଭରସା କରୁଥିବାବେଳେ ଯୋଗାଣ ଅଭାବରୁ ଟିକାକରଣ ଅଭିଯାନ ଆଗେଇ ପାରୁନାହିଁ। ଲୋକେ ଅନ୍‌ଲାଇନରେ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଦିନକୁ ଦିନ ବଢ଼ୁଛି ମୃତ୍ୟୁସଂଖ୍ୟା: ରାଜ୍ୟରେ ପୁଣି କରୋନା ନେଲା ୪୨ ଜୀବନ
Next Post Next post:
ନୂଆ ବିପିଏଲ୍‌ ତାଲିକା ପ୍ରସ୍ତୁତିରେ ଅନିଶ୍ଚିତତା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts