E-Paper
  • logo
  • Friday 25th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
9:41 amJune 17, 2021

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିଲେ ପୁଣି ଏହା ବଢୁଛି। ବୁଧବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ହଜାର ୨୨୪ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୫୪୨ ଥିଲା। ଗୁରୁବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଛି। ଅପରପକ୍ଷରେ ମୃତକଙ୍କ ସଂଖ୍ୟା କମିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ହଜାର ୨୦୮ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୩୩୦ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୩ ହଜାର ୫୭୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଅପରପକ୍ଷରେ ୮ ଲକ୍ଷ ୨୬ ହଜାର ୭୪୦ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୬ କୋଟି ୫୫ ଲକ୍ଷ ୧୯ ହଜାର ୨୫୧ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୮ କୋଟି ୫୨ ଲକ୍ଷ ୩୮ ହଜାର ୨୨୦ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

କରୋନାରେ ୩୦ ହଜାର ପିଲା ଅନାଥ

ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍‌ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ...

ଭାଜପା ନେତାଙ୍କ ଝିଅଙ୍କୁ ନିସ୍ତୁକ ମାଡ଼ ପରେ ହତ୍ୟା

ରାଞ୍ଚି, ୯।୬: ଝାଡ଼ଖଣ୍ଡର ପାଲାମୁ ଜିଲାର ଲାଲିମାଟି ଜଙ୍ଗଲରୁ ବୁଧବାର ୧୬ ବର୍ଷୀୟା ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ସ୍ଥାନୀୟ ଭାଜପା ନେତାଙ୍କ ଝିଅ...

ସଂକ୍ରମଣ ମାତ୍ରା କମାଏ ଭିଟାମିନ୍‌ ଡି

ହାଇଦ୍ରାବାଦ, ୨ା୬: ଶରୀରରେ ଯଥେଷ୍ଟ ମାତ୍ରାରେ ଭିଟାମିନ୍‌ ଡି କରୋନା ସଂକ୍ରମଣ ହ୍ରାସ କରିବାରେ ପ୍ରମୁଖ ଭୂମିକା ନେଇଥାଏ। ଏ ସଂକ୍ରାନ୍ତରେ ହାଇଦ୍ରାବାଦସ୍ଥିତ ନିଜାମ୍‌ ଇନ୍‌ଷ୍ଟିଚ୍ୟୁଟ୍‌...

ରାଜ୍ୟରେ କରୋନାର ଭୟଙ୍କର ସ୍ଥିତି: କେବଳ ଖୋର୍ଦ୍ଧାରୁ…

ଭୁବନେଶ୍ୱର,୧।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ୮,୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।...

ବିଦେଶ ଯାଉଥିବା ଲୋକଙ୍କ ଦ୍ୱିତୀୟ ଡୋଜ୍‌ ଟିକାକରଣକୁ ପ୍ରାଧାନ୍ୟ

ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ପାଠ ପଢ଼ିବା, ଚାକିରି ଓ ଟୋକିଓ ଅଲିମ୍ପିକ୍ସରେ ଯୋଗଦେବା ପାଇଁ ବିଦେଶ ଯିବାକୁ ଥିବା ଲୋକଙ୍କୁ ଦ୍ୱିତୀୟ ଡୋଜ୍‌ କୋଭିଶିଲ୍ଡ ଟିକାକରଣ ନିମନ୍ତେ...

ଚାଇନା ଭାକ୍ସିନ ଲଗାଇବା ଏହି ଦେଶକୁ ପଡ଼ିଲା ଭାରି, ସାମ୍ନାକୁ ଆସିଲା ସତ

ଓ୍ବାଶିଂଟନ,୪ା୬: ବାହାରେନ୍‌ ଏବଂ ସେଚେଲ୍ସ ଦେଶ ଚାଇନା ଭାକ୍ସିନ ସିନୋଭାକ୍‌ ଏବଂ ସିନୋଫର୍ମକୁ ଅଧିକାଂଶ ନାଗରିକଙ୍କୁ ପ୍ରଦାନ କରିଛନ୍ତି। ଏହା ସତ୍ତ୍ୱେ କରୋନା ସଂକ୍ରମଣ ମାମଲା...

ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଅସୁରକ୍ଷିତ ବେଦାନ୍ତ ଖଣି ତଦନ୍ତ ଆଜିଠୁ
Next Post Next post:
୩ ପରୀକ୍ଷାଫଳ ଆଧାରରେ ମୂଲ୍ୟାୟନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts