E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଲକ୍ଷେରୁ କମ୍‌…
9:26 amJune 9, 2021

ନୂଆଦିଲ୍ଲୀ,୯।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୮୬ ହଜାର ୪୯୮ ଥିବାବେଳେ ମୃତକଙ୍କ ସଂଖ୍ୟା ୨,୧୨୩ ଥିଲା। ତେବେ ବୁଧବାର ନୂଆ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ପୁଣି ବଢ଼ିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ହଜାର ୫୯୬ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୨,୨୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୧ ଲକ୍ଷ ୬୨ ହଜାର ୬୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସୁସ୍ଥ ହେବା ହାର ଧୀରେଧୀରେ ବୃଦ୍ଧି ପାଉଛି। ଅପରପକ୍ଷରେ ୧୨ ଲକ୍ଷ ୩୧ ହଜାର ୪୧୫ ଜଣ ଚିକିତ୍ସିତ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୨୩ କୋଟି ୯୦ ଲକ୍ଷ ୫୮ ହଜାର ୩୬୦ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ୩୭ କୋଟି ୧ ଲକ୍ଷ ୯୩ ହଜାର ୫୯୩ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ସାବ୍‌ଧାନ ଇଣ୍ଡିଆର ୨ଅଭିନେତ୍ରୀ ଗିରଫ

ମୁମ୍ବାଇ,୧୮।୬: ଟେଲି ସିରିୟଲ୍‌ର ପପୁଲାର ଶୋ’କ୍ରାଇମ୍‌ ପେଟ୍ରୋଲ ଓ ସାବ୍‌ଧାନ ଇଣ୍ଡିଆରେ ଅଭିନୟ କରୁଥିବା ୨ଜଣ ଅଭିନେତ୍ରୀଙ୍କୁ ମୁମ୍ବାଇ ପୋଲିସ ଗିରଫ କରିଛି। ଚୋରି ଅଭିଯୋଗରେ...

ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା

ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍‌ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ...

‘ନିୟନ୍ତ୍ରଣ କରିବାରେ ବିଫଳ ହେବାରୁ ଟୁଇଟର ଉପରେ ଚାପ ପକାଉଛି କେନ୍ଦ୍ର’

କୋଲକାତା,୧୭।୬: ସବୁକିଛିକୁ ନିୟନ୍ତ୍ରଣ କରିବାକୁ ଚାହୁଁଛି ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର। ଏଥିରେ ବିଫଳ ହେଲେ ସରକାରୀ ସଂସ୍ଥା ମାଧ୍ୟମରେ ଚାପ ପ୍ରୟୋଗ କରାଯାଉଛି। ଟୁଇଟର...

କୋଭାକ୍ସିନ୍‌କୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରୀ: ଜୁନ୍‌ ୨୩ରେ ବୈଠକ…

ଜେନେଭା,୧୭।୬: ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍‌ କୋଭାକ୍ସିନ୍‌କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମଞ୍ଜୁରୀ ପାଇଁ ଜୁନ୍‌ ୨୩ରେ...

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌...

ଅଣ୍ଡରୱାର୍ଲଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଗିରଫ

ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍‌ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍‌ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍‌ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ...

ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ...

ଆଜି ଆଉ ୩୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୫୦୮କୁ ବୃଦ୍ଧି

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ଶୁକ୍ରବାର କରୋନା ମହାମାରୀ ରାଜ୍ୟରୁ ଆଉ ୩୭ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଇ ଭାରତରେ
Next Post Next post:
୧୧ରେ କଂଗ୍ରେସର ରାଜ୍ୟବ୍ୟାପୀ ବିକ୍ଷୋଭ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts