E-Paper
  • logo
  • Thursday 24th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ନୁସରତଙ୍କ ଘର କଳି ଏବେ ସଂସଦରେ, ସଦସ୍ୟତା ରଦ୍ଦ ଦାବି କଲା ଭାଜପା…
10:27 amJune 22, 2021

ନୂଆଦିଲ୍ଲୀ,୨୨।୬: ପଶ୍ଚିମବଙ୍ଗ ବସିରହାଟ୍‌ ଲୋକସଭା ଆସନ ଏମ୍‌ପି ନୁସରତ ଜାହାଁଙ୍କ ଘର କଳି ଏବେ ସଂସଦରେ ପହଞ୍ଚିଛି। ଭାଜପା ପକ୍ଷରୁ ନୁସରତଙ୍କ ସଦସ୍ୟତା ରଦ୍ଧ ପାଇଁ ଦାବି କରାଯାଇଛି। ଭାଜପା ଏମ୍‌ପି ସଂଘମିତ୍ରା ମୌର୍ଯ୍ୟ ଏନେଇ ଦାବି କରିଛନ୍ତି। ନୁସରତଙ୍କ ଆଚରଣ ସାମାଜିକ ମର୍ଯ୍ୟାଦାକୁ କ୍ଷୁର୍ଣ୍ଣ କରୁଥିବା ସଂଘମିତ୍ରା ଅଭିଯୋଗ କରିଛନ୍ତି। ଏନେଇ ସଂଘମିତ୍ରା ଲୋକସଭା ବାଚସ୍ପତି ଓମ୍‌ ବିରଳାଙ୍କୁ ଚିଠି ଲେଖିଛନ୍ତି। ବିବାହ ସମ୍ପର୍କିତ ସୂଚନା ନେଇ ନୁସରତ ଭୋଟରଙ୍କୁ ଅନ୍ଧାରରେ ରଖିବା ସହିତ ସଂସଦର ଗାରିମାରେ କଳଙ୍କ ବୋଳି ଥିବା ସଂଘମିତ୍ରା ଚିଠିରେ ଉଲ୍ଲେଖ କରିଛନ୍ତି। ଏହି ମାମଳାକୁ ସଂସଦର ଏଥିକ୍ସ୍‌ କିମିଟିକୁ ପଠାଯିବା ଆବଶ୍ୟକ ବୋଲି ସେ କହିଛନ୍ତି। ଏହା ସହିତ ଯାଞ୍ଚ୍‌ କରାଯାଇ ନୁସରତଙ୍କ ବିରୋଧରେ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ୧୮ ମାସ ଜେଲ

ଅହମ୍ମଦାବାଦ: ଗୁଜରାଟ ହାଇକୋର୍ଟର ଜଣେ ବିଚାରପତିଙ୍କୁ ଜୋତା ଫିଙ୍ଗିବାରୁ ଜଣେ ବ୍ୟକ୍ତିଙ୍କୁ ଦେଢ଼ବର୍ଷ ପାଇଁ ଜେଲ ଦଣ୍ଡାଦେଶ ହୋଇଛି। ରାଜକୋଟ ଜିଲା ଭୟଭଦର ଚା’ ଦୋକାନୀ...

‘ଅନୁମତି ଦିଅ ନ ହେଲେ ଚାଷୀଙ୍କୁ ଜେଲ୍‌ ପଠାଅ’

ନୂଆଦିଲ୍ଲୀ,୨୬।୬: କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ଶନିବାର ୭ ମାସ ପୂରଣ ହୋଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଚାଷୀ ବିଭିନ୍ନ ରାଜ୍ୟର ରାଜଭବନ ଘେରାଉ...

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି।...

ମୁଣ୍ଡ ପିଟି ବାହୁନି କାନ୍ଦିଲେ ମା’: ଜୀବନ ଫେରି ପାଇଲେ ୭ ବର୍ଷର ବାଳକ…

ବାହାଦୂରଗଡ଼,୧୭।୬: କୁହାଯାଏ ମା’ ଡାକରେ ଅମୃତ ରହିଛି। ମା’ ଡାକରେ ପିଲା ଆପଣା ଛାଏଁ ଟାଣି ହୋଇ ଚାଲି ଆସିଥାଏ। ଏହାର ସଦ୍ୟତମ ଉଦାହରଣ ହରିୟାଣାର...

ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଖୁସି ଖବର: କରୋନାକୁ ହରାଇବ କୋର୍ବେଭାକ୍ସ୍‌ ଭାକ୍ସିନ୍‌…

ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି...

ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…

କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଭାକ୍ସିନ୍‌ ନେଲେ ହ୍ରାସ ପାଉଛି ପ୍ରଜନନ କ୍ଷମତା, ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କଲା ଖଣ୍ଡନ…
Next Post Next post:
ଗୋଟିଏ ଜୁଇରେ ୧୦ କୋଭିଡ୍‌ ମୃତଦେହ ସତ୍କାର ଘଟଣା ହାଇକୋର୍ଟରେ ମାମଲା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts