E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଗର୍ଭବତୀ ପରେ ନୁସରତଙ୍କ ଏପରି ଭିଡିଓ ହେଉଛି ଭାଇରାଲ
4:30 pmJune 23, 2021

ପଶ୍ଚିମବଙ୍ଗରେ ଟିଏମ୍‌ସି ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜାହାଁ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ବର୍ତ୍ତମାନ ସେ ତାଙ୍କ ବିବାହ ଏବଂ ମା’ହେବା ଖବର ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏସବୁ ମଧ୍ୟରେ ସେ ସୋସିଆଲ ମିଡିଆରେ ଫଟୋ ଏବଂ ଭିଡିଓ ପୋଷ୍ଟ କରିଛନ୍ତି। ଯେଉଁଥିରେ ପ୍ରଶଂସକମାନେ ପ୍ରତିକ୍ରିୟା ଦେଉଛନ୍ତି। ନିକଟରେ ସେ ଏକ ଭିଡିଓ ଶେୟାର କରିଛନ୍ତି ଯେଉଁଥିରେ ସେ ପାଣି ଭିତରେ ଗ୍ଲାମର ପୋଜ୍‌ ଦେଉଥିବା ନଜର ଆସିଛନ୍ତି। ଏହା ସହିତ, ନୁସରତ କ୍ୟାପଶନରେ ଲେଖିଛନ୍ତି, ନୋ ରିକ୍ସ ନୋ ଷ୍ଟୋରୀ। ଉପଭୋକ୍ତାମାନେ ନୁସରତଙ୍କ ଭିଡିଓ ଉପରେ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏହି ଭିଡିଓରେ କିଛି ଉପଭୋକ୍ତା ତାଙ୍କ ସୌନ୍ଦର୍ଯ୍ୟକୁ ପ୍ରଶଂସା କରୁଥିବାବେଳେ କିଛି ଉପଭୋକ୍ତା ତାଙ୍କ ବିବାହ ଏବଂ ଗର୍ଭଧାରଣ ବିଷୟରେ କହୁଛନ୍ତି।
ନିକଟରେ ନୁସରତ ମା’ ହେବାକୁ ଯାଉଥିବାର ଖବର ଆସିଛି। ସେ ନିଜେ ଏକ ଫଟୋ ଶେୟାର କରିଥିଲେ ଯେଉଁଥିରେ ସେ ଗର୍ଭବତୀ ଥିବା ଜଣାପଡ଼ିଥିଲା। ହେଲେ କିଛି ଦିନ ପୂର୍ବରୁ ସେ ତାଙ୍କ ବିବାହକୁ ଅବଧ ଘୋଷଣା କରିଥିଲେ। ଏହା ପରେ ଲୋକମାନେ ତାଙ୍କ ଗର୍ଭଧାରଣ ଉପରେ ପ୍ରଶ୍ନ କରିବା ଆରମ୍ଭ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

କେବଳ ବାପାଙ୍କ ଏହି ସର୍ତ୍ତ ପାଇଁ ଆଜି ବି କୁଆଁରୀ ଅଛନ୍ତି ଏକତା କପୁର, ହେଲେ ପୁଅକୁ ନେଇ ଭାରି ଖୁସି

ଟିଭିର କ୍ୱିନ୍‌ କୁହାଯାଉଥିବା ଏକତା କପୁରଙ୍କ ଆଜି ଜନ୍ମ ଦିନ। ସେ ତାଙ୍କର ୪୬ ତମ ଜନ୍ମଦିନ ପାଳନ କରୁଛନ୍ତି। ଅଭିନେତା ଜିତେନ୍ଦ୍ର ଏବଂ ଶୋଭା...

ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା

ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର...

ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…

ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା...

ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍‌ କହିଲେ..

କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍‌ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ...

ସ୍ବାମୀଙ୍କ ଆତ୍ମହତ୍ୟା ପରେ ଏମିତି କହିଥିଲେ ରେଖା, ହନିମୁନ୍‌ରେ ସବୁ ଜାଣି ସାରିଥିଲି…

ପ୍ରସିଦ୍ଧ ଅଭିନେତ୍ରୀ ରେଖା ତାଙ୍କ ଫିଲ୍ମ କ୍ୟାରିୟର ସହ ବ୍ୟକ୍ତିଗତ ଜୀବନ ପାଇଁ ସର୍ବଦା ଚର୍ଚ୍ଚାରେ ରହିଥା’ନ୍ତି । ତାଙ୍କ ଫିଲ୍ମ ଜୀବନ ଯେତିକି ସଫଳ...

ଫିଲ୍ମ ପିଛା ୫ରୁ ୭ କୋଟି ଚାର୍ଜ କରନ୍ତି ଏହି ଅଭିନେତା, ରହିଛି ଏକରୁ ବଳି ଏକ ଦାମୀ ଗାଡ଼ି; ପାଲଟିଛନ୍ତି…

ବମ୍ବେ: ବଲିଉଡ୍‌ର ଚକୋଲେଟ୍‌ ବୟ କହିଲେ ଅଭିନେତା କାର୍ତ୍ତିକ ଆର୍ୟନଙ୍କୁ ବୁଝାଯାଏ। ସେ ନିଜର କ୍ୟୁଟ୍‌ନେସ୍‌ରେ ମହିଳା ପ୍ରଶଂସକଙ୍କ ହୃଦୟ ଚୋରି କରିଥାନ୍ତି। ଏହାଛଡ଼ା ପୁଅମାନେ...

ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଜରିନ୍‌ ଖାନ୍‌ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ...

ଶିଳ୍ପାଙ୍କ ବନ୍ଧୁ ଥିଲେ ଟ୍ବିଙ୍କଲ ଖାନ୍ନା, ଯାହାଙ୍କୁ ଲୁଚିଲୁଚି ପ୍ରେମ କରୁଥିଲେ ଅକ୍ଷୟ; ଜାଣିବା ପରେ ପାଗେଳି ପ୍ରାୟ ହୋଇଯାଇଥିଲେ…

ବମ୍ବେ: ବଲିଉଡ୍‌ର ଖିଲାଡି ବୟ ଅକ୍ଷୟ କୁମାରଙ୍କ ନାମ ଏକାଧିକ ଅଭିନେତ୍ରୀଙ୍କ ସହ ଯୋଡ଼ା ଯାଇଛି। ତନ୍ବଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ଜଣେ। ଚଳଚ୍ଚିତ୍ର ‘ବାଜିଗର’ରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
Next Post Next post:
ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts