ଆଜ୍ମା ଏକ ଶ୍ୱାସଜନିତ ସମସ୍ୟା। ଏହାର ସ୍ଥାୟୀ ଉପଚାର ନାହିଁ। ତେଣୁ ନିୟମିତ ସମୟ ଅନ୍ତରାଳରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସିତ ହେବାକୁ ପଡ଼ିଥାଏ। ଓଜନ ବୃଦ୍ଧି ବା ମେଦବହୁଳତା ଯୋଗୁ ଏପରି ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ଜଣେ ଆଜ୍ମା ରୋଗୀ ନିଜ ଖାଦ୍ୟପେୟ ପ୍ରତି ଯେତିକି ସତର୍କ ରହିବା ଦରକାର ତା’ସହ ନିଜର ଓଜନ କିପରି ସନ୍ତୁଳିତ ରହିବ ସେ ନେଇ ଦୃଷ୍ଟି ଦେବା ଆବଶ୍ୟକ ବୋଲି ଲଣ୍ଡନ ୟୁନିଭର୍ସିଟିର ଛାତିରୋଗ ବିଶେଷଜ୍ଞମାନେ ମତ ଦେଇଛନ୍ତି। ଏହି ରୋଗୀ ନିଜ ଖାଦ୍ୟ ତାଲିକାରେ ପ୍ରୋଟିନ୍ଯୁକ୍ତ ଖାଦ୍ୟ ସାମିଲ କରିବା ଦରକାର। ନିଜର ଦୈନନ୍ଦିନ ଖାଦ୍ୟ ତାଲିକାରେ ତଟକା ଫଳମୂଳ ସାମିଲ କରନ୍ତୁ। ଯଦି ବାହାରକୁ ବୁଲିବାକୁ ଯାଉଛନ୍ତି ତେବେ ନାକ ଏବଂ ପାଟିକୁ ପରିଷ୍କାର କପଡା କିମ୍ବା ମାସ୍କରେ ଢାଙ୍କିବାକୁ ଭୁଲନ୍ତୁ ନାହିଁ। କାରଣ ବାହାରର ଧୂଳିକଣା ଶରୀର ଭିତରକୁ ପ୍ରବେଶ କଲେ ଏହି ସମସ୍ୟା ଆହୁରି ବଢ଼ିଯିବାର ଆଶଙ୍କା ରହିଛି। ଯଦି ଆପଣ ଆଜ୍ମା ଦ୍ୱାରା ଆକ୍ରାନ୍ତ ତେବେ ଏ ନେଇ ନିଜକୁ ଚିନ୍ତାଗ୍ରସ୍ତ ରଖନ୍ତୁ ନାହିଁ। କାରଣ ଏହାଦ୍ୱାରା ମନରେ ନକାରାତ୍ମକ ମାନସିକତା ଅଧିକ ସକ୍ରିୟ ହୋଇଥାଏ।
Posted inଜୀବନଚର୍ଯ୍ୟା View All
ଚେହେରା ଅନୁସାରେ ଏଭଳି ବାଛନ୍ତୁ ଇୟର୍ ରିଂ
ମହିଳାମାନଙ୍କୁ ଆକର୍ଷଣୀୟ ଲୁକ୍ ଦେବାରେ ଇୟର୍ ରିଂର ମଧ୍ୟ ବିଶେଷ ଭୂମିକା ରହିଥାଏ। ତେବେ ସବୁ ମହିଳାଙ୍କୁ ଯେ ସବୁ ପ୍ରକାରର ଇୟର୍ ରିଂ ମାନିବ...
ଏହି ଅଭ୍ୟାସ ଦେଖାଏ ସଫଳତାର ରାସ୍ତା
ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ପଦୋନ୍ନତି, ବୈବାହିକ ଜୀବନ, ବନ୍ଧୁତା, ଶତ୍ରୁତା ଏବଂ ସମ୍ମାନ ସହିତ ଜଡିତ ସମସ୍ତ ବିଷୟ ଉପରେ ପରାମର୍ଶ ଦେଇଛନ୍ତି। ଚାଣକ୍ୟଙ୍କ...
ବର୍ଷାଦିନିଆ ସଂକ୍ରମଣରୁ ମୁକ୍ତି ପାଇଁ ଖାଆନ୍ତୁ ଏହି ସବୁ ଜିନିଷ
ବର୍ଷାଦିନେ ସଂକ୍ରମଣ ସମସ୍ୟା ଅଧିକ ଦେଖାଯାଇଥାଏ। ଏ ନେଇ ଆମର ପୂର୍ବରୁ ପ୍ରସ୍ତୁତ ନ ହେବା ଫଳରେ ଅନେକ ସମସ୍ୟା ଉପୁଜିଥାଏ। ବଦଳୁଥିବା ସିଜନ୍ରେ ନିଜକୁ...
ପାଚନକ୍ରିୟା ଓ ଉପବାସ
ପୂଜାପାର୍ବଣ ହେଉ ଅବା କେତେକ ତିଥିରେ ଅନେକେ ଉପବାସ ରହିଥାଆନ୍ତି। ଉପବାସ ରହିବା ଦ୍ୱାରା ମନ ପବିତ୍ର ରହେ ବୋଲି ଅନେକେ ବିଶ୍ୱାସ କରନ୍ତି। ହେଲେ...
ଅଧିକ ଲୁଣ ଖାଉଛନ୍ତି କି? ଦେଖାଦେଇପାରେ ଏହି ଜଟିଳ ସ୍ବାସ୍ଥ୍ୟ ସମସ୍ୟା; ଜାଣନ୍ତୁ..
ଆଜିକାଲି ସମୟରେ କିଡନୀ ଷ୍ଟୋନ୍ ଏକ ସାଧାରଣ ସମସ୍ୟା ପାଲଟିଛି। ହେଲେ ପୋଷକ ତତ୍ତ୍ୱ କମ୍ ହେବା କାରଣରୁ ମଧ୍ୟ ଏହି ଷ୍ଟୋନ୍ ହୋଇଥାଏ। ସ୍ବାସ୍ଥ୍ୟ...
ଏହିସବୁ ତେଲ ଶିଶୁଙ୍କୁ କରିଥାଏ ଶକ୍ତ
ଶିଶୁ ଜନ୍ମ ନେବା ପରେ ତାର ଲାଳନପାଳନ କ୍ଷେତ୍ରରେ ଅନେକ ଯତ୍ନ ନେବାକୁ ପଡ଼ିଥାଏ । ଜନ୍ମ ହେବା ପରେ ସେମାନଙ୍କୁ କ’ଣ ଖାଇବାକୁ...
ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ
ଘନକଳା ତଥା ମୁଲାୟମ କେଶ ପାଇବାକୁ ଚାହୁଁଥିଲେ ଖରାଦିନେ ମିଳୁଥିବା ଫଳ ସବୁ ନିଶ୍ଚୟ ଖାଆନ୍ତୁ… ଖରାଦିନିଆ ଫଳରୁ ସୌନ୍ଦର୍ଯ୍ୟ ଖରାଦିନେ ମିଳୁଥିବା ବିଭିନ୍ନ...
ସଫା ରଖନ୍ତୁ ଫ୍ରିଜ୍
ଠିକ୍ ଭାବରେ ଜିନିଷ ସାଇତି ରଖିଲେ ଫ୍ରିଜ୍ ଶୀଘ୍ର ଅପରିଷ୍କାର ହେବ ନାହିଁ। ତେଣୁ କେଉଁ ଜିନିଷ କେଉଁଠି ରଖିବେ ସେ ସମ୍ପର୍କରେ ଭଲଭାବେ ଜାଣି...


