E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ପୁରୁଣା ଏକ ଟଙ୍କିଆ ନୋଟ୍‌ କରିବ ଲକ୍ଷପତି, ଅନ୍‌ଲାଇନ୍‌ ବିକ୍ରି ସୁଯୋଗ …
1:10 pmJune 23, 2021

ନୂଆଦିଲ୍ଲୀ,୨୩।୬: ପୁରୁଣା ଏକ ଟଙ୍କିଆ ନୋଟ୍‌ ଜଣଙ୍କୁ ଲକ୍ଷପତି ମଧ୍ୟ କରି ପାରିବ। ବିଭିନ୍ନ ସଂସ୍ଥା ପକ୍ଷରୁ ଅନ୍‌ଲାଇନ୍‌ରେ ଏଭଳି ପୁରୁଣା ନୋଟ୍‌ ଏବଂ କଏନ୍‌ କିଣା ବିକା ଲାଗି ଖବର ପ୍ରକାଶ ପାଇଥାଏ। ଏକ ଟଙ୍କିଆ ନୋଟ୍‌କୁ ଛାଡ଼ି ଅନ୍ୟ ସବୁ ନୋଟ୍‌ରେ ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ନରଙ୍କ ହସ୍ତାକ୍ଷର ରହିଥାଏ। ତେବେ ଏକ ଟଙ୍କିଆ ନୋଟ୍‌ରେ ଅର୍ଥମନ୍ତ୍ରଣାଳୟ ସଚିବଙ୍କ ହସ୍ତାକ୍ଷର ରହିଥାଏ। ଅନ୍ୟ ସବସ୍ତ ନୋଟ୍‌କୁ ରିଜର୍ଭ ବ୍ୟାଙ୍କ ଜାରି କରୁଥିବାବେଳେ ଏକ ଟଙ୍କଆ ନୋଟ୍‌କୁ କେନ୍ଦ୍ରୀୟ ଅର୍ଥ ମନ୍ତ୍ରଣାଳୟ ଜାରି କରିଥାଏ। ୧୯୧୭ ନଭେମ୍ବର ୩୦ରେ ପ୍ରଥମେ ଏକ ଟଙ୍କିଆ ନୋଟ୍‌ ଛପାଯାଇଥିଲା। ଏଥିରେ ବ୍ରିଟେନ୍‌ର ରାଜା ଜର୍ଜ ପଞ୍ଚମଙ୍କର ଫଟୋ ଥିଲା। ୧୯୨୬ରେ ଏକ ଟଙ୍କିଆ ନୋଟ୍‌ ଛପା ବନ୍ଦ କରାଯାଇଥିଲା। ୧୯୪୦ରେ ପୁଣି ଏହାର ଛପା ଆରମ୍ଭ ହୋଇଥିଲା। ୧୯୯୪ରେ ପୁଣି ଏହାର ଛପାକୁବନ୍ଦ କରାଯାଇଥିଲା। ୨୦୧୫ରେ ଏହାର ଛପା ପୁଣି ଥରେ ଆରମ୍ଭ କରାଯାଇଥିଲା। ଏଭଳି ପୁରୁଣା ଟଙ୍କା ଅବା କଏନ୍‌କୁ ଏକ ନିଦ୍ଦିଷ୍ଟ ଓ୍ବେବସାଇଟ୍‌ରେ ବିକ୍ରି କରାଯାଇଥାଏ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ରେଷ୍ଟୁରାଣ୍ଟରେ ୨୮୦୦ ଟଙ୍କାର ଖାଇଲେ, ହେଲେ ଓ୍ବେଟରଙ୍କୁ ୧୨ ଲକ୍ଷର ଟିପ୍‌ ଦେଲେ ବ୍ୟକ୍ତି; ବିଲ୍‌ ଦେଖି ଚକିତ ହେଲେ….

ନୂଆଦିଲ୍ଲୀ: କୁହାଯାଏ ସମସ୍ତେ ଟଙ୍କା ରୋଜଗାର କରନ୍ତି, ହେଲେ ଏହାକୁ ଖର୍ଚ୍ଚ କରିବାର ସାହସ ରଖିଥାନ୍ତି ଅଳ୍ପ କେତେଜଣ। ଏହିପରି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ।...

ସୋସିଆଲ ମିଡିଆକୁ ଟାର୍ଗେଟ

ନୂଆଦିଲ୍ଲୀ,୧୮ା୬:ଗଣମାଧ୍ୟମର ସ୍ବାଧୀନତା ପାଇଁ ଲଢ଼ୁଥିବା ରିପୋଟର୍ସ ଓ୍ବିଦାଉଟ୍‌ ବର୍ଡର୍ସ (ଆର୍‌ଏସ୍‌ଏଫ୍‌) ମତରେ ବିଶ୍ୱ ପ୍ରେସ୍‌ ଫ୍ରିଡମ୍‌ ସୂଚକାଙ୍କରେ ୧୮୦ ଦେଶ ମଧ୍ୟରୁ ଭାରତର ସ୍ଥାନ ୧୪୨।...

୧୫୦ ଫୁଟ ଗାତରୁ ୮ଘଣ୍ଟା ପରେ ଉଦ୍ଧାର ହେଲା ୫ ବର୍ଷର ଶିଶୁ

ଆଗ୍ରା, ୧୪।୬: କଥାରେ ଅଛି ରଖେ ରହି ମାରେ କିଏ। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି ଉତ୍ତରପ୍ରଦେଶର ଆଗ୍ରା ଫତେହାବାଦରୁ । ସୋମବାର ଏକ...

ମୃତ କର୍ମଚାରୀଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲା ରିଲାଏନ୍ସ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ମହାମାରୀ ସମୟରେ ଅନେକ ଲୋକ ନିଜ ଆତ୍ମୀୟଙ୍କୁ ହରାଇ ବେସାହାରା ହୋଇଯାଇଛନ୍ତି। କିଏ ନିଜ ବାପାମା’ଙ୍କୁ...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ଇନ୍ଦୋରରେ ଗ୍ରୀନ୍‌ ଫଙ୍ଗସ୍‌

ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍‌ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍‌, ହ୍ବାଇଟ ଓ ୟେଲୋ ଫଙ୍ଗସ୍‌ ପରେ ଏବେ ଗ୍ରୀନ୍‌ ପଙ୍ଗସ୍‌ ଲକ୍ଷଣ...

ଦିଲ୍ଲୀ ଏମ୍ସରେ ଛୁଆଙ୍କ ଉପରେ ହେବ ଟିକା ପରୀକ୍ଷା

ନୂଆଦିଲ୍ଲୀ, ୧୪।୬: ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ତଥା ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭାକ୍ସିନ ଟିକାର କ୍ଲିନିକାଲ ପରୀକ୍ଷା ଦିଲ୍ଲୀ ଏମ୍ସରେ ମଙ୍ଗଳବାରଠାରୁ ୬ରୁ ୧୨...

ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…

ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟରଙ୍କ ସରକାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ହନିମୁନ୍‌ରେ ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଏମିତି କରିବାକୁ କହିଥିଲେ ସ୍ବାମୀ
Next Post Next post:
ନବମ, ଦଶମ ଶ୍ରେଣୀ ସିଲାବସ୍‌ କମିବ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts