E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଓଲିଭିଏରା ଜିତିଲେ ମୋଟୋ ଜିପି
9:04 amJune 7, 2021

ମଣ୍ଟମେଲୋ(ସ୍ପେନ୍‌),୭ା୬(ଏପି)-ମିଗୁଏଲ ଓଲିଭିଏରା କାଟାଲୋନିଆ ଜିପି ଜିତିଛନ୍ତି। ଚଳିତ ସିଜନରେ ଏହା ତାଙ୍କର ପ୍ରଥମ ମୋଟୋ ଜିପିି ବିଜୟ। ପ୍ରାୟ ୨୦,୦୦୦ ଦର୍ଶକଙ୍କ ଉପସ୍ଥିତିରେ ଏ‘ହି ରେସ୍‌ ଅନୁଷ୍ଠିତ ହୋଇଥିଲା। କରୋନା ଭାଇରସ୍‌ ମହାମାରୀ ଆବିର୍ଭାବ ପରଠାରୁ ସ୍ପେନ୍‌ରେ କୌଣସି କ୍ରୀଡ଼ା ଇଭେଣ୍ଟରେ ଏତେ ସଂଖ୍ୟକ ଦର୍ଶକଙ୍କୁ ଦେଖିବାକୁ ମିଳି ନ ଥିଲା। ବାର୍ସିଲୋନା କାଟାଲୁନ୍ୟା ସର୍କିଟ୍‌ରେ କାଟାଲୋନିଆ ଜିପି ଦେଖିବାକୁ ଆସିଥିବା ଦର୍ଶକଙ୍କ ସଂଖ୍ୟା ୧୯,୩୫୨ ରେକର୍ଡ କରାଯାଇଛି। ଶୁକ୍ରବାର ମାଡ୍ରିଡ୍‌ସ୍ଥିତ ଓ୍ବାଣ୍ଡା ମେଟ୍ରୋପଲିଟାନୋ ଷ୍ଟାଡିୟମରେ ପର୍ତ୍ତୁଗାଲ ବିପକ୍ଷ ବନ୍ଧୁତ୍ୱପୂର୍ଣ୍ଣ ମ୍ୟାଚ ଦେଖିବା ଲାଗି ପାଖାପାଖି ୧୫,୦୦୦ ଦର୍ଶକ ଆସିଥିଲେ। କରୋନା ମହାମାରୀ ଯୋଗୁ ସମଗ୍ର ସ୍ପେନ୍‌ରେ ଇଭେଣ୍ଟଗୁଡ଼ିକ ଦେଖିବା ଲାଗି ସ୍ବଳ୍ପ ସଂଖ୍ୟକ ଦର୍ଶକଙ୍କୁ ଅନୁମତି ମିଳୁଛି। ରବିବାର ରେସ୍‌ ପାଇଁ ଖେଳପ୍ରେମୀମାନଙ୍କୁ ୮ସେକ୍ଟରରେ ବିଭକ୍ତ କରାଯାଇଥିଲା। ପ୍ରତିଟିରେ ସର୍ବାଧିକ ୩,୦୦୦ ଦର୍ଶକ ରହିପାରିବେ। ରେଡ୍‌ବୁଲ୍‌ କେଟିଏମ୍‌ ଟିମ୍‌ର ପର୍ତ୍ତୁଗୀଜ୍‌ ରାଇଡର ଓଲିଭିଏରା ଯଥାକ୍ରମେ ଜୋହାନ ଜାର୍କୋ ଓ ଜ୍ୟାକ୍‌ ମିଲରଙ୍କୁ ପଛରେ ପକାଇ ପ୍ରଥମ ସ୍ଥାନ ଅଧିକାର କରିଥିଲେ। କର୍ନର କଟିଂ ପାଇଁ ୩ ସେକେଣ୍ଡ ପେନାଲ୍ଟି ଯୋଗୁ ପୋଲ୍‌ ପୋଜିଶନ ହାସଲ କରିଥିବା ଫାବିଓ କ୍ୱାର୍ଟାରାରୋ ଚତୁର୍ଥ ସ୍ଥାନକୁ ଖସି ଆସିଥିବାବେଳେ ମିଲର ଅନ୍ତିମ ପୋଡିୟମ ସ୍ଥାନ ଅଧିକାର କରିଥିଲେ।

 


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଫିଫା ୱାର୍ଲଡ କପ୍‌ କ୍ୱାଲିଫାୟର: ବ୍ରାଜିଲର କ୍ରମାଗତ ପଞ୍ଚମ ବିଜୟ

ସାଓ ପାଉଲୋ,୬।୬(ଏପି): ଦକ୍ଷିଣ ଆମେରିକା ଫୁଟ୍‌ବଲ ପାଓ୍ବାର ହାଉସ୍‌ ରୂପେ ଜଣାଥିବା ବ୍ରାଜିଲ ଫିଫା ବିଶ୍ୱକପ୍‌ କ୍ୱାଲିଫାୟର ମ୍ୟାଚ୍‌ରେ ୨-୦ ଗୋଲରେ ଇକ୍ୱେଡରକୁ ପରାସ୍ତ କରିଛି।...

‘ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ’

ମୁମ୍ବାଇ, ୩।୬(ପି.ଟି.)-  ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ୩ ମ୍ୟାଚ ବିଶିଷ୍ଟ ହେବା ଉଚିତ। ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ହେବାକୁ ଥିବା ଉଦ୍‌ଘାଟନୀ ସଂସ୍କରଣର ଫାଇନାଲ ୧...

କ୍ୟାରିୟରରେ ଗୋଟିଏ ବି ନୋ ବଲ୍‌ ପକାଇନାହାନ୍ତି ଏହି ୫ ବୋଲର୍‌: ତାଲିକାରେ କପିଲ-ଇମ୍ରାନଙ୍କ ସହ…

ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ...

ଆଶା ଆଶାରେ ରହିଗଲା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌

ସାଉଥାମ୍ପଟନ,୨୩।୬: ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଟ୍ରଫି ହାତେଇବା ଆଶା ଆଶାରେ ହିଁ ରହିଗଲା। ଭାରତୀୟ ଦଳକୁ ୮ ଉଇକେଟରେ ହରାଇ ଡବ୍ଲ୍ୟୁଟିସି ଟ୍ରଫି ହାତେଇ...

କୋପା ଆମେରିକାରେ କରୋନା ସଙ୍କଟ

ସାଓ ପାଉଲୋ,୧୭।୬(ଏପି): ଚଳିତ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ କରୋନା ଆକ୍ରାନ୍ତ ବୃଦ୍ଧି ପରିଲକ୍ଷିତ ହୋଇଛି। ୩୩ ଜଣ ଖେଳାଳି ଓ ଷ୍ଟାଫ୍‌ଙ୍କ ସମେତ ମୋଟ...

ମନୀଷ କୁମାର ଜାତୀୟ ଚାମ୍ପିୟନ

ଭୁବନେଶ୍ୱର, ୧୫।୬(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାର ମନୀଷ କୁମାର ଜାତୀୟ ୧୮ ବର୍ଷରୁ କମ୍‌ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ରେ ଟାଇଟଲ ହାସଲ କରିଛନ୍ତି। ୧୧ ରାଉଣ୍ଡ ବିଶିଷ୍ଟ ପ୍ରତିଯୋଗିତାରେ...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

ଖପ୍ପା ହୋଇଥିଲେ ‘ଲିଟିଲ୍‌ ମାଷ୍ଟର’; ଇଡେନ୍‌ ଗାର୍ଡେନ୍ସରେ କେବେ ଖେଳିବେ ନାହିଁ ବୋଲି ନେଇଥିଲେ ଶପଥ : କାରଣ ଜାଣିଲେ…

ନୂଆଦିଲ୍ଲୀ,୨୦।୬: ୧୯୮୪ରେ କପିଲ ଦେବ ଏବଂ ସନ୍ଦିପ ପାଟିଲ ଫର୍ମରେ ଥିବା ସତ୍ତ୍ୱେ ଉଭୟଙ୍କୁ ଇଂଲଣ୍ଡ ବିପକ୍ଷ ଟେଷ୍ଟ ମ୍ୟାଚ୍‌ରୁ ବାହାର କରିଦିଆଯାଇଥିଲା। ସେତେବେଳେ ଏହାକୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଖୁବ୍‌ଶୀଘ୍ର ଏସ୍‌ସିବିରେ ଏକ୍‌ମୋ ଚିକିତ୍ସା
Next Post Next post:
ରାଜ୍ୟରେ ୮ରୁ ବଢ଼ିବ ବର୍ଷା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts