E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟ୍ରାନ୍ସଜେଣ୍ଡର ହୁବାର୍ଡଙ୍କୁ ଅଲିମ୍ପିକ୍ସ ଯୋଗ୍ୟତା
8:37 amJune 22, 2021

ଓ୍ବେଲିଂଟନ, ୨୨ା୬ (ଏପି)- ଲରେଲ ହୁବାର୍ଡ ଦୁଇ ଟିଟି ଲିଫ୍ଟରେ ୬୨୮ ପାଉଣ୍ଡ (୧୮୫ କିଲୋଗ୍ରାମ୍‌) ଉତ୍ତୋଳନ କରି ଟୋକିଓ ଅଲିମ୍ପିକ୍ସ ମହିଳା ସୁପର-ହେଭିଓ୍ବେଟ୍‌ ଡିଭିଜନ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ଫଳରେ ସେ ପ୍ରଥମ ଟ୍ରାନ୍ସଜେଣ୍ଡର ଆଥଲେଟ୍‌ଭାବେ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବାର ସୌଭାଗ୍ୟ ଲାଭ କରିବେ। ହୁବାର୍ଡଙ୍କୁ ବର୍ତ୍ତମାନ ୪୩ ବର୍ଷ ବୟସ। ଗେମ୍ସରେ ସେ ସବୁଠାରୁ ବୟସ୍କା ଭାରୋତ୍ତୋଳିକା ବିବେଚିତ ହେବେ। ଅଗଷ୍ଟ ୨ ବେଳକୁ ମହିଳା ୮୭ କେଜି (୧୯୨ ପାଉଣ୍ଡ)ରୁ ଊର୍ଦ୍ଧ୍ୱ କାଟାଗୋରି ପ୍ରତିଯୋଗିତା ପାଇଁ ର଼୍ୟାଙ୍କିଙ୍ଗ ତାଲିକାର ଚତୁର୍ଥ ସ୍ଥାନରେ ରହିବେ। ହୁବାର୍ଡ ୨୦୧୭ ବିଶ୍ୱଚାମ୍ପିୟନଶିପ୍‌ରେ ରୌପ୍ୟ, ସାମୋଆରେ ୨୦୧୯ ପ୍ୟାସିଫିକ୍‌ ଗେମ୍ସରେ ସ୍ବର୍ଣ୍ଣ ପଦକ ଲାଭ କରିଥିଲେ। ୨୦୧୮ରେ ସେ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାଗ ନେଇଥିଲେ। କିନ୍ତୁ ଆଘାତପ୍ରାପ୍ତ ହେବାରୁ ତାଙ୍କ କ୍ୟାରିୟରରେ ବାଧା ସୃଷ୍ଟି ହୋଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ପଡ଼ୋଶୀ ଘର ଝିଅଙ୍କ ପ୍ରେମରେ ପଡ଼ିଥିଲେ ପୀୟୁଷ ଚାଓ୍ବଲା: ବାପାଙ୍କୁ ମିଛ କହି ଦିଲ୍ଲୀରେ କିଣିଥିଲେ ଘର

ନୂଆଦିଲ୍ଲୀ,୫।୬: ୨୦୦୭ରେ ଟି୨୦ ବିଶ୍ୱକପ୍‌ ଖେଳାଯିବା ସମୟରେ ୧୮ ବର୍ଷର ହୋଇଥିଲେ ଭାରତୀୟ ଲେଗ୍‌ ସ୍ପିନର ପୀୟୁଷ ଚାଓ୍ବଲା। ଏହି ଟୁର୍ନାମେଣ୍ଟରେ ବିଜେତା ହୋଇଥିଲା ଭାରତ।...

ବ୍ରାଜିଲ କୋଚ୍‌ ଟିଟେଙ୍କୁ ଜରିମାନା

ସାଓ ପାଉଲୋ,୨୫।୬: କୋଭିଡ୍‌-୧୯ ମହାମାରୀ ଭୟାବହତା ଜାରି ରହିଥିବା ବେଳେ କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟ ଆୟୋଜନକୁ ସମାଲୋଚନା କରିବା ବ୍ରାଜିଲ କୋଚ୍‌ ଟିଟେଙ୍କୁ ଭାରି...

ଟି୨୦ ବିଶ୍ୱକପ୍‌ ଭାରତ ବାହାରକୁ ଯିବ: ଆବୁଧାବି, ଦୁବାଇ, ଶାରଜା, ମସ୍କଟରେ ମ୍ୟାଚ୍‌ ସମ୍ଭାବନା

ନୂଆଦିଲ୍ଲୀ,୬।୬(ପି.ଟି.): ଆସନ୍ତା ଅକ୍ଟୋବର- ନଭେମ୍ବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ବିଶ୍ୱକପ୍‌ ଭାରତରେ ନ ହେବା ଏକପ୍ରକାର ନିଶ୍ଚିତ ହୋଇଛି।...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପଡିଲା ହାତଗଣ୍ଠି

ୱେଷ୍ଟଇଣ୍ଡିଜ ଏବଂ ଆଇପିଏଲର ପଞ୍ଜାବ କିଙ୍ଗ୍ସ ବ୍ୟାଟ୍ସମ୍ୟାନ ନିକୋଲାସ ପୁରନ ତାଙ୍କ ପ୍ରେମିକା କ୍ୟାଥରିନ ମିଗୁଲଙ୍କୁ ବିବାହ କରିଛନ୍ତି। ନିକୋଲାସ ବିବାହ ଫଟୋ ଶେୟାର କରି...

ମାତ୍ର ୩ ରନ୍‌ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ

ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍‌- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ...

ୟୁରୋ କପ୍‌ ଫୁଟ୍‌ବଲ: ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଡ୍ର

ଲଣ୍ଡନ, ୨୦।୬(ଏପି)- ୟୁରୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଇଂଲଣ୍ଡ-ସ୍କଟ୍‌ଲାଣ୍ଡ ମ୍ୟାଚ ଗୋଲଶୂନ୍ୟ ଡ୍ର ରହିଛି। ପ୍ରିମିୟର ଲିଗ୍‌ର ଟପ୍‌ ସ୍କୋରର ହାରି କେନ୍‌ ଏଠାରେ ଇଂଲଣ୍ଡ...

ଦ୍ୱିତୀୟ ଟେଷ୍ଟ: ନ୍ୟୁଜିଲାଣ୍ଡ ବିଜୟର ନିକଟତର

ବର୍ମିଂହାମ,୧୩।୬: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ସ୍ଥିତି ଆହୁରି ଦୃଢ଼ କରି ବିଜୟର ନିକଟତର ହୋଇଛି। ପ୍ରଥମ ଇନିଂସରେ ଇଂଲଣ୍ଡକୁ ୩୦୩...

ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍‌ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?

ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍‌ରା ଲୋକପ୍ରିୟ ଟେଲିଭିଜନ ଉଦ୍‌ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବେଙ୍ଗାଲୁରୁ ଏଫ୍‌ସି ପାଇଁ ଆଉ ୨ ବର୍ଷ ଖେଳିବେ ଛେତ୍ରୀ
Next Post Next post:
ଟେଷ୍ଟ ସିରିଜ: ମହାରାଜାଙ୍କ ହ୍ୟାଟ୍ରିକ: ଦକ୍ଷିଣ ଆଫ୍ରିକାର କ୍ଲିନ୍‌ ସୁଇପ୍‌

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts