ନୂଆଦିଲ୍ଲୀ,୨୦।୬: ଦିଲ୍ଲୀ ମେଟ୍ରୋ ଟ୍ରେନରେ ଅନ୍ୟ ଯାତ୍ରୀଙ୍କ ସହ ଯାତ୍ରା କରୁଛି ଏକ ମାଙ୍କଡ଼। ଏହି ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ୨ ମିନିଟ୍ର ଭିଡିଓରେ ମାଙ୍କଡ଼ କୋଚ୍ ଭିତରେ ଆରମରେ ଭ୍ରମଣ କରୁଥିବା ଦେଖିବାକୁ ମିଳିଛି। କିଛି ସମୟ ପରେ ଜଣେ ଯାତ୍ରୀଙ୍କ ପାଖ ସିଟ୍ରେ ବସି ପଡ଼ିଥିଲା।
ଯମୁନା ଷ୍ଟେଶନରୁ ଆଇପି ଷ୍ଟେଶନ ଯାଉଥିବା ଟ୍ରେନରେ ଶନିବାର ଅପରାହ୍ନ ୪ଟା ୪୫ରେ ମାଙ୍କଡ଼କୁ ଦେଖିବାକୁ ମିଳିଥିଲା। ଏ ସମ୍ପର୍କରେ ଯାତ୍ରୀମାନେ ଡିଏମ୍ଆରସି ଅଧିକାରୀଙ୍କୁ ଜଣାଇଥିଲେ। ମାଙ୍କଡ଼ଟି କୌଣସି ଯାତ୍ରୀଙ୍କ କ୍ଷତି କରିନାହିଁ ବୋଲି ଜଣେ ଅଧିକାରୀ କହିଛନ୍ତି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.