E-Paper
  • logo
  • Saturday 26th September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ
6:03 pmJune 13, 2021

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା ନ କରିବାରୁ ତାଙ୍କୁ ଏଭଳି ଦଣ୍ଡ ଦିଆଯାଇଥିବା ବିଧାୟକ କହିଛନ୍ତି।

ଘଟଣା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓରେ ଦେଖିବାକୁ ମିଳୁଛି ଉତ୍ତର ମୁମ୍ବାଇର କାନ୍ଦିଭଲି ବିଧାୟକ ଦୀଲିପ ଲାଣ୍ଡେ ଅନ୍ୟମାନଙ୍କ ସହ କଣ୍ଟ୍ରାକ୍ଟରଙ୍କୁ ରାସ୍ତାରେ ଜମା ହୋଇଥିବା ପାଣିରେ ବାଧ୍ୟକରି ବସାଉଛନ୍ତି। ଏହାପରେ ବିଧାୟକ ଅନ୍ୟମାନଙ୍କୁ କଣ୍ଟ୍ରାକ୍ଟରଙ୍କ ଉପରେ ଅଳିଆ ପକାଇବାକୁ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ କଣ୍ଟ୍ରାକ୍ଟର ଠିକ୍‌ ସମୟରେ ଡ୍ରେନ ସଫା କରି ନ ଥିଲେ। ଯାହା ଦ୍ୱାରା ଗତ କିଛି ଦିନ ହେଲା ଲାଗି ରହିଥିବା ପ୍ରବଳ ବର୍ଷାରେ ମୁମ୍ବାଇ ଭଳି ମହାନଗର ଅବସ୍ଥା ବେହାଲ ହୋଇପଡ଼ିଛି। ଡ୍ରେନ ଚୋକ ହୋଇଯିବାରୁ ରାସ୍ତାରେ ଅଳିଆ ଭାଷୁଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ସହଜ ନୁହେଁ ୨୦୨୨ ନିର୍ବାଚନ

ନୂଆଦିଲ୍ଲୀ/ଲକ୍ଷ୍ନୌ,୫ା୬ କରୋନା ମହାମାରୀ ମୁକାବିଲାରେ ଉତ୍ତରପ୍ରଦେଶ(ୟୁପି)ର ଯୋଗୀ ଆଦିତ୍ୟନାଥ ସରକାରଙ୍କ ବିଫଳତାକୁ ନେଇ ଭାଜପା ଚିନ୍ତିତ। ୨୦୨୨ ବିଧାନସଭା ନିର୍ବାଚନକୁ ଆଉ କିଛି ମାସ ବାକି...

୨ ଭଉଣୀଙ୍କୁ ଗଣବଳାତ୍କାର

ଜୟପୁର,୫।୬: ରାଜସ୍ଥାନର ଜୟପୁରରେ ଦୁଇ ଭଉଣୀଙ୍କୁ ନିସ୍ତୁକ ମାଡ଼ ମାରି ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରାଜ୍ୟ ପୋଲିସ ଘଟଣାରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ...

ବିବାହରେ ବରଣମାଳା ବଦଳରେ ବର-କନ୍ୟା ପରସ୍ପରକୁ ପିନ୍ଧାଇଲେ ମାସ୍କ: ଲୋକେ କହିଲେ…

ନୂଆଦିଲ୍ଲୀ,୧୬।୬: ପ୍ରାୟ ସମୟରେ ସୋସିଆଲ ମିଡିଆରେ ବିବାହକୁ ନେଇ କେତେକ ମଜାଳିଆ ଭିଡିଓମାନ ଭାଇରାଲ ହୋଇଥାଏ। ଆଉ ଏସବୁ ଭିଡିଓକୁ ଲୋକମାନେ ମଧ୍ୟ ବେଶ୍‌ ପସନ୍ଦ...

ରାଗିଛନ୍ତି ପାଇଲଟ୍‌: ମନାଇବା ପାଇଁ ଫୋନ୍‌ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୧।୬: ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସଚିନ ପାଇଲଟ ଗତ କିଛି ଦିନ ହେବା ଦଳୀୟ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରିଛନ୍ତି। ଦଳର...

ତୃତୀୟ ଲହର ଆସିବାକୁ ବେଶୀ ସମୟ ଲାଗିବ ନାହିଁ

ମୁମ୍ବାଇ, ୧୭।୬: ଆଗାମୀ ୨ରୁ ୪ ସପ୍ତାହ ମଧ୍ୟରେ ମହାରାଷ୍ଟ୍ରରେ ସଂକ୍ରମଣର ତୃତୀୟ ଲହର ଦେଖାଦେଇପାରେ ବୋଲି ରାଜ୍ୟ କୋଭିଡ୍‌-୧୯ ଟାସ୍କଫୋର୍ସ ପକ୍ଷରୁ ସତର୍କ କରିଦିଆଯାଇଛି।...

ସୋନିଆଙ୍କୁ ଭେଟିଲେ ଷ୍ଟାଲିନ

ନୂଆଦିଲ୍ଲୀ,୧୮ା୬: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ଶୁକ୍ରବାର ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ତାମିଲନାଡୁରେ ନିକଟରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଡିଏମ୍‌କେ-କଂଗ୍ରେସ...

ସାଢ଼େ ୩ ବର୍ଷର ବାନ୍ୟାଙ୍କ ଯୋଗ: ସୋସିଆଲ ମିଡିଆରେ ଭାଇରାଲ

ନୂଆଦିଲ୍ଲୀ,୨୧।୬: ସାରା ଦେଶରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍‌କୁ ପାଳନ କରାଯାଇ ଯୋଗ ଦିବସ...

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପାନ୍ଥ ନିବାସରେ ରଜ ଉତ୍ସବ
Next Post Next post:
ନକଲି ଔଷଧ ବ୍ୟବସାୟୀଙ୍କୁ ସରକାରଙ୍କ ଚେତାବନୀ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts