ଲକ୍ଷ୍ନୌ, ୩।୬: ଲୋକସଂଖ୍ୟା ଓ ଆକାର ଦୃଷ୍ଟିରୁ ଦେଶର ସବୁଠୁ ବଡ଼ ରାଜ୍ୟରେ ଟିକାକରଣ ପାଲଟିଛି ଏକ ବଡ଼ ଚ୍ୟାଲେଞ୍ଜ। ରାଜ୍ୟର ଗ୍ରାମାଞ୍ଚଳରେ ଲୋକଙ୍କୁ ଟିକାକରଣ ପାଇଁ ସ୍ବାସ୍ଥ୍ୟ ବିଭାଗ କର୍ମୀମାନେ ଗାଁ ଗାଁ ବୁଲୁଛନ୍ତି। ସେହିଭଳି ଏଟାଓ୍ବା ଜିଲାର ଚନ୍ଦନପୁର ଗାଁରେ ମଙ୍ଗଳବାର ପହଞ୍ଚିଥିଲେ ଭାଜପା ବିଧାୟିକା ସରିତା ଭଦୌରିଆ ଓ ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍। ସେମାନେ ଏକ ଘରେ ପହଞ୍ଚିବା ପରେ କାହାକୁ ପାଇ ନ ଥିଲେ। ଖୋଜାଖୋଜି କରିବା ପରେ ଜଣେ ବୃଦ୍ଧା ଡ୍ରମ ପଛରେ ଲୁଚିରହିଥିବା ସ୍ବାସ୍ଥ୍ୟକର୍ମୀ ଦେଖିବାକୁ ପାଇଥିଲେ। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ମମତାଙ୍କ ପୁତୁରା ଅଭିଷେକ ହେଲେ ତୃଣମୂଳ କଂଗ୍ରେସର ସାଧାରଣ ସମ୍ପାଦକ
କୋଲକାତା,୫।୬: ତୃଣମୂଳ କଂଗ୍ରେସ(ଟିଏମ୍ସି)ର ସାଂଗଠନିକସ୍ତରରେ ଶୁକ୍ରବାର ଏକ ବଡଧରଣର ଅଦଳବଦଳ କରାଯାଇଛି। ଟିଏମ୍ସି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା ଏମ୍ପି ଅଭିଷେକ ବାନାର୍ଜୀଙ୍କୁ...
ବିଦ୍ୟୁତ୍ ବିଲ୍ ଦେଖି ପ୍ରସିଦ୍ଧ କବିଙ୍କୁ ଲାଗିଲା ଝଟ୍କା
ପ୍ରସିଦ୍ଧ କବି ମଞ୍ଜର ଭୋପାଳୀଙ୍କୁ ବିଜୁଳି ବିଭାଗ ପକ୍ଷରୁ ଏକ ବଡ଼ ଝଟକା ଲାଗିଛି। ଜୁନ ମାସରେ ମଞ୍ଜର୍ଙ୍କ ବିଦ୍ୟୁତ୍ ବିଲ୍ ୩୬ ଲକ୍ଷ ଟଙ୍କାରୁ...
ବୋହୂଙ୍କୁ ଜାଣିଶୁଣି ମାଡ଼ି ବସିଲେ କରୋନା ଆକ୍ରାନ୍ତ ଶାଶୁ
ହାଇଦ୍ରାବାଦ,୬।୬ : କୋଭିଡ୍-୧୯ରେ ଆକ୍ରାନ୍ତ ହେବା ପରେ ଜଣେ ବୃଦ୍ଧା ଘରେ ଆଇସୋଲେଶନରେ ରହି ରହି ବିରକ୍ତ ହୋଇଯାଇଥିଲେ। ନିୟମ ଅନୁସାରେ ସମାଜିକ ଦୂରତା ପାଳନ...
ମାଲ୍ୟା-ନୀରବ-ଚୋକ୍ସି ମାମଲାରେ ୧୮,୧୭୦ କୋଟି ସମ୍ପତ୍ତି ଜବତ…
ନୂଆଦିଲ୍ଲୀ,୨୩।୬: ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍ସି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡ଼ି) ପକ୍ଷରୁ ୮୦.୪୫ ପ୍ରତିଶତ ସମ୍ପତ୍ତି ଜବତ କରାଯାଇଛି। ଏହାର...
ପୁଣି ବଢ଼ିଲା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା…
ନୂଆଦିଲ୍ଲୀ,୧୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିନେ ନୂଆ ଆକ୍ରାନ୍ତ ଏବଂ...
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର...
ମୋଦିଙ୍କୁ ମମତାଙ୍କ ଚିଠି
କୋଲକାତା,୨୪।୬: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ଉପଯୁକ୍ତ ଅନୁମୋଦନ ବିନା କେନ୍ଦ୍ର ସରକାର କୋଭାକ୍ସିନ୍ ଟିକାକୁ ବ୍ୟବହାରିକ ମଞ୍ଜୁରୀ ଦେଇଥିବାରୁ ଜନସାଧାରଣ ଅସୁବିଧାର ସମ୍ମୁଖୀନ ହୋଇଥିବା ପଶ୍ଚିମବଙ୍ଗ...
ଭାକ୍ସିନ ମିଶ୍ରଣକୁ କେନ୍ଦ୍ରର ନା
ନୂଆଦିଲ୍ଲୀ,୨ା୬: କୋଭିଡ୍-୧୯ ନିରାକରଣ ପାଇଁ ଦୁଇ ପ୍ରକାର ଭାକ୍ସିନର ମିଶ୍ରଣକୁ ନେଇ ନାନା ମତ ପ୍ରକାଶ ପାଉଥିବାବେଳେ ମଙ୍ଗଳବାର କେନ୍ଦ୍ର ସରକାର ଏପରି ନ କରିବାକୁ...


