E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inମନୋରଞ୍ଜନ

ଏକଦା ଶାହାରୁଖ୍‌ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…
1:16 pmJune 24, 2021

ମୁମ୍ବାଇ: କିଙ୍ଗ୍‌ଖାନ୍‌ ଶାହାରୁଖ୍‌ଙ୍କୁ ପ୍ରଥମେ ‘କଫି ଓ୍ବିଥ୍‌ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା ଲୋକମାନେ ମଧ୍ୟ ପସନ୍ଦ କରିଥିଲେ। ସେହି ସମୟରେ ଶୋ’ରେ ଅମିତାଭ ବଚ୍ଚନ ପହଞ୍ଚିଥିଲେ। ସେ ତାଙ୍କ ଫିଲ୍ମ ‘ ମୈ ହୁଁ ନା’ର ପ୍ରମୋଶନରେ ବ୍ୟସ୍ତ ଥିଲେ। ସେତେବେଳେ ବିଗ୍‌-ବିଙ୍କ ଫିଲ୍ମ ‘ବ୍ଲାକ୍‌’ ରିଲିଜ ହୋଇଥିଲା।

ଯେତେବେଳେ କରଣ ଜୋହର ଅମିତାଭଙ୍କୁ ଏପରି ଏକ ଜିନିଷର ନାମ ନେବାକୁ କହିଥିଲେ, ଯାହା ଶାହାରୁଖଙ୍କ ପାଖରେ ନାହିଁ। ଏହା ଉପରେ ମେଗାଷ୍ଟାର କହିଥିଲେ ମୋ’ ଉଚ୍ଚତା। ଯେତେବେଳେ ଶାହାରୁଖଙ୍କୁ ଏହି ପ୍ରଶ୍ନ ପଚରାଯାଇଥିଲା ସେତେବେଳେ ସେ କହିଥିଲେ ଲମ୍ବା ସ୍ତ୍ରୀ। ଯାହା ଖୁବ୍‌ ହାସ୍ୟରୋଳ ସୃଷ୍ଟି କରିଥିଲା।


[mc4wp_form id="252536"] All Right Reserved By Dharitri.Com

Posted inମନୋରଞ୍ଜନ View All

କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍‌’

ବମ୍ବେ: ବଲିଉଡ୍‌ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍‌ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା...

ଶେଷରେ ମିଳିଲା ଜାମିନ; ଟ୍ରେଣ୍ଡ ହେଉଛି ‘ଉଇ ସପୋର୍ଟ ପର୍ଲ’

ବମ୍ବେ: ଟେଲି ପରଦାର ଅନ୍ୟତମ ଲୋକପ୍ରିୟ ଅଭିନେତା ପର୍ଲ ବି ପୁରୀ ନାବାଳିକା ବଳାତ୍କାର ମାମଲାରେ ଛନ୍ଦି ହୋଇଯାଇଛନ୍ତି। ଏହା ପରିବାର ସହ ପ୍ରଶଂସକଙ୍କୁ ଶକ୍ତ...

ହନିମୁନ୍‌ରେ ଏହି ଅଭିନେତ୍ରୀଙ୍କୁ ନିଲାମ ଡାକିବେ ବୋଲି କହିଥିଲେ ସ୍ବାମୀ, ଗର୍ଭବତୀ ସମୟରେ ଖାଇଥିଲେ ମାଡ଼

ବଲିଉଡ୍‌ ଅଭିନେତ୍ରୀ କରିସ୍ମା କପୁର ୯୦ ଦଶକର ଶ୍ରେଷ୍ଠ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ। ତାଙ୍କ ଅଭିନୟ ଜୀବନ ଯେତିକି ସଫଳ ତାଙ୍କ ବୈବାହିକ ଜୀବନ ସେତିକି...

୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…

ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ...

ସମାନ୍ଥାଙ୍କୁ ଭେଟିବା ପୂର୍ବରୁ ଅନ୍ୟଜଣଙ୍କୁ ପ୍ରେମ କରୁଥିଲେ ଚେତନ୍ୟ; ଏମିତି ଆଗକୁ ବଢ଼ିଥିଲା କଥା

ବମ୍ବେ: ଅଭିନୟ କରୁକରୁ ସତସତିକା ପ୍ରେମରେ ପଡ଼ିଛନ୍ତି ଅନେକ କଳାକାର। ସେଥିରୁ କିଛି ପ୍ରେମ ସଫଳ ମଧ୍ୟ ହୋଇଛି। ଦକ୍ଷିଣ ଭାରତୀୟ ଅଭିନେତ୍ରୀ ସମାନ୍ଥା ଅକ୍କିନେନୀ...

ଅଭିନୟ ପାଇଁ କମାଇଥିଲେ ଓଜନ…

ମୁମ୍ବାଇ,୯।୬: ବଲିଉଡ ନାୟିକା ସୋନମ କପୁରଙ୍କୁ ବୁଧବାର ୩୬ ବର୍ଷ ପୂରଣ ହୋଇଛି। ୧୯୮୫ ଜୁନ ୯ରେ ମୁମ୍ବାଇର ଚେମ୍ବୁରଠାରେ ସେ ଜନ୍ମ ଗ୍ରହଣ କରିଥିଲେ।...

ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ ମାଧୁରୀ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ...

ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା

ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
Next Post Next post:
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts