ବଲିଉଡ ଅଭିନେତ୍ରୀ କାଜଲ ଅଗ୍ରୱାଲ ତାଙ୍କ ଅଭିନୟରେ ସମସ୍ତଙ୍କୁ ଦର୍ଶକଙ୍କୁ ବାନ୍ଧି ରଖିଛନ୍ତି। ସେ ଚଳିତ ବର୍ଷ ୩୬ ତମ ଜନ୍ମଦିନ ପାଳନ କରୁଛନ୍ତି। କାଜଲ ୧୯ ଜୁନ ୧୯୮୫ ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ ବ୍ୟତୀତ କାଜଲ ତାମିଲ, ତେଲୁଗୁ ଏବଂ ମାଲାୟାଲମ ଚଳଚ୍ଚିତ୍ରରେ ମଧ୍ୟ କାମ କରିଛନ୍ତି। କାଜଲଙ୍କୁ ‘ସିଙ୍ଗହମ’, ‘ସ୍ପେଶାଲ ୨୬’ ଏବଂ ‘ଦୋ ଲାଫଜନ କି କାହାନି’ ଭଳି ଚଳଚ୍ଚିତ୍ରରେ ଦେଖିବାକୁ ମିଳିଥିଲା। ଯଦିଓ କାଜଲ ବଲିଉଡରେ ଏତେଟା ବିସ୍ତାର କରିପାରି ନଥିଲେ, କିନ୍ତୁ ସେ ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ଜଣେ ସଫଳ ଅଭିନେତ୍ରୀ ଅଟନ୍ତି। ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରେ କୋଟି କୋଟି ଟଙ୍କା ପାରିଶ୍ରମିକ ପାଉଛନ୍ତି।
ତାଙ୍କ ଫିଟନେସ ଠାରୁ ଆରମ୍ଭ କରି ବିଳାସପୂର୍ଣ୍ଣ ଜୀବନ ପର୍ଯ୍ୟନ୍ତ, କାଜଲ ସବୁବେଳେ ଚର୍ଚ୍ଚାରେ ଥାଆନ୍ତି । କାଜଲ ଗୋଟିଏ ବର୍ଷରେ ୧୪ କୋଟି ଟଙ୍କା କମାଇଛନ୍ତି। ତାଙ୍କ ଚଳଚ୍ଚିତ୍ର କ୍ୟାରିୟର ଆରମ୍ଭ କରିବା ପୂର୍ବରୁ କାଜଲ ଅନେକ ବିଜ୍ଞାପନରେ ମଧ୍ୟ ଅଭିନୟ କରିଥିଲେ। କାଜଲ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ନିଜର କ୍ୟାରିଅର୍ ଆରମ୍ଭ କରିଥିଲେ । କୁହାଯାଉଛି ଯେ ସେ ଫିଲ୍ମ ‘କୁଁ୍ୟ ହୋ ଗୟା ନା’ରେ ବ୍ୟାକଗ୍ରାଉଣ୍ଡ ଡ୍ୟାନ୍ସର ଭାବରେ ଅଭିନୟ କରିଥିଲେ। କାଜଲ ଏହା ମଧ୍ୟ କହିଛନ୍ତି ଯେ, ସେ ହିନ୍ଦୀ ଚଳଚ୍ଚିତ୍ର ଜାରି ରଖିବେ କିନ୍ତୁ ତାମିଲ ଏବଂ ତେଲୁଗୁ ଚଳଚ୍ଚିତ୍ରରେ କାମ କରିବା ବନ୍ଦ କରିବେ ନାହିଁ, କାରଣ ଏହିଠାରୁ ହିଁ ତାଙ୍କ କ୍ୟାରିୟର ଆରମ୍ଭ ହୋଇଥିଲା।
ଫିଲ୍ମର ଉଲଗ୍ନ ଦୃଶ୍ୟ ଯୋଗୁ ରାତି ସାରା କାନ୍ଦୁଥିଲେ ଏହି ଅଭିନେତ୍ରୀ, ଶୁଟିଂ ବେଳେ କେବଳ ରହୁଥିଲେ ନିର୍ଦ୍ଦେଶକ
ବମ୍ବେ: ଅଭିନେତ୍ରୀ ସୀମା ବିଶ୍ୱାସ ବଣ୍ଡିତ୍ କୁଇନ୍ ନାମରେ ଖ୍ୟାତ। ଫୁଲନ ଦେବୀଙ୍କ ବାସ୍ତବ ଜୀବନ ଉପରେ ଆଧାରିତ ଫିଲ୍ମରେ ସେ ନଜର ଆସିଥିଲେ। ଫିଲ୍ମରେ...
ସତ୍ୟନାରାୟଣ କି କଥାରେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍ଲାଇଟ୍ରେ...
ବୋଲ୍ଡ ଶଟ୍ ପାଇଁ..
କିଆରା ଆଡଓ୍ବାନୀଙ୍କୁ ନେଇ ଏବେ ଚର୍ଚ୍ଚା। କାରଣ କ’ଣ ଜାଣନ୍ତି ? ନିକଟରେ ଏକ ସିନେମାରେ ଅଭିନୟ କରିବାକୁ ତାଙ୍କୁ ଅଫର ମିଳିଥିଲା। କିନ୍ତୁ ଏଥିରେ...
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର...
ବେବି ବମ୍ପ୍ରେ ନଜର ଆସିଲେ ନୁସରତ
ମୁମ୍ବାଇ: ଟିଏମ୍ସି ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ...
‘ଭାଗ୍ ମିଲ୍ଖା ଭାଗ୍’ ପାଇଁ ଟଙ୍କାଏ ପାଉଣା ନେଇଥିଲେ ‘ଫ୍ଲାଇଂ ଶିଖ୍’
ବମ୍ବେ: ଭାରତର ମହାନ ଧାବକ ମିଲ୍ଖା ସିଂହଙ୍କ ପରଲୋକକୁ ନେଇ ଶୋକରେ ବୁଡ଼ିଛି ପୁରା ଦେଶ। ଚାରି ଚାରି ଥରେ ସ୍ବର୍ଣ୍ଣ ପଦକ ବିଜେତା ଥିବା...
ଜାମିନ୍ରେ ମୁକୁଳି କରନ୍ଙ୍କ ପାଲଟା ଅଭିଯୋଗ: ମୋତେ ଫସାଇବା ପାଇଁ ସ୍ତ୍ରୀ ନିଜେ କାନ୍ଥରେ ନିଜ ମୁଣ୍ଡ ପିଟିଥିଲେ, ପରିବାରକୁ…
ବମ୍ବେ: ବିବାହର ୯ ବର୍ଷ ପରେ ସମ୍ପର୍କରେ ଫାଟ ନେଇ ନାନାଦି ଚର୍ଚ୍ଚା ପରେ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି କଥା। ଆମେ କଥା...
ଗର୍ଲଫ୍ରେଣ୍ଡ ମୋତେ ହୃଦୟରୁ ଜାଣିଛନ୍ତି କହିଲେ ଏହି ଅଭିନେତା
ମୁମ୍ବାଇ,୨ା୬: ଅର୍ଜୁନ କପୁର ଏବଂ ମଲାଇକା ଆରୋରା ସେମାନଙ୍କ ରୋମାନ୍ସକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ଦୁଇଜଣ ଦୀର୍ଘଦିନ ଧରି ଡେଟ୍ରେ ରହି ଆସୁଛନ୍ତି। ଏକ...


