E-Paper
  • logo
  • Saturday 13th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ଜାତୀୟ

ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି ପାଇଁ ପର୍ଯ୍ୟାପ୍ତ !…
2:12 pmJune 1, 2021

ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ସଂକ୍ରମଣକୁ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏ ରିସ୍ଥଳେ ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ଯେ, ଭାକ୍ସିନ୍‌ର ଗୋଟିଏ ଡୋଜ୍‌ ଶରୀରରେ ରୋଗପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ପ୍ରର୍ଯ୍ୟାପ୍ତ। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ କେବଳ ଥରେ ଡୋଜ୍‌ ନେଲେ ଆବଶ୍ୟକ ଆଣ୍ଟିବଡ଼ି ସୃଷ୍ଟି ହୋଇପାରିଥାଏ ବୋଲି ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହାକୁ ନେଇ କେତେକ ବିଶେଷଜ୍ଞ ତର୍କ କରିଛନ୍ତି। ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟର ଗବେଷକ ୨୦ ଜଣ ଲୋକଙ୍କ ଉପରେ ଅଧ୍ୟୟନ କରି ଏହା ଜାଣିପାରିଛନ୍ତି। ଏବେ ଏହାର ରିପୋର୍ଟକୁ ପ୍ରକାଶ କରିବା ଲାଗି ପଠାଯାଇଛି। ଗବେଷକମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପାଖକୁ ଏହି ରିପୋର୍ଟ ପଠାଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ଲୋକଙ୍କୁ ଗୋଟିଏ ଡୋଜ୍‌ ପ୍ରଦାନ କଲେ ଦେଖାଦେଇଥିବା ଭାକ୍ସିନ୍‌ର ଅଭାବ ପୂରଣ ହୋଇପାରିବ ବୋଲି ଏଥିରେ ଉଲ୍ଲେଖ କରାଯାଇଛି। ଏହି ରିପୋର୍ଟକୁ ନେଇ ବୈଜ୍ଞାନିକ ପ୍ରଫେସର ଗରିଧର ବାବୁ ପ୍ରଶ୍ନ ଉଠାଇଛନ୍ତି। ମହାମାରୀ ବିରୋଧରେ ଜାରି ରହିଥିବା ଲଢ଼େଇରେ ଏଭଳି ରିପୋର୍ଟ ଆଧାରରେ ଟିକାକରଣ ଗ୍ରହଣୀୟ ନୁହେଁ ବୋଲି ସେ କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ଜାତୀୟ View All

ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…

ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍‌ ଲ୍ୟାବ୍‌କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ...

ଭାଜପାକୁ ଝଟ୍‌କା: ଟିଏମ୍‌ସିକୁ ଫେରିପାରନ୍ତି ମୁକୁଲ ରାୟ

କୋଲକତା,୧୧।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ହାରିବା ପରେ ଭାଜପାକୁ ଆଉ ଏକ ଝଟକା ଲାଗିଛି। ଭାଜପା ବଡ ନେତା ମୁକୁଲ ରାୟ ନିଜ ପୁଅ ଶୁଭ୍ରାଂଶୁଙ୍କ...

ଚଳନ୍ତା ଟ୍ରେନ୍‌ର ଟଏଲେଟ୍‌ ସାମ୍ନାରେ ବିବାହିତା ମହିଳାଙ୍କ ମୁଣ୍ଡରେ ସିନ୍ଦୁର ଦେଲେ ଯୁବକ, କାରଣ ଜାଣିଲେ…

ପାଟଣା,୧୧ା୬: ବିହାରର ସୁଲତାନଗଞ୍ଜରୁ ଏମିତି ଏକ ବିବାହ ଖବର ଆସିଛି ଯାହା ଶୁଣିଲେ ଆଶ୍ଚର୍ଯ୍ୟ ହେବେ। ମାତ୍ର ଏହା ସତ ଘଟଣା। ଜଣେ ବିବାହିତା ମହିଳା...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

ଦୁଇ ଡୋଜ୍‌ ମଧ୍ୟରେ କମ ସମୟ ସୀମା ଦ୍ୱାରା ବଢ଼ିବ ପ୍ରତିରୋଧକ ଶକ୍ତି…

ନୂଆଦିଲ୍ଲୀ,୫।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଭାରତ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ...

ପ୍ରିୟଙ୍କା-ରାହୁଲଙ୍କ ସହ ହୋଇପାରିଲାନି ସାକ୍ଷାତକାର: ନିରାଶ ହୋଇ ଫେରିଲେ ସଚିନ

ନୂଆଦିଲ୍ଲୀ,୧୬।୬: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଓ ସଚିନ ପାଇଲଟଙ୍କ ମଧ୍ୟରେ ରାନୈତିକ ସଙ୍କଟ ଜାରି ରହିଛି। ଦୁହିଁଙ୍କ ମଧ୍ୟରେ ଥିବା ବିବାଦ ଥମିବାର ନା...

ମାଡ଼ି ଆସୁଛି ନୂଆ ବିପଦ, ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଭାକ୍ସିନ୍‌କୁ ପ୍ରଭାବହୀନ କରିବା ଆଶଙ୍କା…

ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଡେଲ୍ଟା ଭାରିଆଣ୍ଟ୍‌ ଯୋଗୁ ଦେଶରେ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା...

ଆଜମଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର

ଲକ୍ଷ୍ନୌ,୧୬।୬: ଉତ୍ତରପ୍ରଦେଶର ସାମଜବାଦୀ ପାର୍ଟି (ଏସ୍‌ପି)ର ବରିଷ୍ଠ ନେତା ତଥା ଲୋକ ସଭା ଏମ୍‌ପି ଆଜମ ଖାଁଙ୍କ ସ୍ବାସ୍ଥ୍ୟବସ୍ଥା ଏବେ ବିଗିଡ଼ିବାରେ ଲାଗିଛି। ଗତ କିଛି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶେଷରେ ମାନିଲା ଚାଇନା: ଗଲଓ୍ବାନ ଘାଟି ସଂଘର୍ଷର ମୃତ ସୈନ୍ୟଙ୍କୁ ପ୍ରଦାନ କଲା ବୀର ପଦକ…
Next Post Next post:
ମୋଦି ସରକାର ଦେଶର ଅର୍ଥନୀତିକୁ ରୁଗ୍‌ଣ କରିଛନ୍ତି: ସୁବ୍ରମଣ୍ୟମ ସ୍ବାମୀ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts