E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ

ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
11:29 pmJune 26, 2021June 27, 2021

ଝାରସୁଗୁଡା ଅଫିସ୍‌,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ ବାପା ଶିବରତନ ଗୋଣ୍ଡ, ବଡ ପୁଅ (ବିପିନ) ଓ ସାନ ପୁଅ (ଅମୋଦ) ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ସ୍ଥାନୀୟ ମଣ୍ଡଳିଆ ସ୍ଥିତ ଏମ୍‌ସିଏଲ୍‌ ହସ୍ପିଟାଲ୍‌ରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଅମୋଦଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟ ଓ ପରେ ବୁର୍ଲା ଭିଏସ୍‌ଏସ୍‌ ହସ୍ପିଟାଲ୍‌କୁ ଶନିବାର ରାତିରେ ସ୍ଥାନାନ୍ତର କରାଯାଇଛି। ଏନେଇ ଓରିଏଣ୍ଟ ଥାନାରେ ଆହତ ବିପିନଙ୍କ ଲିଖିତ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ. ୭୯/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ପିଣ୍ଟୁ ଗଣ୍ଡ(୨୬)ଙ୍କୁ ପୋଲିସ୍‌ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଫେରାର୍‌ ଅନ୍ୟ ୩ ଅଭିଯୁକ୍ତଙ୍କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ତଦନ୍ତକାରୀ ଆଇଆଇସି କଲ୍ୟାଣି ବେହେରା କହିଛନ୍ତି।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଝାରସୁଗୁଡ଼ା, ରାଜ୍ୟ View All

ବୟସ୍କ, ଦିବ୍ୟାଙ୍ଗଙ୍କ ପାଇଁ ‘ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର’

ଭୁବନେଶ୍ୱର, ୩୧।୫(ବ୍ୟୁରୋ): ବୟସ୍କ ଓ ଦିବ୍ୟାଙ୍ଗଙ୍କ ପାଇଁ ଘର ନିକଟରେ ଟିକାକରଣ କେନ୍ଦ୍ର ବା ନିଅର ଟୁ ହୋମ୍‌ ଟିକାକରଣ କେନ୍ଦ୍ର (ଏନ୍‌ଏଚ୍‌ସିଭିସି) କରିବାକୁ କେନ୍ଦ୍ର...

ବର୍ଷାରେ ଧୋଇଗଲା ଡାଇଭର୍ସନ

କେନ୍ଦୁଝର, ୧୩।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଖଡ଼ିବାହାଳୀ ଛକ ନିକଟସ୍ଥ କଙ୍କଡାନାଳ ରାସ୍ତା ଲଘୁଚାପ ବର୍ଷାରେ ଧୋଇଯାଇଛି। ଏନେଇ ନରଣପୁର ବ୍ରାହ୍ମଣୀପାଳ ଯୋଗାଯୋଗ ବିଚ୍ଛିନ୍ନ...

ପଦୋନ୍ନତିକୁ ହଁ, ବଦଳିକୁ ନା

କଟକ ଅଫିସ,୨୮।୬: କଟକ କମିଶନରେଟ ପୋଲିସର ପଦୋନ୍ନତି ଓ ବଦଳିରେ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି। କମିଶନରେଟ ପୋଲିସରେ କାର୍ଯ୍ୟରତ ଅଧିକାରୀଙ୍କ କଟକ ପ୍ରୀତି ଛାଡୁ ନାହିଁ।...

କରୋନା ମହାମାରୀ ଯୋଗୁ ଫିକା ପଡିଲା ରଜ ମଉଜ

ବୁଗୁଡ଼ା,୧୬।୬(ଡି.ଏନ.ଏ) : ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବୁଗୁଡ଼ା ଅଞ୍ଚଳରେ ନିରାଡ଼ମ୍ବର ଭାବେ ପାଳିତ ହେଉଛି ରଜ ପର୍ବ। ରଜରେ ଝିଅମାନେ ସାମୂହିକ ଭାବେ...

ବିଦେଶରେ ମୟୂରଭଞ୍ଜ ଛତୁ

ବାରିପଦା ଅଫିସ,୧୧।୬-ରାଜ୍ୟ ତଥା ବିଦେଶକୁ ଏବେ ରପ୍ତାନୀ ହେଉଛି ‘ମୟୂରଭଞ୍ଜ ମସୃମ’। ଜିଲା ତଥା ରାଜ୍ୟ ବାହାରେ ଛତୁ ଓ ମଞ୍ଜିର ବେଶ୍‌ ଚାହିଦା ରହଛି।...

କରୋନା ଲଦିଲା ୭ ବର୍ଷର ଝିଅ ମୁଣ୍ଡରେ ଦାୟିତ୍ୱର ପାହାଡ଼

ଭୋଗରାଇ,୧୪।୬- ବାପା ମା’ଙ୍କୁ ଛଡ଼ାଇ ନେଲା ମହାମାରୀ। ଉଜୁଡ଼ିଗଲା ସଂସାର। ଏବେ ପରିବାରରେ କେବଳ ୭ ବର୍ଷର ଝିଅ କ୍ରିଷ୍ଣା ଆଉ ତା’ର ଦେଢ଼ ମାସର...

ପୋଲିସ କଲା ରାଜପଥ ମରାମତ

କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍‌ ପ୍ରଶଂସା ସାଉଣ୍ଟିଛି। ଏହି...

ସ୍କୁଲ୍‌ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍‌କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
୨ ଦିନ ବର୍ଷା
Next Post Next post:
ପ୍ରୀତି

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts