E-Paper
  • logo
  • Monday 15th June 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ଫୁରସତ

ଗୋଟିଏ ଆମ୍ବର ଦାମ୍‌ ୨୧ ହଜାର: ସୁରକ୍ଷା ଦାୟିତ୍ୱରେ ୪ ସୁରକ୍ଷାକର୍ମୀ, ୬ କୁକୁର…
12:13 pmJune 16, 2021

ଜବଲପୁର,୧୬।୬: ଗୋଟିଏ ଆମ୍ବର ଦାମ୍‌ ପୁଣି ୨୧ ହଜାର ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ତେବେ ମଧ୍ୟପ୍ରାଦେଶର ଜବଲପୁରରେ ବାସ କରୁଥିବା ଚାଷୀ ଦମ୍ପତି ସଂକଳ୍ପ ପରିହାର ଏବଂ ରାନୀ ପରିହାରଙ୍କ ବଗିଚାରେ ଏହି ଆମ୍ବ ଫଳିଛି। ୨ଟି ଗଛରେ ଫଳିଥିବା ଥିବା ୭ଟି ଲାଲ୍‌ ରଙ୍ଗର ଆମ୍ବର ସୁରକ୍ଷା ପାଇଁ ୪ ସୁରକ୍ଷାକର୍ମୀ ଏବଂ ୬ କୁକୁରଙ୍କୁ ନିୟୋଜିତ କରାଯାଇଛି। ଚେନ୍ନାଇର ଜଣେ ବ୍ୟକ୍ତି ତାଙ୍କୁ ଏହି ଆମ୍ବର ଗଛର ଚାରା ଦେଇଥିଲେ। ଜାପାନର ମିୟାଜାକି ପ୍ରଜାତିର ଆମ୍ବ ଫଳିଛି। ଏହା ପୃଥିବୀର ସବୁଠାରୁ ମହଙ୍ଗା ଆମ୍ବ। ଅନ୍ତର୍ଜାତୀୟ ବଜାରରେ ଗତବର୍ଷ ଏହି ଆମ୍ବ କିଲୋଗ୍ରାମ୍‌ ପ୍ରତି ୨ ଲକ୍ଷ ୭୦ ହଜାର ଟଙ୍କାରେ ବିକ୍ରି ହୋଇଥିବା ଚାଷୀ ଦମ୍ପତି ପ୍ରକାଶ କରିଛନ୍ତି। ଗତବର୍ଷ ଚୋର ଗଛରୁ ଆମ୍ବ ଚୋରି କରିବା ସହିତ ବହୁ ଡାଳ ଭାଙ୍ଗି ଦେଇଥିଲେ। ତେବେ ଯତ୍ନ କରି ଗଛ ଦୁଇଟିକୁ ସୁରକ୍ଷିତ ରଖାଯାଇଥିଲା। ଏବର୍ଷ ଯେଭଳି ଆମ୍ବ ଚୋରି ନ ହେବ ସେଥିପାଇଁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସଂକଳ୍ପ ଆମ୍ବ ପ୍ରଜାତିର ନାମ ଜାଣି ନ ଥିବାରୁ ଗତବର୍ଷ ଏହାର ନାମ ତାଙ୍କ ମା‘ଙ୍କ ନାମ ଅନୁସାରେ ଦାମିନୀ ରଖିଥିଲେ। ତେବେ ପରେ ଆମ୍ବର ପ୍ରକୃତ ନାମ ସମ୍ପର୍କରେ ସେ ଜାଣିଥିବା କହିଛନ୍ତି। ସୂଚନାଯୋଗ୍ୟ, ଆଫଗାନିସ୍ତାନର ନୁରଜାହାଁ ଆମ୍ବର ଦାମ୍‌ ସର୍ବାଧିକ। ଏହା ପଛକୁ ଜାପାନର ମିୟାଜାକି ପ୍ରଜାତିର ଦାମ ରହିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ଫୁରସତ View All

ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ

ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା...

କରୋନାରୁ ଶିଶୁଙ୍କୁ ସୁରକ୍ଷା ଦେବ ମିଳିମିଳା ଟିକା

ନୂଆଦିଲ୍ଲୀ, ୨୩।୬: କରୋନା ସଂକ୍ରମଣର ତୃତୀୟ ଲହର ଶିଶୁଙ୍କୁ ଅଧିକ ପ୍ରଭାବିତ କରିବା ନେଇ ଚିନ୍ତା ପ୍ରକଟ କରାଯାଉଛି। ହେଲେ ମିଳିମିଳା ଟିକା ଏଥିରୁ ସୁରକ୍ଷା...

ବାଘ, ସିଂହର କରୋନା ମୃତ୍ୟୁ

ରାଞ୍ଚି/ଚେନ୍ନାଇ: ତାମିଲନାଡୁର ଭଣ୍ଡାଲୁରସ୍ଥିତ ଆରିଗ୍‌ନାର ଆନ୍ନା ଜାତୀୟ ଉଦ୍ୟାନରେ ୯ ସିଂହ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୯ ବର୍ଷର ଏକ ମାଈ...

ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…

ଏକ ବିବାହ ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାନ ଭଉଣୀ ଅର୍ଥାତ୍‌ ଶାଳୀ ଚୁମ୍ବନ ଦେବା ଘଟଣା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ବିବାହ...

ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହେଲେ ଏହି ମହିଳା, ପିଲାଙ୍କ ପାଇଁ ସପ୍ତାହକୁ ଖର୍ଚ୍ଚ ହୁଏ…

ରୁଷିଆର ଜଣେ ମହିଳା ବର୍ଷକ ମଧ୍ୟରେ ୨୦ ସନ୍ତାନର ମା’ ହୋଇଛନ୍ତି। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ କଥାଟା ସତ। ୨୩ ବର୍ଷୀୟା କ୍ରିଷ୍ଟିନାଙ୍କ ସ୍ବାମୀ ଜଣେ...

ଭୁଲ୍‌ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍‌କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ...

୧୫ ଜୁନ୍‌ରୁ ଲଭ୍‌ ଜିହାଦ୍‌ ଆଇନ: ଦୋଷୀଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌…

ଅହମଦାବାଦ,୫।୬: ଲଭ୍‌ ଜିହାଦ୍‌ ଆଇନ୍‌ ଗୁଜରାଟରେ ୧୫ ଜୁନ୍‌ରୁ ପ୍ରଣୟନ ହେବାକୁ ଯାଉଛି। ଏହି ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌...

ପଶ୍ଚିମବଙ୍ଗ ଗଣବଳାତ୍କାର: ତଦନ୍ତରେ ଖୁସି ନାହାନ୍ତି ୨ ପୀଡ଼ିତା

ନୂଆଦିଲ୍ଲୀ,୧୫।୬: ମେ’ ୩ ତାରିଖରେ ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ୧୦୦ରୁ ୨୦୦ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସମର୍ଥକ ଘରକୁ ଚାରିଆଡ଼ୁ ଘେରି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଏଠି ମାରିବି ଶ୍ମଶାନରେ ପଡ଼ିବ
Next Post Next post:
ଶିଡ଼ି ଚଢ଼ିବାରେ ଶିଶୁକୁ ରୋକୁଛି କୁକୁର, କାରଣ ଜାଣିଲେ…

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts