ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି। ହେଲେ ଏହି ସମୟରେ କିଛି ରୋଚକ ତଥ୍ୟ ସମ୍ନାକୁ ଆସିଛି। ମେ ମାସରେ ଘରୋଇ ଡାକ୍ତରଖାନାଗୁଡିକରେ ମାତ୍ର ୧୭.୦୫% ଡୋଜ ବ୍ୟବହାର କରାଯାଇଥିବା ବେଳେ ବହୁତ ଡୋଜ ଅବ୍ୟବହୃତ ହୋଇ ରହିଥିବା ଜଣାପଡିଛି। ବର୍ତ୍ତମାନ ସାରା ଦେଶରେ ଟିକା ଅଭାବ ଦେଖା ଦେଇଥିବା ବେଳେ ଏଭଳି ଏକ ଘଟଣା ଖୋଦ ସରକାରୀଙ୍କ ପକ୍ଷରୁ କୁହାଯାଇଛି। ଘରୋଇ ହସ୍ପିଟାଲଗୁଡିକ ଆବଶ୍ୟକ ପରିମାଣରେ ଟିକା ଦିଆଯାଇଥିଲେ ମଧ୍ୟ ତାହାର ସଠିକ ବ୍ୟବହାର ହୋଇନାହିଁ ବୋଲି ସରକାରୀ ତଥ୍ୟରେ ଉଲ୍ଲେଖ ପାଇଛି। ଜୁନ୍ ୪ରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ମେ’ରେ ଦେଶରେ କରୋନା ଟିକାର ୭.୪ କୋଟି ଡୋଜ ଉପଲବ୍ଧ ଥିଲା।
ମଲ୍ ଖୋଲିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲା ଏସ୍ସିଏଆଇ
ଭୁବନେଶ୍ୱର: କରୋନା ମହାମାରୀରେ ନିୟନ୍ତ୍ରଣ ଓ ସୁରକ୍ଷିତ ଭାବେ ମଲ୍ଗୁଡ଼ିକୁ ଖୋଲିବା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପ୍ରଦାନ ପାଇଁ ଶପିଂ ସେଣ୍ଟର ଆସୋସିଏଶନ ଅଫ୍ ଇଣ୍ଡିଆ...
ଡାକ ବିଭାଗର ବିଶେଷ ରଦ୍ଦକରଣ କାର୍ଯ୍ୟକ୍ରମ
ଭୁବନେଶ୍ୱର: ଚଳିତ ମାସ ୨୧ରେ ବିଶ୍ୱ ଯୋଗ ଦିବସର ମହତ୍ତ୍ୱ ପ୍ରତିପାଦନ ନିମିତ୍ତ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ବିଶେଷ ରଦ୍ଦକରଣ (ସ୍ପେଶାଲ କ୍ୟାନସେଲେଶନ)...
ଅର୍ଥ ବ୍ୟବସ୍ଥା ପାଇଁ ଆସିପାରେ ଅଧିକ ପଦକ୍ଷେପ
ନୂଆଦିଲ୍ଲୀ: କରୋନା ମହାମାରୀ ଦ୍ୱିତୀୟ ଲହର ଯୋଗୁ ଦେଶର ଅର୍ଥ ବ୍ୟବସ୍ଥା ବର୍ତ୍ତମାନ ପ୍ରଭାବିତ ହୋଇ ରହିଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ପୁଣି ଥରେ ପ୍ରୋତ୍ସାହିତ କରିବା...
ରାଷ୍ଟ୍ରାୟତ୍ତ ତେଲ କମ୍ପାନୀ ଏଫ୍ଡିଆଇ ସୀମା ବଢ଼ିପାରେ
ନୂଆଦିଲ୍ଲୀ: କେନ୍ଦ୍ର ସରକାର ରାଷ୍ଟ୍ରାୟତ୍ତ ତୈଳ କମ୍ପାନୀଗୁଡ଼ିକରେ ପୁଞ୍ଜି ପ୍ରତ୍ୟାହାର ଯୋଜନାକୁ ଆଗକୁ ବଢ଼ାଉଛନ୍ତି। ଏ କ୍ଷେତ୍ରରେ ବିଦେଶୀ ପ୍ରତ୍ୟକ୍ଷ ପୁଞ୍ଜି ନିବେଶ(ଏଫ୍ଡିଆଇ) ନିୟମ ପ୍ରତିବନ୍ଧକ...
ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨ ଗୁଣ ବଢ଼ିଲା
ନୂଆଦିଲ୍ଲୀ,୧୭।୬: ଚଳିତ ଆର୍ଥତ୍କ ବର୍ଷ ଅଦ୍ୟାବଧି ପ୍ରତ୍ୟକ୍ଷ ଟିକସ ସଂଗ୍ରହ ବେଶ୍ ଉନ୍ନତ ରହିଛି। ଆୟକର ବିଭାଗ ସୂଚନା ମୁତାବକ, ପ୍ରତ୍ୟକ୍ଷ ଟିକସ ସଂଗ୍ରହ ୨...
ଆର୍ବିଆଇ ଏମ୍ପିସି ବୈଠକ ଆରମ୍ଭ
ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ(ଆର୍ବିଆଇ)ର ମୁଦ୍ରାନୀତି କମିଟି(ଏମ୍ପିସି) ବୈଠକ ବୁଧବାରଠାରୁ ଆରମ୍ଭ ହୋଇଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ୪...
ଡିଏପି ସାର ସବ୍ସିଡି ୭୦୦ ଟଙ୍କା ବୃଦ୍ଧି
ନୂଆଦିଲ୍ଲୀ,୧୭।୬: କେନ୍ଦ୍ର ସରକାର ଡିଏପି ସାର ଉପରେ ବ୍ୟାଗ୍ ପିଛା ସବ୍ସିଡିକୁ ୭୦୦ ଟଙ୍କା ବଢ଼ାଇଛନ୍ତି। ବୁଧବାର କେନ୍ଦ୍ର କ୍ୟାବିନେଟ୍ ଏ ସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ପ୍ରଦାନ...
ତେଲ ଦରରୁ ଏବେ ମିଳିବନି ଆଶ୍ୱସ୍ତି
ନୂଆଦିଲ୍ଲୀ: କରୋନା କାଳରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀର ଦରଦାମ ବୃଦ୍ଧି ଜନିତ ଚିନ୍ତାରେ ରହିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ତେଲ ଦର ବର୍ତ୍ତମାନ ୧୦୦ ଟଙ୍କା...


