ନୂଆଦିଲ୍ଲୀ,୧୩।୬: ସାରା ଦେଶ କୋଭିଡ୍ ମହାମାରୀ ଭୟରେ ଦିନ କାଟୁଛନ୍ତି। କୋଭିଡ୍ ଟିକା ନେବା ଦ୍ୱାରା ମହାମାରୀରୁ କିଛି ମାତ୍ରାରେ ସୁରକ୍ଷିତ ରହିପାରିବା ବୋଲି କୁହାଯାଇଛି। ହେଲେ ଏହି ସମୟରେ କିଛି ରୋଚକ ତଥ୍ୟ ସମ୍ନାକୁ ଆସିଛି। ମେ ମାସରେ ଘରୋଇ ଡାକ୍ତରଖାନାଗୁଡିକରେ ମାତ୍ର ୧୭.୦୫% ଡୋଜ ବ୍ୟବହାର କରାଯାଇଥିବା ବେଳେ ବହୁତ ଡୋଜ ଅବ୍ୟବହୃତ ହୋଇ ରହିଥିବା ଜଣାପଡିଛି। ବର୍ତ୍ତମାନ ସାରା ଦେଶରେ ଟିକା ଅଭାବ ଦେଖା ଦେଇଥିବା ବେଳେ ଏଭଳି ଏକ ଘଟଣା ଖୋଦ ସରକାରୀଙ୍କ ପକ୍ଷରୁ କୁହାଯାଇଛି। ଘରୋଇ ହସ୍ପିଟାଲଗୁଡିକ ଆବଶ୍ୟକ ପରିମାଣରେ ଟିକା ଦିଆଯାଇଥିଲେ ମଧ୍ୟ ତାହାର ସଠିକ ବ୍ୟବହାର ହୋଇନାହିଁ ବୋଲି ସରକାରୀ ତଥ୍ୟରେ ଉଲ୍ଲେଖ ପାଇଛି। ଜୁନ୍ ୪ରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁସାରେ ମେ’ରେ ଦେଶରେ କରୋନା ଟିକାର ୭.୪ କୋଟି ଡୋଜ ଉପଲବ୍ଧ ଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.