ଯାଜପୁର ଅଫିସ,୨।୬: ଲକ୍ଡାଉନ୍ରେ ଲୁଗା ଗୋଦାମ ଖୋଲିବା ପଡ଼ିଲା ମହଙ୍ଗା। ପରେ ଗୋଦାମ ସିଲ ହେବା ସହିତ ଲୁଗା କିଣିବାକୁ ଭିଡ଼ ଲଗାଇଥିବା ଗ୍ରାହକଙ୍କୁ ତଣ୍ଡଗଣିବାକୁ ପଡ଼ିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଯାଜପୁର ରୋଡରେ। ଯାଜପୁର ରୋଡ ନହକା ରାଇସ ମିଲ ପରିସରରେ ଥିବା ଏକ ଲୁଗା ଗୋଦାମକୁ ପୋଲିସ ସିଲ କରିଦେଇଛି। ଲକ୍ଡାଉନ୍ ନିୟମ ଉଲ୍ଲଙ୍ଘନ କରି ଗୋଦାମ ଖୋଲିଥିବା ସମୟରେ ପୋଲିସ ଓ ପୌର ପ୍ରଶାସନ ପକ୍ଷରୁ ମିଳିତ ଚଢ଼ାଉ କରାଯାଇଥିଲା। ଏହି ସମୟରେ ଗୋଦାମ ଭିତରେ ପ୍ରାୟ ଶହେରୁ ଅଧିକ ଲୋକେ ଥିଲେ। ନିୟମ ଉଲ୍ଲଂଘନଲାଗି ଗୋଦାମରେ ଜମା ହୋଇଥିବା ସମସ୍ତ ଗ୍ରାହକଙ୍କଠାରୁ ୫ ଶହ ଟଙ୍କା ଲେଖାଏ ଫାଇନ ଆଦାୟ କରିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.