ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ ମଧ୍ୟରେ ମୂଲ୍ୟାଙ୍କନ ସୂତ୍ର ପ୍ରସ୍ତୁତ କରିବାକୁ ଗୁରୁବାର ସୁପ୍ରିମ୍କୋର୍ଟ କହିଛନ୍ତି। ଏହା ସହିତ ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ବୋର୍ଡ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି।
Posted inକରୋନା ଭାଇରସ୍, ଜାତୀୟ View All
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର...
୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩
ନୂଆଦିଲ୍ଲୀ, ୧୦।୬(ପି.ଟି.): ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍ ଓ୍ବାଲର୍ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍ସରେ ଇଣ୍ଡିଆନ ଇନ୍ଷ୍ଟଚ୍ୟୁଟ୍...
କୋଭିଶିଲ୍ଡ ନେଇ ଭୟ ନାହିଁ, ଭାକ୍ସିନ୍ ଅଭାବ ଯୋଗୁ ବଢୁଛି ସମୟ ସୀମା: ନୀତି ଆୟୋଗ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ...
କରୋନାକୁ ସର୍ଜିକାଲ ଷ୍ଟ୍ରାଇକ୍ କର
ମୁମ୍ବାଇ,୧୦ା୬: କେନ୍ଦ୍ର ସରକାର ସୀମାରେ ଅପେକ୍ଷା କରନ୍ତୁ ନାହିଁ। କରୋନା ଭାଇରସ୍ ଆମର ସବୁଠୁ ବଡ଼ ଶତ୍ରୁ। ଏହାକୁ ଶେଷ କରିବାକୁ ପଡ଼ିବ। କେନ୍ଦ୍ରର ଆଭିମୁଖ୍ୟ...
ପୁଣି ଥରେ ସିଦ୍ଧାର୍ଥ ହେଲେ ‘ମୋଷ୍ଟ ଡିଜାରେବଲ ମ୍ୟାନ-୨୦୨୦’
ମୁମ୍ବାଇ,୧୧।୬: ଟେଲି ପପୁଲାର ଶୋ’ ବିଗ୍ ବସ୍-୧୩ର ବିଜେତା ତଥା ଅଭିନେତା ସିଦ୍ଧାର୍ଥ ଶୁକ୍ଲା ପୁଣି ଥରେ ଲୋକପ୍ରିୟତା ହାସଲ କରିପାରିଛନ୍ତି। ପ୍ରଶଂସକଙ୍କ ମନକୁ ଜିଣିପାରି...
ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି
ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...
ଟିକା ନେବା ସତ୍ତ୍ୱେ ୨୭୪ ଆକ୍ରାନ୍ତ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ଟିକା ନେବା ପରେ କରୋନାରେ ଆକ୍ରାନ୍ତଙ୍କ ସମ୍ପର୍କରେ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର (ଆର୍ଏମ୍ଆର୍ସି) ଏକ ଗବେଷଣା କରିଥିଲା। ରାଜ୍ୟର ପ୍ରମୁଖ ସ୍ବାସ୍ଥ୍ୟକେନ୍ଦ୍ରରୁ...
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭...


