ଛତ୍ରପୁର,୧୩।୬(ଡି.ଏନ୍.ଏ.): ଆଗାମୀ ଦିନରେ କରୋନାର ତୃତୀୟ ଲହରରେ ଶିଶୁମାନେ ବେଶି ସଂକ୍ରମିତ ହେବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। ଏହି ପରିପ୍ରେକ୍ଷୀରେ କରୋନା ସଂକ୍ରମଣଠାରୁ ଶିଶୁମାନଙ୍କୁ ଦୂରେଇ ରଖିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ତରଫରୁ ଜିଲାର ସମସ୍ତ ଘରକୁ ଘର ବୁଲି ଶିଶୁମାନଙ୍କର କୋଭିଡ୍ ଲକ୍ଷଣ ଯାଞ୍ଚ ଚାଲିଛି । ଏହି ଯାଞ୍ଚ ପ୍ରକ୍ରିୟା ଆଗାମୀ ତିନି ମାସ ପର୍ଯ୍ୟନ୍ତ ଚାଲୁ ରହିବ ବୋଲି ସୂଚନା ଦିଆଯାଇଛି। ଆଶାକର୍ମୀ, ଏ.ଏନ୍. ଏମ୍. ଏବଂ ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଏଥିରେ ସାମିଲ କରାଯାଇଛି। ଜିଲା ହେଡ୍କ୍ୱାର୍ଟର ଛତ୍ରପୁର ଏନ୍ଏସିର କାରିଣୀ ସାହି ଓ ଗୋପବନ୍ଧୁ ନଗର ସାହିରେ
ଘରକୁ ଘର ବୁଲି ରବିବାର ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚର ଅନୁଧ୍ୟାନ କରାଯାଇଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.