E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ମୋଦିଙ୍କୁ ହତ୍ୟା ଧମକ
10:22 pmJune 4, 2021

ନୂଆଦିଲ୍ଲୀ,୪।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା ଧମକ ଦେଇଥିବା ଦିଲ୍ଲୀ ଖଜୁରୀଖସ୍‌ ଅଞ୍ଚଳର ଜଣେ ୨୨ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। ଜାମିନରେ ଆସିଥିବା ସଲମାନ ନାମକ ଏହି ଯୁବକ ଜେଲ୍‌ ଫେରିବାକୁ ଚାହୁଁଥିଲେ। ସେଥିପାଇଁ ସେ ଗୁରୁବାର ରାତିରେ ପୋଲିସକୁ ଫୋନ୍‌ କରି ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଚାହାନ୍ତି ବୋଲି ଧମକ ଦେଇଥିଲେ। ପୋଲିସ ତାଙ୍କୁ ଗିରଫ କରିନେଇ ଥାନାରେ ଜେରା କଲାବେଳେ ସେ ଜେଲ୍‌କୁ ଫେରିଯିବା ଲାଗି ଏଭଳି ଧମକ ଦେଇଥିବା କଥା ସ୍ବୀକାର କରିଥିଲେ। ତେବେ ପ୍ରଧାନମନ୍ତ୍ରୀଙ୍କୁ ଧମକ ଦିଆଯାଇଥିବାରୁ ଗୋଇନ୍ଦା ବିଭାଗ ସଲମାନଙ୍କୁ ଜେରା କରିବ ବୋଲି ଜଣାପଡ଼ିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ...

୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍‌ଡୋଜର: ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ…

ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍‌ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍‌ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ...

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ...

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ...

ଅରୁଣ ମିଶ୍ର ହେବେ ଏନ୍‌ଏଚ୍‌ଆର୍‌ସି ଅଧ୍ୟକ୍ଷ

ନୂଆଦିଲ୍ଲୀ,୨ା୬: ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ଅରୁଣ ମିଶ୍ର ଦେଶର ପରବର୍ତ୍ତୀ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅଧ୍ୟକ୍ଷ ନିଯୁକ୍ତ ହୋଇପାରନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …

ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ଦାଖଲ ହୋଇଥିବା ୧୮୩...

ଡାକ୍ତରଙ୍କ ଘରୁ ମିଳିଲା ହଜାର ହଜାର ସଂଖ୍ୟାରେ ନକଲି ଇଞ୍ଜେକଶନ

ନୂଆଦିଲ୍ଲୀ,୨୦।୬: ବ୍ଲାକ ଫଙ୍ଗ୍‌ସରେ ପୀଡ଼ିତ ରୋଗୀଙ୍କୁ ଦିଆଯାଉଥିବା ଲିପୋସୋମାଲ ଆମ୍ଫୋଟେରିକିନ-ବି’ର ନକଲି ଇଞ୍ଜେକଶନ ଉତ୍ପାଦନ ଓ ବିକ୍ରି ମାମଲାରେ ୧୦ ଜଣଙ୍କୁ ଗିରଫ କରିଛି ଦିଲ୍ଲୀ...

ମୃତ୍ୟୁସଂଖ୍ୟା ଲୁଚାଇଛି ଏମ୍‌ପି

ଭୋପାଳ, ୧୩ା୬: ଦେଶରେ କରୋନାଜନିତ ମୃତ୍ୟୁ ତଥ୍ୟ ଲୁଚାଯିବା ଆଉ ନୂଆ କଥା ହୋଇ ନାହିଁ। ବିଭିନ୍ନ ରାଜ୍ୟ ସରକାର ପ୍ରକୃତ ସଂଖ୍ୟା ପ୍ରକାଶ କରୁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କୋର୍ଟରେ 5G
Next Post Next post:
ଅଙ୍କୁର ଭାଟିଆଙ୍କ ପରଲୋକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts