ଭୁବନେଶ୍ୱର,୫ା୬(ବ୍ୟୁରୋ): କରୋନା ମହାମାରୀର ଦ୍ୱିତୀୟ ଲହରରେ ଅକ୍ସିଜେନର ଘୋର ଅଭାବ ଦେଖାଦେଇଛି। ତେବେ ଅକ୍ସିଜେନ ଯୋଗାଣ ପାଇଁ ବିଏମ୍ସି ବଡ଼ ପଦକ୍ଷେପ ନେଇଛି। ଏଣିକି ଘରେ ରହି ଚିକିତ୍ସିତ ହେବାକୁ ଚାହୁଁଥିବା କରୋନା ରୋଗୀଙ୍କୁ ଅକ୍ସିଜେନ କନସେନ୍ଟ୍ରେଟର ଯୋଗାଇ ଦିଆଯିବ ବୋଲି ବିଏମ୍ସି ସୂଚନା ଦେଇଛି। ସୋମବାର ଠାରୁ ଏହି ସେବା ଆରମ୍ଭ ହେବ ବୋଲି ବିଏମସି କମିଶନର ସଞ୍ଜୟ ସିଂ କହିଛନ୍ତି।
ଘରେ ରହି ଚିକିତ୍ସିତ ହେବାକୁ ଥିବା କରୋନା ଆକ୍ରାନ୍ତଙ୍କୁ ଯୋଗାଇ ଦିଆଯିବ ଅକ୍ସିଜେନ କନସେନ୍ଟ୍ରେଟର
‘ଆହାର’ ରିହାତି ଚଳୁ
କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ...
ଏମ୍କେସିଜି କୋଭିଡ୍ ହସ୍ପିଟାଲ-୧ ବନ୍ଦ
ଛତ୍ରପୁର,୨୧।୬: ଗଞ୍ଜାମ ଜିଲାର ଯେଉଁ କୋଭିଡ୍ ଚିକିତ୍ସା କେନ୍ଦ୍ରରେ କୌଣସି ରୋଗୀ ନାହାନ୍ତି ସେଗୁଡିକ ପର୍ଯ୍ୟାୟକ୍ରମେ ବନ୍ଦ କରିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ...
ଗୋଟିଏ ପରିବାର ୩ ଜଣଙ୍କୁ ଛୁରାମାଡ଼
ଝାରସୁଗୁଡା ଅଫିସ୍,୨୬।୬: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଓରିଏଣ୍ଟ ଥାନା ଅଧୀନ ଶାସ୍ତ୍ରୀନଗରରେ ଗୋଟିଏ ପରିବାର ୩ ଜଣଙ୍କୁ ଜଣେ ଯୁବକ ଛୁରା ମାଡ଼ କରିଛନ୍ତି। ଏଥିରେ...
ପ୍ଲଟ୍ ଦେବା ନାଁରେ ୧୫ ଲକ୍ଷ ଠକେଇ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଜଣେ ବ୍ୟକ୍ତିଙ୍କୁ ଏକ ବିଲ୍ଡର ସଂସ୍ଥା ପ୍ଲଟ ଦେବାକୁ କହି ୧୫ ଲକ୍ଷରୁ ଊଦ୍ଧର୍ବ ଟଙ୍କା ଠକେଇ କରିଛି। ଠକେଇ ଅଭିଯୋଗର ଦୀର୍ଘ ୪...
ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...
ସହର, ଗ୍ରାମାଞ୍ଚଳରେ ହେବ ବର୍ଜ୍ୟବସ୍ତୁ ପରିଚାଳନା
ଭୁବନେଶ୍ୱର, ୧ା୬(ବ୍ୟୁରୋ): ପୌରସଂସ୍ଥା ଏବଂ ଗ୍ରାମପଞ୍ଚାୟତ ମଧ୍ୟରେ ଉତ୍ତମ ସମନ୍ବୟ ରକ୍ଷା ସହିତ ପୌରସଂସ୍ଥାଗୁଡିକରେ ବର୍ଜ୍ୟବସ୍ତୁ ପରିଚାଳନା ନିମନ୍ତେ ଥିବା ଆବଶ୍ୟକ ଭିତ୍ତିଭୂମି ବ୍ୟବହାର କରି...
‘ପାଖରେ ଟଙ୍କା ନାହିଁ ଘର ଚଳିବ କେମିତି’
ରାଉରକେଲା/ସୁନ୍ଦରଗଡ଼,୪।୬: ଲକଡାଉନ ଓ ଶଟଡାଉନ ଯୋଗୁଁ ଅଧିକ ପ୍ରଭାବିତ ହୋଇଛନ୍ତି ସେଲୁନ ଦୋକାନୀ। ଦୀର୍ଘ ଦିନ ହେଲା ଦୋକାନ ବନ୍ଦ ପଡିଥିବା ବେଳେ ବର୍ତ୍ତମାନ ସେମାନଙ୍କ...
ମହାମାରୀରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର,୪।୬: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇଥିବା ବର୍ତ୍ତମାନ ସୁଦ୍ଧା ରାଜ୍ୟର ୧୨ ପିଲାଙ୍କୁ ମଧୁବାବୁ ଯୋଜନାରେ ଭତ୍ତା ଦେବାକୁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ...


