E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ

୮ ଜିଲାରେ ଅକ୍ସିଜେନ୍‌ ପ୍ଲାଣ୍ଟ ଶିଳାନ୍ୟାସ
10:02 amJune 19, 2021

ଭୁବନେଶ୍ୱର, ୧୯।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ରାଜ୍ୟର ୮ ଜିଲାରେ ବିଭିନ୍ନ ସ୍ବାସ୍ଥ୍ୟ ଭିତ୍ତିଭୂମିର ଉଦ୍‌ଘାଟନ କରିବା ସହ ତରଳ ମେଡିକାଲ ଅକ୍ସିଜେନ୍‌ (ଏଲ୍‌ଏମ୍‌ଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା (ପିଏସ୍‌ଏ ପ୍ଲାଣ୍ଟ)ର ଶିଳାନ୍ୟାସ କରିଛନ୍ତି। ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅକ୍ସିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। ପ୍ରତି ପିଏସ୍‌ଏ ପ୍ଲାଣ୍ଟରୁ ପ୍ରତି ମିନିଟ୍‌ରେ ୨୪ ହଜାର ଲିଟର ମେଡିକାଲ ଅକ୍ସିଜେନ ଉତ୍ପାଦନ ହୋଇପାରିବ। ତନ୍ମଧ୍ୟରୁ ଜୁନ୍‌ ୯ରେ ୭ଟିର ଆରମ୍ଭ ହୋଇଥିବାବେଳେ ଶୁକ୍ରବାର ଝାରସୁଗୁଡ଼ା, ଭଦ୍ରକ, ଜଗତ୍‌ସିଂହପୁର, ପୁରୀ, ସୋନପୁର, ନୟାଗଡ଼, ସୁନ୍ଦରଗଡ଼ ଏବଂ ମୟୂରଭଞ୍ଜରେ ଏହି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସମ୍ଭାବ୍ୟ ତୃତୀୟ ଲହର ସମ୍ପର୍କରେ ସତର୍କ କରାଇ କହିଲେ, ରାଜ୍ୟରେ କୋଭିଡ୍‌ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି। ତଥାପି ଆହୁରି ସାବଧାନ ହେବାକୁ ପଡ଼ିବ। କରୋନାର ତୃତୀୟ ଲହର ମୁକାବିଲା ଲାଗି ସମ୍ପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ପଡ଼ିବ। ଏଥିସହିତ ଡବଲ ମାସ୍କ ପରିଧାନ ସହିତ ନିଶ୍ଚିତ ଭାବେ ଟିକା ନେବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। ଏପ୍ରିଲରୁ ଆରମ୍ଭ ହୋଇଥିବା ଦ୍ବିତୀୟ ଲହରରେ ରୋଗୀଙ୍କ ଅକ୍ସିଜେନସ୍ତର କମିବା ବଡ଼ ସମସ୍ୟା ଭାବେ ଉଭାହୋଇଛି। ଏହାର ପ୍ରତିକାର ଲାଗି ରାଜ୍ୟର ସମସ୍ତ ହସ୍ପିଟାଲରେ ଅକ୍ସିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରତ୍ୟେକ ଜୀବନ ମୂଲ୍ୟବାନ। ଏହା ହେଉଛି ସରକାରଙ୍କ ସବୁ ବିପର୍ଯ୍ୟୟ ପରିଚାଳନାର ମୂଳ ଆଧାର। ତଦନୁଯାୟୀ ସବୁ କରୋନା ରୋଗୀଙ୍କୁ ନିଃଶୁଳ୍କ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। କରୋନା ମୁକାବିଲାରେ ଆଗଧାଡ଼ିରେ ରହି କାର୍ଯ୍ୟ କରୁଥିବା ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନଓ୍ବାଡି କର୍ମୀଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି।
ବିଭିନ୍ନ ସ୍ଥାନରେ ଆୟୋଜିତ ଭିତ୍ତିପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ଆଇନ ମନ୍ତ୍ରୀ ପ୍ରତାପ ଜେନା, ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଜଳସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ, ରାଜ୍ୟ ସଭା ସଦସ୍ୟ ଏବଂ ବିଧାୟକମାନେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର ସ୍ବାଗତ ଭାଷଣ ଦେଇଥିଲେ। ଉନ୍ନୟନ କମିଶନର ପି.କେ. ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲାର ଜିଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନ କରିଥିବାବେଳେ ରାଜ୍ୟ ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inକରୋନା ଭାଇରସ୍‌, ମେଟ୍ରୋ, ରାଜ୍ୟ View All

ଭାକ୍ସିନ୍‌ ନେଲେ ବି ମାସ୍କ୍‌ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…

ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍‌ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର...

ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ,୧।୬: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡା. ରମେଶ ପୋଖରିଆଲଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। କରୋନାରେ ଆକ୍ରାନ୍ତ ହେବାର ପରବର୍ତ୍ତୀ ସମସ୍ୟା ଯୋଗୁ...

‘ସମ୍ଭାବ୍ୟ ବନ୍ୟା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଓଡ଼ିଶାରେ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରଭାବ ଆରମ୍ଭ ହୋଇଗଲାଣି । ଜୁନ୍‌ରୁ ଅକ୍ଟୋବର ଗୁରୁତ୍ୱପୂର୍ଣ୍ଣ ସମୟ । ଏହି ସମୟରେ ବାତ୍ୟା, ବନ୍ୟା ଆଦି...

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦...

ଷ୍ଟମ୍ପରେ ପିଟିପିଟି ଖେଳାଳିଙ୍କୁ ମାରିଦେଲେ

ରାୟଗଡ଼ା ଅଫିସ,୨୧ା୬: କ୍ରିକେଟ ଖେଳ ବେଳେ ଦୁଇ ଦଳ ମଧ୍ୟରେ ଗଣ୍ଡଗୋଳରୁ ଜଣେ ଖେଳାଳିଙ୍କ ଜୀବନ ଚାଳିଯାଇଛି। ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ମନୁଶୁ ପଞ୍ଚାୟତର...

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮...

କଣ୍ଠଶିଳ୍ପୀ ତପୁଙ୍କୁ ମିଳିଲା ସହାୟତା

ଭୁବନେଶ୍ୱର,୧୮।୬: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କୁ ଶୁକ୍ରବାର ଚିକିତ୍ସା ପାଇଁ ୧ ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି। ରାଜ୍ୟ...

ପୋଲିସ ଚାକିରି କରିବେ କିନ୍ନର

ଭୁବନେଶ୍ୱର,୧୩ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଚାକିରି ଅଭାବ ଦେଖାଦେଇଥିବାବେଳେ ରାଜ୍ୟ ପୋଲିସ ବିଭାଗରେ ୪୭୭ ସବ୍‌ ଇନ୍ସପେକ୍ଟର(ଏସ୍‌ଆଇ) ଓ ୨୪୪ କନଷ୍ଟେବଳ ପଦବୀ ପୂରଣ ପାଇଁ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
କାନାଡା ସୁପ୍ରିମକୋର୍ଟରେ ଭାରତୀୟ ବଂଶୋଦ୍ଭବ
Next Post Next post:
ଜେଲରୁ ବାହାରିଲେ ଅଭୟକାନ୍ତ ପାଠକ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts