ଆମ ଜିଲା ଖବର

ଧାନ କିଣାବିକା ସମସ୍ୟା, ରାସ୍ତାକୁ ଓହ୍ଲାଇଲା କୋଶଲ ସେନା

ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠୁଛି। ସୋମବାର ବରଗଡ଼ ଜିଲା ଗୋଡ଼ଭଗା କ୍ୟାମ୍ପ ଛକରେ କୋଶଲ ସେନା ଆନ୍ଦୋଳନକୁ ଓହ୍ଲାଇଛି। ୫୩ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରାଯାଇଛି। ଫଳରେ ରାସ୍ତାର ଉଭୟ ପାଶର୍‌ବରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି। ଚାଷୀଙ୍କ ସମସ୍ତ ଅମଳ ଧାନକୁ ଉଠାଇବା ସହିତ ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ସେମାନେ ଆନ୍ଦୋଳନ ଜାରି ରଖିଛନ୍ତି।

webteam

Recent Posts

ଜିଲା ଶିକ୍ଷା ବିଭାଗର ଖାମଖିଆଲ କାର୍ଯ୍ୟ, ରାଜକୋଷରୁ ଚାଲିଗଲା ୧୩ ଲକ୍ଷ

ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…

5 years ago

ଶୀତଳଭଣ୍ଡାରରେ କୋଟପା ଆଇନ

ବେଗୁନିଆ,୨୮।୬(ଡି.ଏନ୍‌.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…

5 years ago

ଜଗତ୍‌ସିଂହପୁର ଉପକାରାଗାର ଅସୁରକ୍ଷିତ

ଜଗତ୍‌ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍‌ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍‌ (ପାଚେରି)…

5 years ago

ପୁରୁଣା ଲୋକଙ୍କୁ ପୁଣି ଠିକା ଚକ୍ରାନ୍ତ

ଅନୁଗୋଳ ଅଫିସ,୨୮ା୬:  ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍‌)ରେ ଚାଉଳ ଓ…

5 years ago

ସୁସ୍ଥ ହୋଇ କାମ କଲେଣି ଡେଲ୍‌ଟା ପ୍ଲସ୍‌ ସଂକ୍ରମିତ

ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍‌ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…

5 years ago

ଶତ୍ରୁତାକୁ ନେଇ ପୋଲ ତଳକୁ ଠେଲିଦେଇଥିଲେ

ଦେବଗଡ଼,୨୮ା୫: ଦେବଗଡ଼ ଥାନା ଅଧୀନ ଶୁଳିଆ ପୋଲତଳୁ ମୁମୂର୍ଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ୨୩ ତାରିଖରେ ଉଦ୍ଧାର କରାଯାଇଥିଲା। ପରେ…

5 years ago

This website uses cookies.