ଇସଲାମାବାଦ୍,୧୩।୬: ପାକିସ୍ତାନର ଆମ୍ବ କୂଟନୀତି ଶେଷରେ ବିଫଳ ହୋଇଛି। ଆମେରିକା ସହିତ ପାକିସ୍ତାନର ବନ୍ଧୁ ବୋଲାଉଥିବା ଚାଇନା ଏକ୍ଷେତ୍ରରେ ପ୍ରଦାନ କରାଯାଇଥିବା ଉପହାର ଦେଇଛି। ପାକିସ୍ତାନ ୩୨ରୁ ଅଧିକ ଦେଶକୁ ଉପହାର ଭାବେ ଆମ୍ବ ପଠାଇଥିଲା। ତେବେ ଆମେରିକା ଏବଂ ଚାଇନା ଏହି ଉପହାରକୁ ଫେରାଇ ଦେଇଛନ୍ତି। ଆମେରିକା ଏବଂ ଚାଇନା କରୋନା ମହାମାରୀ ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ଏପରି କରିଥିବା କହିଛନ୍ତି। ପାକିସ୍ତାନ ରାଷ୍ଟ୍ରପତି ଡ. ଆରିଫ୍ ଅଲ୍ଓ୍ବିଙ୍କ ପକ୍ଷରୁ ଏହି ଆମ୍ବ ଉପହାର ପଠାଯାଇଥିଲା। ଆମେରିକା, ଚାଇନା ସହିତ ଆମ୍ବପେଟି ଇରାନ୍, ମଧ୍ୟପ୍ରାଚ୍ୟ ଦେଶ ସମୂହ, ତୁର୍କୀ, ଆଫଗାନିସ୍ତାନ, ବାଂଲାଦେଶ ଆଦିକୁ ପଠାଯାଇଥିଲା। ଆମେରିକା, ଚାଇନା ସହିତ ନେପାଳ, କାନାଡ଼ା, ମିଶର ଏବଂ ଶ୍ରୀଲଙ୍କା ମଧ୍ୟ ପାକିସ୍ତାନ ଉପହାର ସ୍ବୀକାର କରିବାକୁ ମନା କରିଛନ୍ତି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି କରାଯାଇଥିବା ସମ୍ପୃକ୍ତ ଦେଶର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଏହାଦ୍ୱାରା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କୁ ଝଟ୍କା ଲାଗିଛି।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.