E-Paper
  • logo
  • Sunday 29th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ, ବାଣିଜ୍ୟ

ପାନ୍‌-ଆଧାର ଲିଙ୍କ୍‌ ଅବଧି ସେପ୍ଟେମ୍ବର ଯାଏ ବୃଦ୍ଧି
10:26 amJune 26, 2021June 27, 2021

ନୂଆଦିଲ୍ଲୀ,୨୬।୬: କେନ୍ଦ୍ର ସରକାର ପାନ୍‌ ସହ ଆଧାର ଲିଙ୍କ୍‌ କରାଇବା ସମୟକୁ ୩ ମାସ ବଢ଼ାଇଛନ୍ତି। ଫଳରେ ଲୋକମାନେ ଚଳିତ ବର୍ଷ ସେପ୍ଟେମ୍ବର ଶେଷ ଯାଏ ପାନ୍‌ ସହ ଆଧାର ସଂଯୋଗ କରାଇବା ଲାଗି ଆଶ୍ୱସ୍ତି ପାଇଛନ୍ତି। ଏହାବାଦ ଲୋକଙ୍କ ସୁବିଧା ଲାଗି ବିଭିନ୍ନ ଟିକସ ନିୟମ ଅନୁପାଳନକୁ କୋହଳ କରାଯାଇଛି। କୋଭିଡ୍‌-୧୯ ଲାଗି ନିଯୁକ୍ତିଦାତା କର୍ମଚାରୀଙ୍କୁ ପ୍ରଦାନ କରୁଥିବା ଚିକିତ୍ସା ଖର୍ଚ୍ଚକୁ ଟିକସମୁକ୍ତ କରାଯାଇଛି। କୋଭିଡ୍‌-୧୯ରେ କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲେ ନିଯୁକ୍ତିଦାତାଙ୍କଠାରୁ ପରିବାର ଲୋକ ଲାଭ କରୁଥିବା କ୍ଷତିପୂରଣ ସହାୟତା ଅର୍ଥ ରାଶିରେ ମଧ୍ୟ ଆୟକର ଦେବାକୁ ପଡ଼ିବ ନାହିଁ। ଆୟକର ବିଭାଗ ପକ୍ଷରୁ କୁହାଯାଇଛି ଯେ, ପ୍ରତ୍ୟକ୍ଷ ଟିକସ ରିଜୋଲ୍ୟୁଶନ ଯୋଜନା ‘ବିବିଧ ସେ ବିଶ୍ୱାସ’ର ସମୟ ଅବଧି ୨ ମାସ ବଢ଼ାଯାଇ ଅଗଷ୍ଟ ୩୧ କରାଯାଇଛି। ସେହିଭଳି ଅତିରିକ୍ତ ସୁଧ ଦେୟ କ୍ଷେତ୍ରରେ ଟିକସଦାତା ଅକ୍ଟୋବର ୩୧ ଯାଏ ପେମେଣ୍ଟ କରିପାରିବେ। ସେହିଭଳି ଫର୍ମ ୧୬ରେ କର୍ମଚାରୀଙ୍କଠାରୁ ଟାକ୍ସ ଡିଡକ୍ସନ ଆଟ୍‌ ସୋର୍ସ(ଟିଡିଏସ୍‌) ସାର୍ଟିଫିକେଟ କ୍ଷେତ୍ରରେ ନିଯୁକ୍ତିଦାତାଙ୍କ ଲାଗି ସମୟ ଅବଧି ଚଳିତ ବର୍ଷ ଜୁଲାଇ ୧୫ରୁ ୩୧କୁ ବଢ଼ାଯାଇଥିବା ଜଣାପଡିଛି।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ, ବାଣିଜ୍ୟ View All

ଚାଷୀ ଆନ୍ଦୋଳନରେ ସାମିଲ ହେବେ ମମତା

କୋଲକାତା, ୧୦।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧରେ ଚାଲିଥିବା ଆନ୍ଦୋଳନକୁ ସମର୍ଥନ କରିବେ। ଏନେଇ ସେ ରାକେଶ...

ପୋଲିସକୁ ଜଣାଇଥିଲେ, ତଥାପି ଚାଲିଗଲା ଜର୍ନାଲିଷ୍ଟଙ୍କ ଜୀବନ

ଲକ୍ଷ୍ନୌ,୧୪।୬: ରବିବାର ରାତିରେ ଉତ୍ତର ପ୍ରଦେଶର ପ୍ରତାପଗଡ଼ ଜିଲାରେ ସୁଲଭ ଶ୍ରୀବାସ୍ତବ ନାମକ ଜଣେ ଟିଭି ଜର୍ନାଲଷ୍ଟଙ୍କ ମୃତ୍ୟୁ ଘଟିଛି। ମୋଟରସାଇକେଲ ଦୁର୍ଘଟଣା ତାଙ୍କ ମୃତ୍ୟୁର...

କରୋନା ଗ୍ରାଫ୍‌ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…

ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ...

ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ

ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି...

ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା...

ଅପରେଶନ୍‌ ଏଲ୍‌ଜେପି: ପୁତୁରା ବିରୋଧରେ ବିଦ୍ରୋହ କରି ସଂସଦୀୟ ଦଳର ନେତା ହେଲେ ପଶୁପତି

ପାଟନା/ନୂଆଦିଲ୍ଲୀ,୧୪।୬: ଏକଦା ବିହାର ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି)ରେ ଏବେ ଫାଟ ସୃଷ୍ଟି ହୋଇଛି। ଦଳର ନେତା ରାମ...

୨ ମାସରେ ୧୬ ଜଣଙ୍କୁ ମାରିଲାଣି ଦନ୍ତା

ନୂଆଦିଲ୍ଲୀ,୨୪।୬: ହାତୀ ପଲରୁ ବିତାଡ଼ିତ ହେବା ପରେ ଏକ ଦନ୍ତା ଝାଡ଼ଖଣ୍ଡର ସନ୍ଥାଳ ପରଗାନା ଅଞ୍ଚଳରେ ଆତଙ୍କ ଖେଳାଇ ଦେଇଛି। ଗତ ଦୁଇ ମାସ ମଧ୍ୟରେ...

୫୩ ଦିନ ପରେ ମୃତ୍ୟୁ ସଂଖ୍ୟା ୨ ହଜାର ତଳକୁ ଖସିଲା

ନୂଆଦିଲ୍ଲୀ,୧୮।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ଶତକ ନ ମାରି ବି କ୍ରିକେଟରେ ସର୍ବାଧିକ ରନ୍‌ କରିଛନ୍ତି ଏହି ଖେଳାଳି: ଆଜି ବି ଭାଙ୍ଗିନି ରେକର୍ଡ
Next Post Next post:
ଜରୁରିକାଳୀନ ପରିସ୍ଥିତିକୁ କ୍ଷମା ଦିଆଯାଇପାରିବନି: ଧର୍ମେନ୍ଦ୍ର

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts