ସାଉଥାମ୍ପଟନ, ୧୩ା୬ (ପି.ଟି.)-ଏଠାରେ ଭାରତୀୟ କ୍ରିକେଟ ଦଳର ଇଣ୍ଟ୍ରା-ସ୍କ୍ବାଡ ମ୍ୟାଚ୍ରେ ରିଷଭ ପନ୍ତ ଅପରାଜିତ ଶତକ ହାସଲ କରିଥିବାବେଳେ ଓପନର ଶୁବମନ ଗିଲ୍ ଆକର୍ଷଣୀୟ ୮୫ରନ ସହ ଭଲରୂପେ ଓ୍ବାର୍ମ ଅପ୍ ହୋଇଛନ୍ତି। ବିରାଟ କୋହଲି ଓ କେଏଲ୍ ରାହୁଲ ଦୁଇଟି ଦଳର ନେତୃତ୍ୱ ନେଇଥିଲେ। ପ୍ରଥମ ଦଳରେ ଭଲ ବ୍ୟାଟ୍ସମ୍ୟାନ ଓ ନିୟମିତ ବୋଲର ରହିଥିଲେ। ଅନ୍ୟଟିରେ ରାହୁଲ, ରିଦ୍ଧିମାନ ଓ ହନୁମା ବିହାରୀଙ୍କ ଭଳି ରିଜର୍ଭ ଖେଳାଳି ପ୍ରତିନିଧିତ୍ୱ କରିଥିଲେ। ଫର୍ମରେ ଥିବା ପନ୍ତ ସ୍ପିନରଙ୍କ ସମେତ ସମସ୍ତ ବୋଲରଙ୍କୁ ପ୍ରହାର କରିଥିଲେ। ସେ ୯୪ ବଲ୍ରୁ ୧୨୧ ରନ କରି ଅପରାଜିତ ରହିଥିଲେ। ରୋହିତ ଶର୍ମାଙ୍କ ସହ ଓପନିଂ କରି ଗିଲ୍ ୧୩୫ ବଲ୍ରୁ ୮୫ ରନ କରିଥିଲେ। କୋହଲିଙ୍କ ଟିମ୍କୁ କେବଳ ଅଡୁଆରେ ପକାଇଥିଲେ ଭେଟେରାନ ପେସ୍ ବୋଲର ଈଶାନ୍ତ ଶର୍ମା। ସେ ୩୬ ରନ ବିନିମୟରେ ୩ ଉଇକେଟ ଅକ୍ତିଆର କରିଥିଲେ।
ଓ୍ବିଲିୟମସନ ଆହତ, ଦ୍ୱିତୀୟ ଟେଷ୍ଟରୁ ଓହରିଲେ
ବର୍ମିଂହାମ, ୧୦।୬(ପି.ଟି.)- ନ୍ୟୁଜିଲାଣ୍ଡ କ୍ରିକେଟ ଅଧିନାୟକ କେନ୍ ଓ୍ବିଲିୟମସନ ଆହତ ସମସ୍ୟା ଯୋଗୁ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ଓହରି ଯାଇଛନ୍ତି। ଗୁରୁବାରଠାରୁ ଦ୍ୱିତୀୟ ଟେଷ୍ଟ...
କୋପା ଆମେରିକା: ଆୟୋଜନ ନେଇ ବ୍ରାଜିଲ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଆଜି
ସାଓ ପାଓଲୋ,୧୦।୬(ଏପି): କୋପା ଆମେରିକା ଫୁଟ୍ବଲ ଟୁର୍ନାମେଣ୍ଟ ଆୟୋଜନ ନେଇ ବିବାଦ ଦେଖାଦେଇଥିବା ବେଳେ ବ୍ରାଜିଲ ସୁପ୍ରିମକୋର୍ଟ ଏ ସଂକ୍ରାନ୍ତରେ ଗୁରୁବାର ଅନ୍ତିମ ନିଷ୍ପତ୍ତି ନେବେ।...
କ୍ରେଜିକୋଭାଙ୍କୁ ଡବଲ ଟାଇଟଲ
ପ୍ୟାରିସ, ୧୪।୬-ଚେକ୍ ରିପବ୍ଲିକ୍ର ବାର୍ବୋରା କ୍ରେଜିକୋଭା ରବିବାର ଶେଷ ହୋଇଥିବା ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସରେ ଡବଲ ଟାଇଟଲ ବିଜୟୀ ହୋଇଛନ୍ତି। ପୂର୍ବରୁ ମହିଳା ସିଙ୍ଗଲ୍ସ...
ରୋହିତ ଶର୍ମାଙ୍କୁ ଥଟ୍ଟାରେ ଏମିତି କହିଦେଲେ ସ୍ତ୍ରୀ
ସାଉଥାମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିଏସି ଫାଇନାଲ)ର ହାଇ ଭୋଲଟେଜ ଫାଇନାଲ ମ୍ୟାଚ ସାଉଥାମ୍ପଟନ୍ରଠାରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଛି। ଏହି ବର୍ଷା ବାଧାପ୍ରାପ୍ତ...
ଫାଇନାଲରେ ବୋଲିଂ କରିବେ କି କୋହଲି
ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ...
ଫ୍ରେଞ୍ଚ୍ ଓପନ ଟେନିସ: ଜିଡାନସେକ-ବଦୋସା କ୍ୱାର୍ଟର ଫାଇନାଲ
ପ୍ୟାରିସ, ୭।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ସିଙ୍ଗଲ୍ସରେ ତାମାରା ଜିଡାନସେକ ଓ ପାଉଲା ବଦୋସାଙ୍କ ମଧ୍ୟରେ କ୍ୱାର୍ଟର ଫାଇନାଲ ମୁକାବିଲା ହେବ। ସ୍ଲୋଭାନିଆର...
କ୍ରୀଡ଼ା ମହଲରେ ଶୋକ
ଚଣ୍ଡିଗଡ଼, ୨୦ା୬ (ପି.ଟି.)-ମିଲ୍ଖାଙ୍କ ଦେହାନ୍ତରେ କ୍ରୀଡ଼ା ମହଲରୁ ଶୋକବାର୍ତ୍ତାର ସୁଅ ଛୁଟିବାରେ ଲାଗିଛି। ପୂର୍ବତନ କ୍ରିକେଟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କଠାରୁ ଆରମ୍ଭ କରି କିମ୍ବଦନ୍ତୀ ଭାରତୀୟ...
ଫ୍ରେଞ୍ଚ୍ ଓପନ ଟେନିସ: କ୍ରେଜିକୋଭା-ସିନିକୋଭା ଫାଇନାଲରେ
ପ୍ୟାରିସ, ୧୨।୬-ଚଳିତ ଫ୍ରେଞ୍ଚ୍ ଓପନ ଗ୍ରାଣ୍ଡସ୍ଲାମ ଟେନିସ ମହିଳା ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି ଚେରି ରିପବ୍ଲିକ ଯୋଡ଼ି ବାର୍ବରା କ୍ରେଜିକୋଭା ଏବଂ କାଟରିନା ସିନିକୋଭା।...


