E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଟପ୍‌ ସିଡ୍‌ ମନ୍‌ଫିଲ୍ସକୁ ହରାଇଲେ ପର୍ସେଲ
8:23 amJune 25, 2021

ଇଷ୍ଟବୋର୍ନ(ୟୁକେ),୨୫ା୬(ଏପି)- ଏଠାରେ ଚାଲିଥିବା ଭାଇକିଂ ଇଣ୍ଟରନ୍ୟାଶନାଲ ଗ୍ରାସ୍‌କୋର୍ଟ ଟେନିସ ଟୁର୍ନାମେଣ୍ଟରେ ଅଷ୍ଟ୍ରେଲିଆର ମାକ୍ସ ପର୍ସେଲ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛନ୍ତି। ୨୮୩ ର଼୍ୟାଙ୍କିଙ୍ଗପ୍ରାପ୍ତ ଏହି ଖେଳାଳି ଟପ୍‌ ସିଡ୍‌ ତଥା ୧୬ତମ ର଼୍ୟାଙ୍କିଙ୍ଗ ଫ୍ରାନ୍ସର ଗେଲ୍‌ ମନଫିଲ୍ସଙ୍କୁ ୬-୪, ୫-୭, ୬-୪ ସେଟ୍‌ରେ ହରାଇ ଦେଇଛନ୍ତି। ତାଙ୍କ କ୍ୟାରିୟରର ଏହା ହେଉଛି ସବୁଠାରୁ ବଡ଼ ବିଜୟ। ଟୁର୍‌ ଲେଭଲରେ ପ୍ରଥମ ଥର ସିଙ୍ଗଲ୍ସ କ୍ୱାର୍ଟରଫାଇନାଲରେ ସେ ପ୍ରବେଶ କରିପାରିଛନ୍ତି। ପର୍ସେଲ ଟୁର୍ନାମେଣ୍ଟର ଫାଇନାଲ କ୍ୱାଲିଫାଇଂ ରାଉଣ୍ଡରେ ପରାଜିତ ହୋଇଥିଲେ। ମାତ୍ର ଜଣେ ଖେଳାଳି ଓହରିଯିବାରୁ ତାଙ୍କ ସ୍ଥାନରେ ଏହି ଅଷ୍ଟ୍ରେଲୀୟ ଖେଳାଳିଙ୍କୁ ସୁଯୋଗ ମିଳିଥିଲା। ଟେନିସ୍‌ରେ ଏହାକୁ ଲକି ଲୁଜର କୁହାଯାଇଥାଏ। ଓ୍ବିମ୍ବେଲଡନ ଓ୍ବାର୍ମଅପ୍‌ ଟୁର୍ନାମେଣ୍ଟରେ ପର୍ସେଲ ପରବର୍ତ୍ତୀ ରାଉଣ୍ଡରେ ଆନ୍ଦ୍ରିଆସ ସେପିଙ୍କୁ ଭେଟିବେ।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଅମୋଲ ମଜୁମ୍‌ଦାର ମୁମ୍ବାଇ କୋଚ୍‌ ନିଯୁକ୍ତ

ମୁମ୍ବାଇ, ୨ା୬(ପି.ଟି.)-ରଣଜୀ ଟ୍ରଫି କିମ୍ବଦନ୍ତୀ ତଥା ପୂର୍ବତନ ମୁମ୍ବାଇ ଅଧିନାୟକ ଅମୋଲ ମଜୁମ୍‌ଦାର ଆସନ୍ତା ଘରୋଇ ସିଜନ ପାଇଁ ମଙ୍ଗଳବାର ସିନିୟର ଦଳର କୋଚ୍‌ ଭାବେ...

ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ ଜିତିବ ବିରାଟବାହିନୀ

ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍‌ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ...

ଫାଇନାଲ ପୂର୍ବରୁ ଏମିତି କହିଲେ ନ୍ୟୁଜିଲାଣ୍ଡ ଅଧିନାୟକ: ସମସ୍ତେ କରିବେ ପ୍ରଶଂସା

ଲଣ୍ଡନ,୧୮।୬: ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ଜଣେ ଭଲ ବ୍ୟାଟ୍ସମ୍ୟାନ ତଥା ଜଣେ ଚମତ୍କାର ବ୍ୟକ୍ତି। ଡବ୍ଲୁଟିସି ଫାଇନାଲ ପୂର୍ବରୁ, କେନ ୱିଲିୟମ୍ସନ ପୁଣି ଥରେ...

ଡବ୍ଲ୍ୟୁଟିସି ଫାଇନାଲ ମ୍ୟାଚ୍‌ ପୂର୍ବରୁ ଆଇସିସିର ବଡ଼ ଘୋଷଣା

ଦୁବାଇ,୮।୬: ଆସନ୍ତା ୧୮ ତାରିଖରୁ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ସାଉଥାମ୍ପଟନର ଏଜେସ ବାଉଲଠାରେ ଖେଳାଯିବା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚ୍‌। ଏଥି...

ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍‌

ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍‌ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...

୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍‌ ହେଲେ ଆଶ୍ଚର୍ଯ୍ୟ

ଭାରତରେ କ୍ରିକେଟ୍‌ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ...

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ...

ସାନିଆଙ୍କ ପୁଅ ଓ ଭଉଣୀଙ୍କୁ ଭିଜା ମିଳିଲା

ନୂଆଦିଲ୍ଲୀ,୪।୬(ପି.ଟି.): ଟୋକିଓ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ମହିଳା ଟେନିସ ତାରକା ସାନିଆ ମିର୍ଜା ୟୁନାଇଟେଡ କିଙ୍ଗ୍‌ଡମ୍‌ (ୟୁକେ)ରେ କେତେକ ଟୁର୍ନାମେଣ୍ଟ ଖେଳିବେ। ଏଥିପାଇଁ ସେ ନିଜ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ପର୍ତ୍ତୁଗାଲ-ଫ୍ରାନ୍ସ ମ୍ୟାଚ୍‌ ଡ୍ର: ରୋନାଲ୍ଡୋ ରେକର୍ଡ ସମକକ୍ଷ
Next Post Next post:
ଧରିତ୍ରୀ କାର୍ଟୁନ୍‍

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts